ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା। ତାଲିକାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଛତିଶଗଡ଼ CM ବିଷ୍ଣୁଦେବ ସାଏ । ସଭାପତି ମନମୋହନ ସାମଲ, ୩ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର, ଜୁଏଲ, ଅଶ୍ବିନୀ ବୈଷ୍ଣବ । ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ୨ ପ୍ରଭାରି ମଧ୍ୟ ସାମିଲ। ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ପ୍ରଭାତୀ ପରିଡ଼ା ଷ୍ଟାର ପ୍ରଚାରକ । ଏହା…

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା। ତାଲିକାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଛତିଶଗଡ଼ CM ବିଷ୍ଣୁଦେବ ସାଏ । ସଭାପତି ମନମୋହନ ସାମଲ, ୩ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର, ଜୁଏଲ, ଅଶ୍ବିନୀ ବୈଷ୍ଣବ । ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ୨ ପ୍ରଭାରି ମଧ୍ୟ ସାମିଲ। ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ପ୍ରଭାତୀ ପରିଡ଼ା ଷ୍ଟାର ପ୍ରଚାରକ ।

ଏହା ସହ ତାଲିକାରେ ସୁରେଶ ପୁଜାରୀ, ବସନ୍ତ ପଣ୍ଡା, ପ୍ରତାପ ଷଡ଼ଙ୍ଗୀ, ଜୟନାରାୟଣ ମିଶ୍ର, ମୁକେଶ ମହାଲିଙ୍ଗଙ୍କ ନାଁ ରହିଛି। ଏହା ସହ ତାଲିକାରେ ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାଶ ନାୟକ, ଅନୁଭବ ମହାନ୍ତିଙ୍କ ନାଁ ମଧ୍ୟ ରହିଛି।

Leave a Reply

Your email address will not be published. Required fields are marked *