ନୂଆପଡ଼ା ଉପନିର୍ବାଚନ: ବୃଦ୍ଧି ହୋଇଛି ମତଦାନ କେନ୍ଦ୍ର

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା । ନୂଆପଡ଼ାରେ ମୋଟ ୫୬ଟି ନୂତନ ମତଦାନ କେନ୍ଦ୍ର ସୃଷ୍ଟି କରାଯାଇଛି । ମତଦାନ କେନ୍ଦ୍ର ୩୦୨ରୁ ୩୫୮କୁ ବୃଦ୍ଧି କରାଯାଇଛି । ସହରାଞ୍ଚଳରେ ୩୬ ଓ ଗ୍ରାମାଞ୍ଚଳରେ ୩୨୨ ମତଦାନ କେନ୍ଦ୍ର । ନିର୍ବାଚନ ମଣ୍ଡଳୀରେ ୫୨ଟି ମତଦାନ କେନ୍ଦ୍ରର ନାମ ପରିବର୍ତ୍ତନ କରାଯାଇଛି । ସେପ୍ଟେମ୍ବର ୧୫କୁ ଯୋଗ୍ୟତା ତାରିଖ ଭାବେ ରଖି ଚିଠା ଭୋଟର…

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା । ନୂଆପଡ଼ାରେ ମୋଟ ୫୬ଟି ନୂତନ ମତଦାନ କେନ୍ଦ୍ର ସୃଷ୍ଟି କରାଯାଇଛି । ମତଦାନ କେନ୍ଦ୍ର ୩୦୨ରୁ ୩୫୮କୁ ବୃଦ୍ଧି କରାଯାଇଛି ।

ସହରାଞ୍ଚଳରେ ୩୬ ଓ ଗ୍ରାମାଞ୍ଚଳରେ ୩୨୨ ମତଦାନ କେନ୍ଦ୍ର । ନିର୍ବାଚନ ମଣ୍ଡଳୀରେ ୫୨ଟି ମତଦାନ କେନ୍ଦ୍ରର ନାମ ପରିବର୍ତ୍ତନ କରାଯାଇଛି । ସେପ୍ଟେମ୍ବର ୧୫କୁ ଯୋଗ୍ୟତା ତାରିଖ ଭାବେ ରଖି ଚିଠା ଭୋଟର ତାଲିକା ପ୍ରସ୍ତୁତ । ରାଜନୈତିକ ଦଳମାନଙ୍କୁ ଚିଠା ଭୋଟର ତାଲିକା ଉପଲବ୍ଧ କରାଯାଇଛି ।

Leave a Reply

Your email address will not be published. Required fields are marked *