୧୦ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସମ୍ଭାବନା, ପ୍ରବଳ ବର୍ଷା

ଭୁବନେଶ୍ଵର: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା। ଆସନ୍ତା ୧୦ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସମ୍ଭାବନା। ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା । ସେପଟେ ଉତ୍ତର ଉପକୂଳ ଓଡ଼ିଶାରେ ଉପରେ ସକ୍ରିୟ ରହିଛି ଟ୍ରପ ଲାଇନ। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା…

ଭୁବନେଶ୍ଵର: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା। ଆସନ୍ତା ୧୦ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସମ୍ଭାବନା। ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ।

ସେପଟେ ଉତ୍ତର ଉପକୂଳ ଓଡ଼ିଶାରେ ଉପରେ ସକ୍ରିୟ ରହିଛି ଟ୍ରପ ଲାଇନ। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡ଼ି ଓ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରିଛି ପାଣିପାଗ ବିଭାଗ। ସେହିପରି ଆସନ୍ତାକାଲି ପାଇଁ ୨୦ ଜିଲ୍ଲା ଓ ୯ ତାରିଖରେ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ।

Leave a Reply

Your email address will not be published. Required fields are marked *