ନୂଆଦିଲ୍ଲୀ: ଓଡ଼ିଶା ସମାଜ ୟୁନାଇଟେଡ କିଙ୍ଗଡମ (ଓସୁକ)ର ୪୬ ତମ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳନ କରାଯାଇଥିବା ଜଣାଯାଇଛି । ଏହି ଉପଲକ୍ଷେ ଲଣ୍ଡନର ୱର୍କସାୟାର କାଉଁଟି ଅନ୍ତର୍ଗତ ମେଡେନହେଡ୍ ସ୍ଥିତ ସୁନ୍ଦର, ସୁରମ୍ୟ, ସବୁଜିମା ଘେରା ଉତ୍ସବସ୍ଥଳକୁ ଖୁବ ଭବ୍ୟ ଢଙ୍ଗରେ ସଜାଯାଇଥିବା ଦେଖା ଯାଇଥିଲା । ସମଗ୍ର ପରିବେଷ୍ଟନୀକୁ ଏକ ଛୋଟ ଓଡ଼ିଶାର ସ୍ୱରୂପ ପ୍ରଦାନ କରାଯିବାର ଦୃଶ୍ୟ ବେଶ ମର୍ମସ୍ପର୍ଶୀ ଥିଲା । ଏଠାରେ…