ପଶ୍ଚିମବଙ୍ଗ ଦୁର୍ଗାପୁର ହସ୍ପିଟାଲ୍ରୁ ପୀଡ଼ିତା ମେଡିକାଲ୍ ଛାତ୍ରୀ ଡିସଚାର୍ଜ
ଦୁର୍ଗାପୁର: ପଶ୍ଚିମବଙ୍ଗ ଦୁର୍ଗାପୁର ହସ୍ପିଟାଲ୍ରୁ ପୀଡ଼ିତା ମେଡିକାଲ୍ ଛାତ୍ରୀ ଡିସଚାର୍ଜ । ଗଣଦୁଷ୍କର୍ମ ପୀଡ଼ିତାଙ୍କ ଡିସ୍ଚାର୍ଜ ନେଇ ମେଡିକାଲ୍ ପକ୍ଷରୁ ସୂଚନା । ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିବା ପରେ ଡିସ୍ଚାର୍ଜ । ଗଣଦୁଷ୍କର୍ମର ଶିକାର ପରେ ଗତ ଶୁକ୍ରବାରରୁ ଭର୍ତ୍ତି ହୋଇଥିଲେ । ଡିସଚାର୍ଜ ପରେ ବି ଆଉ କିଛି ଦିନ ପଶ୍ଚିମବଙ୍ଗରେ ରହିବେ ପୀଡ଼ିତା । ମାମଲାର ତଦନ୍ତରେ ସହଯୋଗ ପାଇଁ ଆଉ କିଛି ଦିନ ରହିବେ…
