ବିନା ଟାହିଆରେ ପହଣ୍ଡି ପ୍ରସଙ୍ଗ: ସରକାରଙ୍କୁ ଘେରିଲା କଂଗ୍ରେସ

ଭୁବନେଶ୍ୱର/ପୁରୀ: ରଥଯାତ୍ରା ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିନା ଟାହିଆରେ ପହଣ୍ଡି ପ୍ରସଙ୍ଗକୁ ନେଇ ରାଜନୀତି ଜୋର ଧରିଛି। ଏହି ଘଟଣାକୁ ନେଇ କଂଗ୍ରେସ ତୀବ୍ର ଅସନ୍ତୋଷ ପ୍ରକାଶ କରି ସରକାର ଓ ଶ୍ରୀମନ୍ଦିର ପ୍ରଶାସନଙ୍କୁ ଘେରିଛି। କଂଗ୍ରେସର ଅଭିଯୋଗ ଅନୁଯାୟୀ, ମହାପ୍ରଭୁଙ୍କ ପହଣ୍ଡି ସମୟରେ ପାଳନ କରାଯାଉଥିବା ପାରମ୍ପରିକ ନୀତି ଓ ପରମ୍ପରାରେ ବ୍ୟତିକ୍ରମ ଘଟିଛି। ଏହା ଲକ୍ଷ ଲକ୍ଷ ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ ଦେଇଥିବା ଦଳ କହିଛି। ଏହି…

ପୁଣି ବଢ଼ିବ ବର୍ଷାର ପ୍ରକୋପ: ଲଘୁଚାପ ପ୍ରଭାବରେ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷାର ପ୍ରକୋପ ଜାରି ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ୭ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତଳିଆ ଅଞ୍ଚଳରେ ଜଳବନ୍ଦୀ, ସହରାଞ୍ଚଳରେ ଜଳଜମା ଏବଂ ନଦୀନାଳର ଜଳସ୍ତର ବଢ଼ିବାର ଆଶଙ୍କା ଥିବାରୁ ଲୋକଙ୍କୁ…

ପ୍ରକାଶ ପାଇଲା ନିଟ ୟୁଜି-୨୦୨୬ ଫଳ : ମେଡିକାଲ୍ ସ୍ୱପ୍ନରେ ଲାଗିଲା ମୋହର, ୧୧.୨୧ ଲକ୍ଷ ପରୀକ୍ଷାର୍ଥୀ ସଫଳ; ଝିଅଙ୍କ ବାଜିମାତ

ନୂଆଦିଲ୍ଲୀ: ଦେଶର ସବୁଠୁ ବଡ଼ ମେଡିକାଲ୍ ପ୍ରବେଶିକା ପରୀକ୍ଷା ନିଟ ୟୁଜି-୨୦୨୬ର ଫଳ ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଘୋଷଣା କରାଯାଇଛି। ଚଳିତ ବର୍ଷ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ୧୧.୨୧ ଲକ୍ଷ ପରୀକ୍ଷାର୍ଥୀ ମେଡିକାଲ୍ ପାଠପଢ଼ାର ସ୍ୱପ୍ନକୁ ଆଉ ଏକ ପାଦ ଆଗକୁ ବଢ଼ାଇଛନ୍ତି। ବିଶେଷ କଥା ହେଉଛି, ସଫଳତା ତାଲିକାରେ ପୁଣିଥରେ ଝିଅମାନେ ପୁଅମାନଙ୍କୁ ପଛରେ ପକାଇଛନ୍ତି। ତଥ୍ୟ ଅନୁଯାୟୀ, ଯୋଗ୍ୟତା ହାସଲ କରିଥିବା ପରୀକ୍ଷାର୍ଥୀଙ୍କ ମଧ୍ୟରେ ଛାତ୍ରୀଙ୍କ…

ପ୍ରକାଶ ପାଇଲା ଦଶମ ଫଳାଫଳ, ରାଜ୍ୟରେ ୯୫.୩୩%, ପାସ୍ ହାର ସହିତ ଗଜପତି ଆଗରେ

ଭୁବନେଶ୍ୱର : ପ୍ରକାଶ ପାଇଲା ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ଦ୍ୱାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା। ରାଜ୍ୟ ଗଣଶିକ୍ଷା ମନ୍ତ୍ରୀଙ୍କ ଦ୍ୱାରା ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି। ​ଚଳିତ ବର୍ଷ ରେଗୁଲାର ପାସ୍ ହାର ୯୫.୩୩ ପ୍ରତିଶତ ରହିଛି। ​ଗଜପତି ଜିଲ୍ଲାରେ ଚଳିତ ବର୍ଷ ୯୯% ପାସ୍ ହାର ରହିଥିବା ବେଳେ କେନ୍ଦୁଝର ଜିଲ୍ଲାରେ ପାସ୍ ହାର ସବୁଠୁ କମ୍ ଅର୍ଥାତ୍ ୯୪.୩୫% ରହିଛି।

ସମ୍ବଲପୁର ମାଟିର ସୁର : ଅଦ୍ଵୈତା ମିଶ୍ର

ସମ୍ବଲପୁର : ଧନୁପାଲିର ମହାବୀର ପଡ଼ାର ମାଟି ପାଣି ପବନରେ ବଡ଼ ହୋଇ ଅନନ୍ୟ ସ୍ୱରର ଅଧିକାରିଣୀ ଅଦ୍ଵୈତା ମିଶ୍ରଙ୍କ ପ୍ରତିଭା ଅପରିଣତ ବୟସକୁ ଅତିକ୍ରମ କରୁଥିବା ଗଭୀର ଅନୁଭୂତିର ଏକ ନିଚ୍ଛକ ସ୍ଵନ। ଭାବ ଓ ଲୟ ଯେତେବେଳେ ଏକାତ୍ମ ହୋଇ ଯେତେବେଳେ ତାଙ୍କ ସ୍ୱରରେ ପ୍ରବାହିତ ହୁଏ, ସେହି ସ୍ୱର ଶ୍ରୋତାଙ୍କ ମନକୁ ଗଭୀରଭାବେ ସ୍ପର୍ଶ କରି ଦୀର୍ଘ ସମୟ ପର୍ଯ୍ୟନ୍ତ ସ୍ମୃତିରେ ରହିଯାଏ। ସମ୍ବଲପୁର ମାଟିର…

ପଶ୍ଚିମବଙ୍ଗ ଦୁର୍ଗାପୁର ହସ୍ପିଟାଲ୍‌ରୁ ପୀଡ଼ିତା ମେଡିକାଲ୍‌ ଛାତ୍ରୀ ଡିସଚାର୍ଜ

ଦୁର୍ଗାପୁର: ପଶ୍ଚିମବଙ୍ଗ ଦୁର୍ଗାପୁର ହସ୍ପିଟାଲ୍‌ରୁ ପୀଡ଼ିତା ମେଡିକାଲ୍‌ ଛାତ୍ରୀ ଡିସଚାର୍ଜ । ଗଣଦୁଷ୍କର୍ମ ପୀଡ଼ିତାଙ୍କ ଡିସ୍‌ଚାର୍ଜ ନେଇ ମେଡିକାଲ୍‌ ପକ୍ଷରୁ ସୂଚନା । ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିବା ପରେ ଡିସ୍‌ଚାର୍ଜ । ଗଣଦୁଷ୍କର୍ମର ଶିକାର ପରେ ଗତ ଶୁକ୍ରବାରରୁ ଭର୍ତ୍ତି ହୋଇଥିଲେ । ଡିସଚାର୍ଜ ପରେ ବି ଆଉ କିଛି ଦିନ ପଶ୍ଚିମବଙ୍ଗରେ ରହିବେ ପୀଡ଼ିତା । ମାମଲାର ତଦନ୍ତରେ ସହଯୋଗ ପାଇଁ ଆଉ କିଛି ଦିନ ରହିବେ…

ଜଗନ୍ନାଥଙ୍କ ରହସ୍ୟମୟ ମନ୍ଦିର, ବର୍ଷା ହେବା ନେଇ ଦିଏ ସଙ୍କେତ

ନୂଆଦିଲ୍ଲୀ: ଆପଣ ଅନେକ ମନ୍ଦିର ଯାଇଥିବେ । ମନ୍ଦିରର ଆଧ୍ୟାତ୍ମିକ ପରିବେଶରେ ମନ ପ୍ରଫୁଲ୍ଲିତ ହୋଇଉଠେ । ତେବେ ଦୁନିଆରେ ଏମିତି କିଛି ରହସ୍ୟମୟ ମନ୍ଦିର ରହିଛି, ଯାହାର ଚମତ୍କାରିତା ଅନେକଙ୍କୁ ଆଶ୍ଚର୍ଯ୍ୟ କରିଥାଏ । ଆଜି ଆମେ ଆପଣଙ୍କୁ ସେମିତି ଏକ ମନ୍ଦିର ଦେଖାଇବୁ, ଯାହାର ରହସ୍ୟ ଜାଣିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ । ଉତ୍ତରପ୍ରଦେଶ କାନପୁର ଜିଲ୍ଲାର ବେହଟା ଗାଁରେ ରହିଛି ଏହି ରହସ୍ୟମୟ ମନ୍ଦିର…

ଅମରେଶ ଜେନାଙ୍କୁ ହାଇକୋର୍ଟଙ୍କ ସର୍ତ୍ତମୂଳକ ଜାମିନ

ଭୁବନେଶ୍ଵର: ଅମରେଶ ଜେନାଙ୍କୁ ହାଇକୋର୍ଟଙ୍କ ସର୍ତ୍ତମୂଳକ ଜାମିନ । ଦୁଷ୍କର୍ମ ମାମଲାରେ ଗିରଫ ଅମରେଶ ଜେନା ଓରଫ ବାୟାଁଙ୍କୁ ଜାମିନ୍ । ୨୫ ହଜାର ଟଙ୍କିଆ ଦୁଇ ଜାମିନଦାର ବଦଳରେ ସର୍ତ୍ତମୂଳକ ଜାମିନ । ପୀଡ଼ିତାଙ୍କ ଘର ଅଞ୍ଚଳକୁ ନଯିବାକୁ ହାଇକୋର୍ଟଙ୍କ ସର୍ତ୍ତ । ସୂଚନା ଅନୁସାରେ, କର୍ପୋରେଟର୍‌ ଅମରେଶ ଜେନା ଓରଫ ବାୟାଁଙ୍କ ବିରୋଧରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ଦେବାର ସଙ୍ଗୀନ ଅଭିଯୋଗ ଆଣିଥିଲେ । ବିବାହର…

ଆସନ୍ତା ୨୦ ତାରିଖ ସୋମବାର ହୋଇପାରେ ଦୀପାବଳି ଛୁଟି

ଭୁବନେଶ୍ଵର: ଆସନ୍ତା ୨୦ ତାରିଖ ସୋମବାର ହୋଇପାରେ ଦୀପାବଳି ଛୁଟି । ରାଜସ୍ବ ବିଭାଗ ପକ୍ଷରୁ ଏନେଇ ପ୍ରସ୍ତାବ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରସ୍ତାବ ଦିଆଯାଇଥିବା ନେଇ ସୂଚନା ମିଳିଛି । ତେବେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିନି । ସୂଚନାଯୋଗ୍ୟ ଯେ, ଚଳିତ ବର୍ଷ ଦୀପାବଳି ଉତ୍ସବ ପାଳନ କରିବା ପାଇଁ ମୁକ୍ତିମଣ୍ଡପ ପଣ୍ଡିତ ମହାସଭା ଦ୍ବାରା ସଂଶୋଧିତ ହୋଇଥିବା ପାଞ୍ଜି ଗୁଡିକରେ ଅକ୍ଟୋବର ୨୦ ତାରିଖ ସୋମବାର ବୋଲି…

ପୂରଣ ହେବ ଖାଲି ଥିବା କୁଳପତି ପଦ

ଭୁବନେଶ୍ଵର: ଖାଲି ଥିବା କୁଳପତି ପଦ ପୂରଣ ନେଇ ରାଜ୍ୟପାଳଙ୍କ ବଡ଼ ସୂଚନା । ୨/୩ ମାସ ମଧ୍ୟରେ ପୂରଣ ହେବ ଖାଲିଥିବା ସବୁ କୁଳପତି ପଦ । ଅଧିକାଂଶ ବିଶ୍ବବିଦ୍ୟାଳୟରେ ଇନ୍‌ଚାର୍ଜ ଭିସି ପାଇଁ ପାଠପଢ଼ାରେ ଗୁରୁତର ବାଧା । ରାଜ୍ୟର ମୋଟ୍ ୧୭ଟି ବିଶ୍ବବିଦ୍ୟାଳୟରୁ ୧୩ଟିରେ ନାହାନ୍ତି କୁଳପତି । ତେବେ ସାମ୍ବାଦିକଙ୍କ ସହ ସ୍ବତନ୍ତ୍ର ଆଲୋଚନା ବେଳେ ଏନେଇ ରାଜ୍ୟପାଳଙ୍କ ସୂଚନା । ସ୍କୁଲ ଡ୍ରପ୍…