ଆରବ ସାଗରରେ ସୃଷ୍ଟି ହେଲା ବାତ୍ୟା ‘ଶକ୍ତି’, ଏଠାରେ କରିବ ଲ୍ୟାଣ୍ଡଫଲ

ଭୁବନେଶ୍ଵର: ସମୁଦ୍ର ମଝିରେ ଦାନା ବାନ୍ଧୁଛି ବାତ୍ୟା । ଆରବ ସାଗରରେ ବାତ୍ୟା ଆଶଙ୍କା । ଉତ୍ତର-ପୂର୍ବ ଆରବ ସାଗରରେ ଗଭୀର ଅବପାତ ସକ୍ରିୟ ଥିବା ବେଳେ, ଏହା ଆଗାମୀ ୧୨ ଘଣ୍ଟାରେ ଘୂର୍ଣ୍ଣିଝଡ଼ର ରୂପ ନେଇପାରେ । ଏହା ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗରେ ଗତି କରିବ। ଫଳରେ ଚଳିତ ବାତ୍ୟା ଋତୁର ପ୍ରଥମ ବାତ୍ୟା ଆଶଙ୍କା ଦେଖାଦେଇଛି । ତେବେ ଆରବ ସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ଶକ୍ତି’…

କଟକ ଚୌଦ୍ବାର ଜେଲ୍‌ରୁ ୨ କଏଦୀ ଚମ୍ପଟ୍‌ ଘଟଣା: ୨ ୱାର୍ଡର ସସ୍‌ପେଣ୍ଡ୍‌

କଟକ: କଟକ ଚୌଦ୍ବାର ଜେଲ୍‌ରୁ ୨ କଏଦୀ ଚମ୍ପଟ୍‌ ଘଟଣାରେ ୨ ୱାର୍ଡର ସସ୍‌ପେଣ୍ଡ୍‌ । କର୍ତ୍ତବ୍ୟରେ ଅବହେଳା ପାଇଁ ୱାର୍ଡର, ଚିଫ୍‌ ୱାର୍ଡର ସସ୍‌ପେଣ୍ଡ୍‌ ହୋଇଥିବା ନେଇ ସୂଚନା ମିଳିଛି । ଅଲଗା ଅଲଗା ସେଲ୍‌ରେ ଥିଲେ ଦୁଇ ଅଭିଯୁକ୍ତ । ଆରିରେ ରଡ୍‌ କାଟି ଜେଲରୁ ବାହାରିଥିଲେ । ବ୍ୟବହାର କରୁଥିବା କମ୍ବଳକୁ ଦଉଡ଼ି କରି ପାଚେରୀ ଡେଇଁଛନ୍ତି । କଟକ ରେଞ୍ଜ୍‌ ଡିଆଇଜିଙ୍କୁ ତଦନ୍ତ ପାଇଁ…

ନୂଆ ରଘୁନନ୍ଦନ ଲାଇବ୍ରେରୀ ଜାଗାରେ ନିର୍ମାଣ ହେବ E-ଲାଇବ୍ରେରୀ: ଆଇନ ମନ୍ତ୍ରୀ

ପୁରୀ: ନୂଆ ରଘୁନନ୍ଦନ ଲାଇବ୍ରେରୀ ଜାଗାରେ ନିର୍ମାଣ ହେବ E-ଲାଇବ୍ରେରୀ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ । ଜ୍ଞାନ ଯଜ୍ଞ ମଣ୍ଡପ ନାଁରେ ନାମିତ ହେବ ଡିଜିଟାଲ୍ ଲାଇବ୍ରେରୀ । E-ଲାଇବ୍ରେରୀ ସହ ରିସର୍ଚ୍ଚ ସେଣ୍ଟର ମଧ୍ୟ ନିର୍ମାଣ କରିବେ ସରକାର । ଶ୍ରଦ୍ଧାଳୁ ଓ ଗବେଷକଙ୍କୁ ଡିଜିଟାଲ୍ ସୁବିଧା ପ୍ରଦାନ କରିବା SJTAର ନିଷ୍ପତ୍ତି । ଏହାମାଧ୍ୟମରେ ମନ୍ଦିର ରେକର୍ଡ, ରୀତିନୀତି,…

ବଢୁଛି ହୀରାକୁଦ ଜଳସ୍ତର, କିନ୍ତୁ ରାଜ୍ୟରେ ନାହିଁ ବନ୍ୟା ଆଶଙ୍କା

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ଆଶଙ୍କା ନାହିଁ କହିଲେ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ l ବଂଶଧାରା ନଦୀ ଛଡ଼ା ଅନ୍ୟ କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ l କାଶୀନଗର ନିକଟରେ ବଂଶଧାରା ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି l କାଶୀନଗରରେ ବଂଶଧାରା ୫୫.୨୪ ମିଟରରେ ପ୍ରବାହିତ ହେଉଛି l ଫଳରେ ତଳିଆ ଅଞ୍ଚଳ ପ୍ରଭାବିତ ହେବା ଆଶଙ୍କାରେ ପ୍ରଶାସନ ସଜାଗ୍ ରହିଛି l ହୀରାକୁଦରେ ଜଳସ୍ତର ବଢ଼ୁଛି କିନ୍ତୁ…

ଜେଲରୁ ଚମ୍ପଟ ମାରିଲେ ଦୁଇ କଏଦୀ, ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ

କଟକ: କଟକ ଚୌଦ୍ବାର ଜେଲ୍‌ରୁ ୨ ହାର୍ଡକୋର କଏଦୀ ଚମ୍ପଟ୍‌ l ଜେଲ୍‌ର ସେଲ୍‌ କାଟି ଫେରାର୍ ହୋଇଯାଇଥିବା ସୂଚନା l ପାଣିକୋଇଲିରେ ପଣ୍ଡା ଆଳଙ୍କାର ଲୁଟ୍‌ ଘଟଣାରେ ଧରାପଡ଼ିଥିଲେ ଦୁଇ କଏଦୀ l ଉଭୟ ଲୁଟେରା ଅଳଙ୍କାର ଦୋକାନ ଉପରକୁ ଗୁଳିମାଡ଼ କରିଥିଲେ l ଲୁଟେରାଙ୍କ ଗୁଳିମାଡ଼ରେ ୨ଜଣଙ୍କର ଜୀବନ ଯାଇଥିଲା l ସ୍ଥାନୀୟ ଲୋକ ଉଭୟଙ୍କୁ କାବୁ କରି ପୋଲିସ ଜିମା ଦେଇଥିଲେ l ସୂଚନା ଅନୁଯାୟୀ,…

ସମାଜରେ ଏବେବି ଅଛନ୍ତି ତାଡ଼କା, ମାରିଚ ଏବଂ ଶୂର୍ପଣଖା ଭଳି ରାକ୍ଷସ: ଯୋଗୀ

ଲକ୍ଷ୍ନୌ: ଗତକାଲି ବିଜୟା ଦଶମୀ ଅବସରରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୋରଖନାଥ ମନ୍ଦିର ଯାଇ ବିଧି ବିଧାନର ସହ ପୂଜାର୍ଚ୍ଚନା କରିଥିଲେ। ଏହି ଅବସରରେ ସେଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ବିରୋଧୀଙ୍କୁ ଧୋଇଛନ୍ତି ମୁଖ୍ୟମନ୍ତ୍ରୀ l ମୁଖ୍ୟମନ୍ତ୍ରୀ ଯୋଗୀ କହିଛନ୍ତି ଯେ, ପରିସ୍ଥିତି ବଦଳି ଯାଇଛି, ତଥାପି ଆସୁରିକ ଶକ୍ତି ଏବେ ବି ରହିଛି। ରାମାୟଣ ଏବଂ ମହାଭାରତର କଥା ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ…

ସରିଲା ଦଶହରା: ଧରାପୃଷ୍ଠରୁ ବିଦାୟ ନେବେ ଜଗତଜନନୀ ମାଆ ଦୁର୍ଗା

କଟକ: ଶେଷ ହୋଇଛି ଶାରଦୀୟ ଦୁର୍ଗା ପୂଜା । ଧରା ପୃଷ୍ଠରେ ଅବତରଣ କରି ପାପର ସଂହାର କଲେ ମା ଦୁର୍ଗେ ଦୁର୍ଗତୀ ନାଶିନୀ । ବିଜୟା ଦଶମୀରେ ରାବଣ ପୋଡ଼ି ସହ ଶେଷ ହେଲା ବିଶ୍ୱ ପ୍ରସିଦ୍ଧ କଟକ ଦୁର୍ଗା ପୂଜା । ଏବେ ମାଆଙ୍କ ବିଦାୟର ବେଳ । ଭକ୍ତଙ୍କୁ ଆଧ୍ୟାତ୍ମିକ ଚେତନାରେ ଭିଜେଇ ମେଲାଣି ନେଉଛନ୍ତି ମାଆ । ଭାବବିହ୍ୱଳ ପରିବେଶ । ଭକ୍ତ ଆଖିରେ…

ପାହାଡରୁ ଖସିଲା ପଥର, କୋରାପୁଟ-ରାୟଗଡ଼ା ଟ୍ରେନ୍‌ ଚଳାଚଳ ବନ୍ଦ

ରାୟଗଡା: ଲଘୁଚାପ ଜନିତ ବର୍ଷା ଯୋଗୁଁ ଦକ୍ଷିଣ ଓଡ଼ିଶାରେ ପରିସ୍ଥିତି ବେହାଲ ହୋଇଛି । ବର୍ଷା ପରେ ବିଭିନ୍ନ ସ୍ଥାନରୁ ଭୂସ୍ଖଳନର ଖବର ସାମ୍ନାକୁ ଆସିଛି । ଭୂସ୍ଖଳନରେ ବାପପୁଅ ନିଖୋଜ ହୋଇଛନ୍ତି । ରାୟଗଡ଼ ବ୍ଲକ ପେକେଟ ଗାଁ ନିକଟ ବାମରା ପାହାଡ଼ରୁ ଭୂସ୍ଖଳନ । ଭୂସ୍ଖଳନରେ ମାଟି ତଳେ ବାପପୁଅ ଚାପି ହୋଇ ରହିଥିବା ସନ୍ଦେହ । ଘଟଣାସ୍ଥଳରେ ପହଞ୍ଚିଛି ଅଗ୍ନିଶମ ବାହିନୀ ଓ ପୋଲିସ ।…

ପୋଲିସ SI ପରୀକ୍ଷା ଜାଲିଆତି ଘଟଣା; ରାଜ୍ୟରେ ସରକାରୀ ଚାକିରି ବିକ୍ରୀ ହେବାରେ ଲାଗିଛି

ଭୁବନେଶ୍ଵର: SI ପରୀକ୍ଷା ନେଇ ବିଜେଡିର ଅଭିଯୋଗ ଉପରେ ଜବାବ ରଖିଛନ୍ତି ଆଇନ ମନ୍ତ୍ରୀ । ବିଜେଡି ଶାସନରେ ପ୍ରଶ୍ନ ପତ୍ର ଲିକ୍‌ଠୁ ଆରମ୍ଭ କରି ନକଲି ପରୀକ୍ଷାର୍ଥୀ ଧରା ପଡ଼ିଥିଲେ । ୨୪ ବର୍ଷ ଭିତରେ କେତେ ଆକ୍ସନ ନେଇଛନ୍ତି ଆଗ ବିଜେଡି ଉତ୍ତର ଦେଉ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ । ସେ ଆହୁରି କହିଛନ୍ତି, ତାଙ୍କ ସମୟରେ ସରକାର ଓ ବିଜେଡି ପ୍ରୋତ୍ସାହନରେ…

ଏହି ସ୍ଥାନରୁ ସ୍ଥଳ ଭାଗ ଅତିକ୍ରମ କରିବ ଗଭୀର ଅବପାତ, ସତର୍କ କଲା ପାଣିପାଗ ବିଭାଗ

ଭୂବନେଶ୍ଵର: ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ। ଉତ୍ତର ଉତ୍ତରପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୦ କିମି ବେଗରେ ଅଗ୍ରସର ହେଉଛି। ଏହା ପ୍ରଭାବରେ ପ୍ରବଳ ବର୍ଷା ହେବ। ପୁରୀ ଠାରୁ ୩ ଶହ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହେଉଛି ଅବପାତ। ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷୀଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଛି । ଗତ ୬ ଘଣ୍ଟାରେ ୧୦ କିମି ବେଗରେ ବଢ଼ୁଛି ଅବପାତ।  ଭୁବନେଶ୍ୱର ଓ କଟକ ସମେତ ଉପକୂଳ…