ସାରା ଓଡ଼ିଶା କୁ ବର୍ଷା ଭୟ, ଗୋପାଳପୁର ଓ ପାରାଦୀପ ଦେଇ ଗତି କରିବ ଗଭୀର ଅବପାତ
ଭୁବନେଶ୍ଵର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇସାରିଥିବା ବେଳେ ଏହା ଅଧିକରୁ ଅଧିକ ଘନିଭୂତ ହୋଇ ଗଭୀର ଅପପାତର ରୂପ ନେଉଛି । ବିଶାଖପାଟଣାଠାରୁ ୩ ଶହ କିଲୋମିଟର ଓ ଗୋପାଳପୁରଠାରୁ ୩୨୦ କିଲୋମିଟର ଦୂରରେ ରହି ସମୁଦ୍ରରେ ବଳ ଗୋଟାଇ ଆଗକୁ ବଢ଼ୁଛି ଅବପାତ। ଏହ ଆଜି ରାତିରେ କିମ୍ବା କାଲି ସକାଳେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ । ଆକଳନ…
