ମନ୍‌ କୀ ବାତ୍‌: ସହିଦ ଭଗତ ସିଂ ଓ ଲତା ମଙ୍ଗେସକରଙ୍କୁ ମନେପକେଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦିଙ୍କ ୧୨୬ତମ ମନ୍‌ କୀ ବାତ୍‌ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ସହିଦ ଭଗତ ସିଂ ଓ ଲତା ମଙ୍ଗେସକରଙ୍କୁ ସ୍ମରଣ କରିଛନ୍ତି ପ୍ରଧାନମନ୍ତ୍ରୀ । ମୋଦି କହିଛନ୍ତି ସବୁ ରାକ୍ଷୀ ପୂର୍ଣ୍ଣିମାରେ ମୋ ପାଇଁ ଲତା ଦିଦି ରାକ୍ଷୀ ପଠାଉଥିଲେ । ସବୁ କ୍ଷେତ୍ରରେ ନାରୀଶକ୍ତି ଦେଶ ପାଇଁ ଗୌରବ ଆଣିପାରିଛନ୍ତି । ତେବେ କାର୍ଯ୍ୟକ୍ରମରେ ନ୍ୟାଭିର ୨ ମହିଳା କମାଣ୍ଡରଙ୍କ ସହ…

ସ୍ଥିତି ସ୍ଵାଭାବିକ, କୌଣସି ନଦୀରେ ନାହିଁ ବନ୍ୟା ପରିସ୍ଥିତି

ଭୁବନେଶ୍ଵର: ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି । ଏନେଇ ସୂଚନା ଦେଇଛନ୍ତି ସର୍ବୋଚ୍ଚ ଯନ୍ତ୍ରୀ । ସବୁ ସ୍ଥାନରେ ବିପଦ ସଂକେତ ଠାରୁ ତଳେ ଜଳ ପ୍ରବାହିତ ହେଉଛି । ମୁଣ୍ଡଳୀରେ ସ୍ଥିତି ସ୍ୱାଭାବିକ ଥିବାରୁ ଅନ୍ୟ ସବୁଠି ମଧ୍ୟ ସ୍ୱାଭାବିକ ରହିଛି । ସେପଟେ ଭଟ୍ଟାରିକାଙ୍କ ମନ୍ଦିର ପାଦଦେଶକୁ ଛୁଇଁଛି ବନ୍ୟାଜଳ । ଭଟ୍ଟାରିକା ମନ୍ଦିର ବେଢାରେ ପଶିଲା ବନ୍ୟାଜଳ । ବନ୍ୟାଜଳ ଯଦିଓ ମା’ଙ୍କ…

ପ୍ରଜ୍ଞାନ ଓଝାଙ୍କୁ ନୂଆ ଦାୟିତ୍ଵ, ଭାରତୀୟ କ୍ରିକେଟ ଦଳର ସିଲେକ୍ସନ କମିଟିରେ ହେଲେ ସାମିଲ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ସିଲେକ୍ସନ କମିଟିରେ ପ୍ରଜ୍ଞାନ ଓଝା। ସାଉଥ୍ ଜୋନରୁ ସାମିଲ ହେଲେ ପ୍ରଜ୍ଞାନ ଓଝା। ଜାତୀୟ ସିନିୟର କ୍ରିକେଟ ଟିମ୍‌ର ଚୟନକର୍ତ୍ତା ହେଲେ ପ୍ରଜ୍ଞାନ ଓଝା । ଶିବସୁନ୍ଦର ଦାସଙ୍କ ସହ ଦ୍ବିତୀୟ ଓଡ଼ିଆ ଭାବେ ଚୟନ କମିଟିରେ ସ୍ଥାନିତ । ଅଜିତ ଅଗରକରଙ୍କ ଅଧ୍ୟକ୍ଷତାରେ ଗଠିତ ଚୟନ କମିଟିରେ ସ୍ଥାନ ପାଇଲେ । ନୂଆ ସଦସ୍ୟ ଭାବେ ଆର୍‌ପି ସିଂ ସାମିଲ, ସ୍ଥାନ ବଜାୟ…

ଥାଲାପତି ବିଜୟଙ୍କ ରାଲିରେ ଭୟଙ୍କର ଦଳାଚକଟା, ୩୫ ମୃତ ଏକାଧିକ ଆହତ

ଚେନ୍ନାଇ: ତାମିଲନାଡୁରେ ସାଉଥ ସିନେ ସୁପରଷ୍ଟାର ତଥା ରାଜନେତା ଥାଲାପତି ବିଜୟଙ୍କ ରାଲିରେ ଭୟଙ୍କର ଦଳାଚକଟା । ଘଟଣାରେ ୩୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯୫ରୁ ଅଧିକ ଆହତ ହୋଇଛନ୍ତି । ମୃତକଙ୍କ ଭିତରେ ୮ ଜଣ ଛୋଟ ପିଲା ଓ ୧୬ ଜଣ ମହିଳା ଥିବା ସୂଚନା ମିଳିଛି। ପୃଥକ ପୃଥକ ହସ୍ପିଟାଲ୍‌ରେ ୯୫ ଜଣ ଚିକିତ୍ସିତ ହେଉଛନ୍ତି । ସେମାନଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ଗୁରୁତର…

ଯୌନ ଉତ୍ପୀଡ଼ନ ମାମଲାରେ ଗିରଫ ହେଲେ ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ

ନୂଆଦିଲ୍ଲୀ: ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ ଓରଫ ପାର୍ଥ ସାରଥୀ ଗିରଫ । ଆଗ୍ରାରୁ ବିଳମ୍ବିତ ରାତିରେ ଗିରଫ କଲା ଦିଲ୍ଲୀ ପୋଲିସ । ଛାତ୍ରୀଙ୍କୁ ଯୌନ ଉତ୍ପୀଡ଼ନ ଏବଂ ଜାଲିଆତି ଅଭିଯୋଗରେ ଗିରଫ । EWS ସ୍କଲାରସିପରେ PGDM କରାଇବାକୁ କହି ଶୋଷଣ କରୁଥିଲେ ଭଣ୍ଡ ବାବା । ପୁଲିସ ସୂଚନା ଅନୁଯାୟୀ ଆଶ୍ରମର ନିର୍ଦ୍ଦେଶକ ଚୈତନ୍ୟାନନ୍ଦ ସରସ୍ୱତୀଙ୍କ ବିରୋଧରେ ୧୫ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଦକ୍ଷିଣ-ପଶ୍ଚିମ ଦିଲ୍ଲୀର…

ମା’ କାଳରାତ୍ରୀ: ଶତ୍ରୁରୁ ମୁକ୍ତି ଦିଅନ୍ତି ମା’ କାଳରାତ୍ରୀ

ଭୁବନେଶ୍ଵର: ଅପେକ୍ଷାର ଅନ୍ତ ଘଟିଛି । ଧରାବତରଣ କରିଛନ୍ତି ଦଶଭୁଜା ମା’ ଦୁର୍ଗା । ଆଧ୍ୟାତ୍ମିକତାର ମହକରେ ମହକୁଛି ପରିବେଶ । ଚାରିଆଡ଼େ ପାର୍ବଣର ପୁଲକ। ଆଜି ଶକ୍ତିପୀଠରେ ସପ୍ତମୀ ପୂଜା କରାଯାଉଥିବା ବେଳେ ମଣ୍ଡପରେ ଆଜି ଷଷ୍ଠୀ ପୂଜା କରାଯାଉଛି । ପୂଜକ ବେଳଗଛ ମୂଳେ ପୂଜା କରିବା ପରେ ମାଆଙ୍କୁ ମଣ୍ଡପକୁ ଆବାହନ କରିବେ । ନବରାତ୍ରୀର ଆଜି ସପ୍ତମ ଦିନ। ଆଜି ମା’ କାଳରାତ୍ରୀଙ୍କ ପୂଜା…

ପବିତ୍ର ଦଶହରାରେ ଘରେ ବନାନ୍ତୁ ସ୍ଵାଦିଷ୍ଟ “ନଡ଼ିଆ ବର୍ଫି”

ଭୁବନେଶ୍ଵର: ପବିତ୍ର ଦଶହରାରେ ଘରେ ଘରେ ମାଆଙ୍କ ନିକଟରେ ଭୋଗ ଲଗାଇବା ପାଇଁ ପ୍ରସ୍ତୁତ କରାଯାଏ ବିଭିନ୍ନ ଭୋଗ । ଘରେ ଆମେ ମିଠାର ଭୋଗ ଲାଗାଇ ମାଆଙ୍କୁ ଅର୍ପଣ କରିପାରିବା । ଆଜି ଆମେ ମିଠାର ଏକ ସୁଆଦିଆ ରେସିପି ପ୍ରସ୍ତୁତ କରିବୁ । ଏହି ରେସିପିର ନାଁ ହେଉଛି “ନଡ଼ିଆ ବର୍ଫି”। ଏହି ରେସିପିଟି ଆପଣ ଘରେ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବେ…

ଝାରସୁଗୁଡ଼ାବାସୀଙ୍କୁ ମୋଦିଙ୍କ ସମ୍ବୋଧନ, କହିଲେ…

ଝାରସୁଗୁଡ଼ା: ଝାରସୁଗୁଡ଼ା ଅମଲିପାଲିରେ ଯୁବ ସମାବେଶରେ ପ୍ରଧାନମନ୍ତ୍ରୀ ମୋଦି ଯୋଗ ଦେଇ ଏକ ବିଶାଳ ରାଲି କରିଛନ୍ତି । ଏଥିସହ ଝାରସୁଗୁଡ଼ା ସମାବେଶରେ ପ୍ରଧାନମନ୍ତ୍ରୀ ଝାରସୁଗୁଡାବାସୀଙ୍କୁ ସମ୍ବୋଧନ କରିଛନ୍ତି । ସର୍ବପ୍ରଥମେ ମୋଦି ନବରାତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୋଦି କହିଛନ୍ତି, ଦେଢ଼ ବର୍ଷ ପୂର୍ବେ ବିଧାନସଭା ନିର୍ବାଚନରେ ନୂଆ ସଂକଳ୍ପ ନେଲେ । ବିକଶିତ ଓଡ଼ିଶାର ସ୍ବପ୍ନ ନେବାକୁ ଶପଥ ନେଲେ । ଫଳରେ ଆଜି…

ଆସୁଛି ଆଉ ଏକ ଲଘୁଚାପ, ଫିକା ପଡିବ ପାର୍ବଣ

ଭୁବନେଶ୍ଵର: ପାର୍ବଣକୁ ଫିକା କରିପାରେ ଲଘୁଚାପଜନିତ ବର୍ଷା । ଆସନ୍ତା ୧ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସମ୍ଭାବନା । ୩୦ରେ ଉତ୍ତର ଆଣ୍ଡାମାନ ସାଗରରେ ନୂତନ ଘୂର୍ଣ୍ଣିବଳୟ ପ୍ରବେଶ । ପ୍ରଭାବରେ ଉତ୍ତର ପାର୍ଶ୍ୱବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଫଳରେ ଦଶହରା ବେଳକୁ ମଧ୍ୟ ବର୍ଷା ଲାଗି ରହିବ ବୋଲି ଆଶଙ୍କା କରାଯାଉଛି । ସେପଟେ…

ଆଜି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା, କଡା ସୁରକ୍ଷା ବଳୟରେ ପରୀକ୍ଷା ସେଣ୍ଟର

ଭୁବନେଶ୍ଵର: ଆଜି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ରାଜ୍ୟବ୍ୟାପୀ ବାଧ୍ୟତାମୂଳକ ଓଟିଇଟି ପରୀକ୍ଷା । ପାଖାପାଖି ୭୫ ହଜାରରୁ ଅଧିକ ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀ ଆଜି ଏହି ଗୁରୁତ୍ବପୂର୍ଣ୍ଣ ପରୀକ୍ଷା ଦେବାକୁ ଯାଉଛନ୍ତି । ରାଜ୍ୟର ୧୯୩ ଟି ପରୀକ୍ଷା କେନ୍ଦ୍ରରେ ୭୫ ହଜାର ୪୦୩ ଶିକ୍ଷକ ଶିକ୍ଷୟିତ୍ରୀ ଦେବେ ଏହି ପରୀକ୍ଷା । ସାରା ରାଜ୍ୟରେ ଲଘୁଚାପ ଓ ଲଗାଣ ବର୍ଷା ଜାରି ରହିଥିବା ବେଳେ ପରୀକ୍ଷା କେନ୍ଦ୍ରରେ ୨୪…