ମା’ କାଳରାତ୍ରୀ: ଶତ୍ରୁରୁ ମୁକ୍ତି ଦିଅନ୍ତି ମା’ କାଳରାତ୍ରୀ

ଭୁବନେଶ୍ଵର: ଅପେକ୍ଷାର ଅନ୍ତ ଘଟିଛି । ଧରାବତରଣ କରିଛନ୍ତି ଦଶଭୁଜା ମା’ ଦୁର୍ଗା । ଆଧ୍ୟାତ୍ମିକତାର ମହକରେ ମହକୁଛି ପରିବେଶ । ଚାରିଆଡ଼େ ପାର୍ବଣର ପୁଲକ। ଆଜି ଶକ୍ତିପୀଠରେ ସପ୍ତମୀ ପୂଜା କରାଯାଉଥିବା ବେଳେ ମଣ୍ଡପରେ ଆଜି ଷଷ୍ଠୀ ପୂଜା କରାଯାଉଛି । ପୂଜକ ବେଳଗଛ ମୂଳେ ପୂଜା କରିବା ପରେ ମାଆଙ୍କୁ ମଣ୍ଡପକୁ ଆବାହନ କରିବେ । ନବରାତ୍ରୀର ଆଜି ସପ୍ତମ ଦିନ। ଆଜି ମା’ କାଳରାତ୍ରୀଙ୍କ ପୂଜା…

ପବିତ୍ର ଦଶହରାରେ ଘରେ ବନାନ୍ତୁ ସ୍ଵାଦିଷ୍ଟ “ନଡ଼ିଆ ବର୍ଫି”

ଭୁବନେଶ୍ଵର: ପବିତ୍ର ଦଶହରାରେ ଘରେ ଘରେ ମାଆଙ୍କ ନିକଟରେ ଭୋଗ ଲଗାଇବା ପାଇଁ ପ୍ରସ୍ତୁତ କରାଯାଏ ବିଭିନ୍ନ ଭୋଗ । ଘରେ ଆମେ ମିଠାର ଭୋଗ ଲାଗାଇ ମାଆଙ୍କୁ ଅର୍ପଣ କରିପାରିବା । ଆଜି ଆମେ ମିଠାର ଏକ ସୁଆଦିଆ ରେସିପି ପ୍ରସ୍ତୁତ କରିବୁ । ଏହି ରେସିପିର ନାଁ ହେଉଛି “ନଡ଼ିଆ ବର୍ଫି”। ଏହି ରେସିପିଟି ଆପଣ ଘରେ ଅତି ସହଜ ଓ ସରଳ ଉପାୟରେ ବନେଇ ପାରିବେ…

ଝାରସୁଗୁଡ଼ାବାସୀଙ୍କୁ ମୋଦିଙ୍କ ସମ୍ବୋଧନ, କହିଲେ…

ଝାରସୁଗୁଡ଼ା: ଝାରସୁଗୁଡ଼ା ଅମଲିପାଲିରେ ଯୁବ ସମାବେଶରେ ପ୍ରଧାନମନ୍ତ୍ରୀ ମୋଦି ଯୋଗ ଦେଇ ଏକ ବିଶାଳ ରାଲି କରିଛନ୍ତି । ଏଥିସହ ଝାରସୁଗୁଡ଼ା ସମାବେଶରେ ପ୍ରଧାନମନ୍ତ୍ରୀ ଝାରସୁଗୁଡାବାସୀଙ୍କୁ ସମ୍ବୋଧନ କରିଛନ୍ତି । ସର୍ବପ୍ରଥମେ ମୋଦି ନବରାତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୋଦି କହିଛନ୍ତି, ଦେଢ଼ ବର୍ଷ ପୂର୍ବେ ବିଧାନସଭା ନିର୍ବାଚନରେ ନୂଆ ସଂକଳ୍ପ ନେଲେ । ବିକଶିତ ଓଡ଼ିଶାର ସ୍ବପ୍ନ ନେବାକୁ ଶପଥ ନେଲେ । ଫଳରେ ଆଜି…

ଆସୁଛି ଆଉ ଏକ ଲଘୁଚାପ, ଫିକା ପଡିବ ପାର୍ବଣ

ଭୁବନେଶ୍ଵର: ପାର୍ବଣକୁ ଫିକା କରିପାରେ ଲଘୁଚାପଜନିତ ବର୍ଷା । ଆସନ୍ତା ୧ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସମ୍ଭାବନା । ୩୦ରେ ଉତ୍ତର ଆଣ୍ଡାମାନ ସାଗରରେ ନୂତନ ଘୂର୍ଣ୍ଣିବଳୟ ପ୍ରବେଶ । ପ୍ରଭାବରେ ଉତ୍ତର ପାର୍ଶ୍ୱବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଫଳରେ ଦଶହରା ବେଳକୁ ମଧ୍ୟ ବର୍ଷା ଲାଗି ରହିବ ବୋଲି ଆଶଙ୍କା କରାଯାଉଛି । ସେପଟେ…

ଆଜି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା, କଡା ସୁରକ୍ଷା ବଳୟରେ ପରୀକ୍ଷା ସେଣ୍ଟର

ଭୁବନେଶ୍ଵର: ଆଜି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ରାଜ୍ୟବ୍ୟାପୀ ବାଧ୍ୟତାମୂଳକ ଓଟିଇଟି ପରୀକ୍ଷା । ପାଖାପାଖି ୭୫ ହଜାରରୁ ଅଧିକ ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀ ଆଜି ଏହି ଗୁରୁତ୍ବପୂର୍ଣ୍ଣ ପରୀକ୍ଷା ଦେବାକୁ ଯାଉଛନ୍ତି । ରାଜ୍ୟର ୧୯୩ ଟି ପରୀକ୍ଷା କେନ୍ଦ୍ରରେ ୭୫ ହଜାର ୪୦୩ ଶିକ୍ଷକ ଶିକ୍ଷୟିତ୍ରୀ ଦେବେ ଏହି ପରୀକ୍ଷା । ସାରା ରାଜ୍ୟରେ ଲଘୁଚାପ ଓ ଲଗାଣ ବର୍ଷା ଜାରି ରହିଥିବା ବେଳେ ପରୀକ୍ଷା କେନ୍ଦ୍ରରେ ୨୪…

ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଯୁବ ସମାବେଶକୁ କରିବେ ସମ୍ବୋଧନ

ଝାରସୁଗୁଡା: ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଝାରସୁଗୁଡାରେ ସେବା ପର୍ବରେ ସାମିଲ ହେବା ସହ ଯୁବ ସମାବେଶକୁ ଉଦବୋଧନ ଦେବେ। ଏଥିସହ ୧୭ ଶହ କୋଟିର ରେଳ ପ୍ରକଳ୍ପ ରାଜ୍ୟବାସୀଙ୍କୁ ଭେଟିଦେବା ସହ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ମୋଦି । ଆଜି ଝାରସୁଗୁଡ଼ା ଆସୁଥିବା ନେଇ ‘ଏକ୍ସ’ରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏକ ପୋଷ୍ଟ ସେୟାର କରି ମୋଦି କହିଛନ୍ତି, ଗସ୍ତ…

ନବରାତ୍ରୀର ଷଷ୍ଠ ଦିନ, ଆଜି ଦୁର୍ଗତିନାଶିନୀଙ୍କ କାତ୍ୟାୟିନୀ ରୂପ

ଭୁବନେଶ୍ଵର: ଆଜି ମା’ ଦୁର୍ଗାଙ୍କ ଷଷ୍ଠୀ । ନବରାତ୍ରୀ ଆରମ୍ଭ ହୋଇଯାଇଥିବା ବେଳେ ଆଜି ଷଷ୍ଠ ଦିନରେ ମା’ କାତ୍ୟାୟନୀ ରୂପରେ ପୂଜା ପାଇବେ । ନବରାତ୍ରୀର ଷଷ୍ଠ ଦିନରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। ମା’ କାତ୍ୟାୟନୀଙ୍କ ପୂଜା ଦ୍ବାରା ଶତ୍ରୁ ସଂହାର ପାଇଁ ଶରୀରରେ ଅଦ୍ଭୁତ ଶକ୍ତି ସଞ୍ଚାର ହୋଇଥାଏ ବୋଲି ବିଶ୍ବାସ ରହିଛି । ବଜ୍ର ମଣ୍ଡଳର ଅଧିଷ୍ଠାତ୍ରୀ ଦେବୀ କାତ୍ୟାୟନୀଙ୍କର ଚାରୋଟି ହସ୍ତ…

ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ, ଏହି ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ଵର: ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ । ଗତକାଲି ୫.୩୦ରେ ଅବପାତର ରୂପ ନେଇଥିବା ବେଳେ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି । ଆଜି ସକାଳ ୮ଟାରୁ ଦିନ ୧୧ଟା ମଧ୍ୟରେ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି । ପୁରୀରୁ ୬୦, ଗୋପାଳପୁରରୁ ୧୩୦…

୩୫ ଜିଲ୍ଲା ପାଇଁ ସଭାପତି ଘୋଷଣା କଲା କଂଗ୍ରେସ, ଘାସିରାମ ମାଝୀଙ୍କୁ ମିଳିଲା ନୂଆପଡ଼ା ଦାୟିତ୍ବ

ଭୂବନେଶ୍ଵର: ୩୫ ଜିଲ୍ଲା ପାଇଁ ସଭାପତି ଘୋଷଣା କଲା କଂଗ୍ରେସ । ପିସିସି ସଭାପତିଙ୍କ ଅନୁମୋଦନ ପରେ ୩୫ ଜିଲ୍ଲା ସଭାପତିଙ୍କ ନିଯୁକ୍ତି । ଘାସିରାମ ମାଝୀଙ୍କୁ ମିଳିଲା ନୂଆପଡ଼ା ଜିଲ୍ଲାର ଦାୟିତ୍ବ । ପ୍ରକାଶ ଚନ୍ଦ୍ର ଜେନାଙ୍କୁ ଭୁବନେଶ୍ବର ଦାୟିତ୍ବ । ପ୍ରଦୀପ୍ତ କୁମାର ଦାସ କଟକ ଓ ଗିରିବାଳା ବେହେରା କଟକ ସିଟି ସଭାପତି । ଅନୁଗୁଳ ପାଇଁ ସୁନିଲ ପ୍ରଧାନଙ୍କୁ ଦାୟିତ୍ଵ ମିଳିଥିବା ବେଳେ ବାଲେଶ୍ଵର…

ପ୍ରବଳ ବର୍ଷା ଆଶଙ୍କା, ଏହି ଜିଲ୍ଲାରେ ସମସ୍ତ ସ୍କୁଲ୍ ଛୁଟି

କୋରାପୁଟ: ଆସନ୍ତାକାଲି କୋରାପୁଟ୍ ଜିଲ୍ଲାରେ ସମସ୍ତ ସ୍କୁଲ୍ ଛୁଟି ଘୋଷଣା । ପ୍ରବଳ ବର୍ଷା ଆଶଙ୍କା ଥିବାରୁ ସ୍କୁଲ ଛୁଟି ଘୋଷଣା କଲା ପ୍ରଶାସନ । କୋରାପୁଟ ଜିଲ୍ଲାରେ ସମସ୍ତ ସ୍କୁଲ ସହ ବନ୍ଦ ରହିବ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର । ସେହିପରି ଅଗ୍ନିଶମ ଏବଂ ଓଡ୍ରାଫ୍ ଟିମକୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଏଥିସହ ବର୍ଷା ବେଳେ ଘରୁ ନ ବାହାରିବାକୁ ଏବଂ ନିଜ ନିଜର ପକ୍କା ଘର ନଚେତ୍…