ଗିରଫ ହେଲେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍‌

ନୂଆଦିଲ୍ଲୀ: ଗିରଫ ହେଲେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍‌ । ଜାତୀୟ ସୁରକ୍ଷା ଆଇନ୍ ବଳରେ ଗିରଫ କଲା ଲଦାଖ ପୋଲିସ । ଲେହରେ ବ୍ୟାପକ ହିଂସା ପାଇଁ ସୋନମ ୱାଙ୍ଗଚୁକ୍‌ ଗିରଫ । ଉସୁକାଇବା ଭଳି ଭାଷଣ ଦେବା ଅଭିଯୋଗରେ ଗିରଫ ହେଲେ ସୋନମ ୱାଙ୍ଗଚୁକ୍‌ । ଲେହରେ ହିଂସାତ୍ମକ ସଂଘର୍ଷରେ ଚାରି ଜଣ ଯୁବକଙ୍କ ମୃତ୍ୟୁ ଘଟିଛି ଏବଂ ପ୍ରାୟ ୯୦ ଜଣ ଆହତ ହୋଇଛନ୍ତି। ହିଂସା…

ବିଦାୟ ନେଲା ମିଗ୍-୨୧, ଇତିହାସ ପାଲଟିଲା ଲଢୁଆ ବିମାନ

ଚଣ୍ଡିଗଡ: ଅବସର ନେଲା ଭାରତୀୟ ବାୟୁସେନାର ଲଢୁଆ ବିମାନ ‘ମିଗ୍‌-୨୧’ । ଚଣ୍ଡିଗଡ ବାୟୁସେନା ଘାଟିରେ ସ୍ୱତନ୍ତ୍ର ସେବା ନିବୃତ୍ତ ଉତ୍ସବରେ ଶେଷ ଉଡାଣ ଭରିଛି ମିଗ୍-୨୧ । ମିଗ୍-୨୧କୁ ସେବା ଅବସର ଦେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ଦୀର୍ଘ ୬ ଦଶନ୍ଧି ଧରି ସେବା ଯୋଗାଉଥିଲା ‘ମିଗ୍‌-୨୧’ । ୧୯୬୩ରେ ରୁଷିଆଠାରୁ କିଣାଯାଇଥିଲା ‘ମିଗ୍‌-୨୧’ । ପ୍ରଥମ ସ୍କ୍ବାଡ୍ରନ୍‌ ଚଣ୍ଡିଗଡରେ ସ୍ଥାପନ କରାଯାଇଥିଲା । କାରଗିଲ୍‌…

ଝାରସୁଗୁଡା ଆସୁଛନ୍ତି ମୋଦିି, ସୁରକ୍ଷା ଯାଞ୍ଚ କଲେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡା: ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମୋଦିଙ୍କ ଝାରସୁଗୁଡ଼ା ଗସ୍ତ । ପୂର୍ବାହ୍ନ ୧୧ଟା ୧୦ ମିନିଟ୍‌ରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ ମୋଦି । ୧୧ଟା ୨୫ରେ ଅମଲିପାଲି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ସେଠାରେ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ । କାର୍ଯ୍ୟକ୍ରମ ସାରି ୧୨ଟା ୪୫ ମିନିଟ୍‌ରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ମୋଦି । ଆସନ୍ତାକାଲି ଝାରସୁଗୁଡ଼ା ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ପ୍ରବଳ ବର୍ଷା, ଏହି ଜିଲ୍ଲାରେ ସମସ୍ତ ସ୍କୁଲ୍ ଛୁଟି

ମାଲକାନଗିରି: ଆଜି ମାଲକାନଗିରି ଜିଲ୍ଲାର ସବୁ ସ୍କୁଲ୍ ଛୁଟି । ସ୍କୁଲ୍ ଛୁଟି ଘୋଷଣା କଲେ ମାଲକାନଗିରି ଜିଲ୍ଲାପାଳ । ସରକାରୀ ଓ ବେସରକାରୀ ସ୍କୁଲ୍‌ ଛୁଟି ଘୋଷଣା । ସମ୍ଭାବ୍ୟ ଅବପାତଜନିତ ବର୍ଷା ନେଇ ସ୍କୁଲ୍ ଛୁଟି । ଶିକ୍ଷକମାନେ ସ୍କୁଲ୍‌ରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ । ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ,…

ଭୁବନେଶ୍ବରରେ ଦୁର୍ଗାପୂଜା ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା

ଭୁବନେଶ୍ଵର: ଭୁବନେଶ୍ବରରେ ଦୁର୍ଗାପୂଜା ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା । କମିଶନରରେଟ୍ ପୋଲିସ ତରଫରୁ କଟକଣା ଜାରି କରାଯାଇଛି । ଆସନ୍ତା ୨୮ରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ କଟକଣା । ରାଜଧାନୀର ପ୍ରମୁଖ ରାସ୍ତାଗୁଡ଼ିକରେ ଭାରିଯାନ ଯିବା ଆସିବା ବାରଣ । ରସୁଲଗଡ଼ରୁ ଲିଙ୍ଗିପୁର, ବାଣୀବିହାରରୁ ଶିଶୁଭବନ ଛକ ଭାରିଯାନ ମନା । ସେହିପରି ଆଚାର୍ଯ୍ୟବିହାରରୁ କଳିଙ୍ଗ ହସ୍ପିଟାଲ ଓ ନ୍ୟୁ ଏୟାରପୋର୍ଟ ଛକ,…

ନବରାତ୍ରୀର ପଞ୍ଚମ ଦିନ, ସ୍କନ୍ଦମାତା ରୂପରେ ଦର୍ଶନ ଦେଇଛନ୍ତି ଜଗତଗନନୀ

ଭୁବନେଶ୍ଵର: ପାଖେଇ ଆସୁଛି ମା’ ଦୁର୍ଗାଙ୍କ ବିଜୟା ଦଶମୀ, ଏହା ପୂର୍ବରୁ ଆରମ୍ଭ ହୋଇଯାଇଛି ନବରାତ୍ରୀ ପୂଜା । ଏନେଇ ଚଳଚଞ୍ଚଳ ଶକ୍ତିପୀଠ ସହ ପୂଜା ମଣ୍ଡପ । ନଅ ଦିନ ଧରି ନଅଟି ରୂପରେ ପୂଜା ପାଇବେ ମା’ ଦୁର୍ଗା । ନବରାତ୍ରୀର ପ୍ରଥମ ଦିନରେ ମା’ ଶୈଳପୁତ୍ରୀ, ଦ୍ବିତୀୟ ଦିନରେ ବ୍ରହ୍ମଚାରିଣୀ, ତୃତୀୟ ଦିନରେ ଚନ୍ଦ୍ରଘଣ୍ଟା ଚତୁର୍ଥ ଦିନରେ କୁଷ୍ମାଣ୍ଡା ରୂପରେ ପୂଜା ପାଇବା ପରେ ଆଜି…

ଅଗ୍ନି ପ୍ରାଇମ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ, ଶୁଭେଚ୍ଛା ଜଣାଇଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ: ଆଧୁନିତାର ଇତିହାସରେ ଭାରତ ଆଉ ଏକ ଇତିହାସ ରଚିଛି । ଜଳ, ସ୍ଥଳ ଓ ଆକାଶ ପରେ ପ୍ରଥମ ଥର ଲାଗି ଟ୍ରେନରୁ ଲଞ୍ଚ ହେଲା ଅଗ୍ନି ମିସାଇଲ୍‍ । ଡିଆରଡିଓ ପକ୍ଷରୁ ଏହି ଉତକ୍ଷେପଣ କରାଯାଇଛି । ଉତକ୍ଷେପଣ ହୋଇଥିବା ଅଗ୍ନି ପ୍ରାଇମ୍‍ ମିସାଇଲର ଲକ୍ଷ୍ୟଭେଦ କ୍ଷମତା ରହିଛି ୨ହଜାର କିଲୋମିଟର  । ଏହାର ଅର୍ଥ ହେଉଛି ଭାରତକୁ ଆଉ ଶ୍ରୀହରିକୋଟା ଭଳି ଲଞ୍ଚର୍‍ ମିସାଇଲ୍‍ ଲଞ୍ଚର…

ଆସନ୍ତାକଲିଠୁ ବାଲିଯାତ୍ରା ପାଇଁ ପ୍ଲଟ୍ ପଞ୍ଜିକରଣ, ପ୍ଲଟ ପିଛା ୫ ହଜାର ଟଙ୍କା

କଟକ: ଐତିହାସିକ ବାଲିଯାତ୍ରା ପାଇଁ ଆସନ୍ତାକଲିଠୁ ଆରମ୍ଭ ହେବ ପ୍ଲଟ୍ ରେଜିଷ୍ଟ୍ରେସନ ପ୍ରକ୍ରିୟା । କାଲିଠାରୁ ଅକ୍ଟୋବର ୯ ମଧ୍ୟରେ ୧୦୦ ଟଙ୍କାରେ ମିଳିବ ଆବେଦନପତ୍ର । ବାରବାଟୀ ପ୍ୟାଲେସ୍‌ରୁ ସଂଗ୍ରହ ଓ ଦାଖଲ କରିପାରିବେ ଆବେଦନପତ୍ର । ଜଣେ ବ୍ୟକ୍ତି/ଅନୁଷ୍ଠାନ ସର୍ବାଧିକ ୩ଟି ପ୍ଲଟ୍ ପାଇଁ ଆବେଦନ କରିପାରିବେ । ପ୍ଲଟ ପିଛା ପ୍ରାରମ୍ଭିକ ପଞ୍ଜୀକରଣ ରାଶି ୫ ହଜାର ଟଙ୍କା ରହିବ । ଗୋଟିଏ ପ୍ଲଟ୍ ପାଇଁ…

ସୁରକ୍ଷିତ ପାର୍ବଣ, ସମ୍ଭାବ୍ୟ ବର୍ଷାକୁ ଆଖିରେ ରଖି ଆଗୁଆ ପଦକ୍ଷେପ ନେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ହାଇକୋର୍ଟରେ କଟକ ସହର ସମସ୍ୟା ସମ୍ପର୍କିତ ମାମଲା । ସୁରକ୍ଷିତ ପାର୍ବଣ ଉପରେ ଗୁରୁତ୍ୱ ଦେଲେ ହାଇକୋର୍ଟ । ଦଶହରା ତୋରଣଗୁଡିକର ସଠିକ୍‌ ଭାବେ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ସମ୍ଭାବ୍ୟ ବର୍ଷାକୁ ଆଖିରେ ରଖି ଆଗୁଆ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ୧୧୭ଟି ମଣ୍ଡପରେ ନିରୀକ୍ଷଣ ସରିଛି ଜଣାଇଲେ ପୂର୍ତ୍ତ ବିଭାଗ ଅଧିକାରୀ । ଭସାଣ ରୁଟ୍‌ରେ ଆମ୍ବୁଲାନ୍ସ, ଦମକଳ ରଖାଯିବ…

ଆଉ ରହିବନି ରାଜଧାନୀବାସୀଙ୍କ ଚିନ୍ତା, ଏଣିକି ଅଳିଆରୁ ବାହାରିବ ବିଦ୍ୟୁତ

ଭୁବନେଶ୍ଵର: ଅଳିଆରୁ ପ୍ରସ୍ତୁତ ହେବ ଏନର୍ଜି, ନିର୍ମାଣ ହେବ ପ୍ଲାଣ୍ଟ । ବିଏମ୍‌ସି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ବିଏମ୍‌ସି ଅଞ୍ଚଳରୁ ପ୍ରତିଦିନ ୮୦୦ ଟନ୍‌ ଅଳିଆ ବାହାରୁଛି । ଏନର୍ଜି ପ୍ଲାଣ୍ଟ, ବାୟୋଗ୍ୟାସ କମ୍ପୋଷ୍ଟିଙ୍ଗ ପ୍ଲାଣ୍ଟ ନିର୍ମାଣ ପାଇଁ ଚିନ୍ତା କରୁଛୁ । ବାୟୋଗ୍ୟାସ କମ୍ପୋଷ୍ଟିଙ୍ଗ ପ୍ଲାଣ୍ଟ ପାଇଁ ଟେଣ୍ଡର ସରିଛି । ପଳାଶୁଣୀରେ ନିର୍ମାଣ ହେବ ୱେଷ୍ଟ ଟୁ ବ୍ରିକେଟ ବା ଚାରକୋଲ ପ୍ଲାଣ୍ଟ…