ଆଇନ ମନ୍ତ୍ରୀ କଲେ ବଡ ଖୁଲାସା, ଦୁର୍ଘଟଣା ନୁହେଁ ଅପର୍ଣ୍ଣାକୁ କରାଯାଇଥିଲା ହତ୍ୟା

ଭୁବନେଶ୍ଵର: ୨୦ ଲକ୍ଷ ପାଇଁ ପୋଲିସ କନଷ୍ଟେବଲ ଶୁଭମିତ୍ରାଙ୍କୁ ହତ୍ୟା କରାଯାଇଛି । ବିଧାନସଭାରେ ମୁଲତବି ଆଲୋଚନାରେ ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ । ଅଭିଯୁକ୍ତ ଦୀପକ ରାଉତଠାରୁ ୨୦ ଲକ୍ଷ ଦାବି କରିଥିଲେ ଶୁଭମିତ୍ରା । ଶୁଭମିତ୍ରା ରୀତି ଅନୁସାରେ ବିବାହ ପାଇଁ ୨୦ ଲକ୍ଷ ଦାବି କରିଥିଲେ ବୋଲି କହିଛନ୍ତି ମନ୍ତ୍ରୀ । ଏତଦବ୍ୟତୀତ ଆହୁରି ଏକ ସାଂଘାତିକ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ।…

ଶ୍ରୀମୟୀ ମିଶ୍ରଙ୍କୁ ବିଜେଡି ନେତା ମନ୍ମଥ ରାଉତରାୟଙ୍କ ଆହ୍ବାନ

ଭୁବନେଶ୍ଵର: ଶ୍ରୀମୟୀ ମିଶ୍ରଙ୍କୁ ବିଜେଡି ନେତା ମନ୍ମଥ ରାଉତରାୟଙ୍କ ଆହ୍ବାନ । ନବୀନ ପଟ୍ଟନାୟକଙ୍କ ବିନା ଏବେ ନେତ୍ରୀ ହୋଇ ପ୍ରମାଣିତ କରନ୍ତୁ୍ ବୋଲି ସିଧାସଳଖ ଆହ୍ଵାନ ଦେଇଛନ୍ତି ବିଜେଡି ନେତା ମନ୍ମଥ ରାଉତରାୟ । ମନ୍ମଥ ଆହୁରି କହିଛନ୍ତି, ଏଭଳି ନେତା ବିଜେଡି ପାଇଁ ନିର୍ବାଚନରେ ବୀଭିଷଣ ହୋଇଥିଲେ । ଶଙ୍ଖଭବନରେ ଆପତ୍ତିଜନକ ଆଚରଣ ସିସିଟିଭିରେ କଏଦ ହୋଇଛି । ଦଳ ତାଙ୍କୁ ସସ୍‌ପେଣ୍ଡ୍‌ କରି ଯଥାର୍ଥ ନିଷ୍ପତ୍ତି…

ପୁଣି ସୋସିଆଲ ମିଡିଆ ଜରିଆରେ ରୋଷ ଝାଡ଼ିଲେ ଶ୍ରୀମୟୀ ମିଶ୍ର, କହିଲେ…

ଭୁବନେଶ୍ଵର: ପୁଣି ସୋସିଆଲ ମିଡିଆ ଜରିଆରେ ରୋଷ ଝାଡ଼ିଲେ ଶ୍ରୀମୟୀ ମିଶ୍ର । ନବୀନ ବାବୁଙ୍କୁ କେବଳ ଦଳର ସଭାପତି ଭାବିନଥିଲି, ବାପା ଭାବୁଥିଲି । ମୋ ପ୍ରତି ଅପଶବ୍ଦ ପ୍ରୟୋଗ ନେଇ ନବୀନ ନିବାସ ଯାଇ ଜଣାଇଥିଲି । ଦଳର ସଭାପତି ସବୁ ଶୁଣିଲା ପରେ କହିଲେ ରାଜନୀତିରେ ଏପରି ଘଟେ । ଏହି ଘଟଣା ହିଁ ମୋ ଜୀବନର ଟର୍ଣ୍ଣିଂ ପଏଣ୍ଟ ପାଲଟିଗଲା । ମତେ ଲାଗିଲା…

ଚାକିରିଆଙ୍କ ପାଇଁ ବଡ ଖବର, ଆଗୁଆ ମିଳିବ ଦରମା

ଭୂବନେଶ୍ଵର: ସରକାରୀ ଚାକିରିଆଙ୍କ ପାଇଁ ଖୂସି ଖବର । ପୂଜା ପାଇଁ ଆଗୁଆ ଦରମା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ସେପ୍ଟେମ୍ବର ମାସର ଦରମାକୁ ୨୬ ତାରିଖରେ ଦେବା ପାଇଁ ନିର୍ଦ୍ଦେଶନାମା । ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ଜାରି ହୋଇଛି ସ୍ୱତନ୍ତ୍ର ନିର୍ଦ୍ଦେଶନାମା । ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ…

ପାତ୍ରପଡ଼ା ହିଟ୍ ଆଣ୍ତ୍ ରନ୍ ଘଟଣା, ଗିରଫ ହେଲେ ଥାର୍ ମାଲିକ

ଭୁବନେଶ୍ୱର: ପାତ୍ରପଡ଼ା ହିଟ୍ ଆଣ୍ତ୍ ରନ୍ ଘଟଣା । ପୁରୀରୁ ଗିରଫ ହେଲେ ଦୁର୍ଘଟଣା ଘଟାଇଥିବା ଅଭିଯୁକ୍ତ ଥାର୍ ମାଲିକ । ଗତ ୯ ଅଗଷ୍ଟ ରାକ୍ଷୀ ପୂର୍ଣ୍ଣିମାରେ ଘଟିଥିଲା ଦୁର୍ଘଟଣା । ସ୍କର୍ପିଓ ଓ ଥାର୍ ରେସିଂ ପାଇଁ ମାଆ-ଝିଅଙ୍କ ମୃତ୍ୟୁ ହୋଇଥିଲା । ପାତ୍ରପଡ଼ା ପାଖରେ ରାସ୍ତାରୋକ କରିଥିଲେ ଫୁଲେଶ୍ୱରୀ ବସ୍ତି ଲୋକେ । ଜବତ ହୋଇଥିଲା ସ୍କର୍ପିଓ ଓ ଥାର୍; ଅନ୍ୟ ଅଭିଯୁକ୍ତ ମଧ୍ୟ ଗିରଫ…

ନବରାତ୍ରର ତୃତୀୟ ଦିନ, ଦର୍ଶନ ଦେଉଛନ୍ତି ମା’ ଚନ୍ଦ୍ରଘଣ୍ଟା

ଭୁବନେଶ୍ଵର: ଧରାପୃଷ୍ଠରେ ବିରାଜିବେ ମା ଜଗତଜନନୀ ଦୁର୍ଗା । ମାଙ୍କ ଆବାହନ ପାଇଁ ଚଳଚଞ୍ଚଳ ହୋଇପଡିଛି ଗାଁଠୁ ସହର । ଆରମ୍ଭ ହୋଇଛି ଶାରଦୀୟ ନବରାତ୍ରୀ ପୂଜା । ନବରାତ୍ରି ହେଉଛି ମାଆଙ୍କ ଉପାସନାର ପର୍ବ । ଏହି ନବଦିନାତ୍ମକ ପୂଜାରେ ନଅ ଦିନ ଧରି ବିଭିନ୍ନ ରୂପରେ ପୂଜା ପାଇବେ ଆଦିଶକ୍ତି ମାଆ ଦୁର୍ଗା । ଆଶ୍ୱିନ ଶୁକ୍ଳ ପ୍ରତିପଦାରୁ ନବମୀ ପର୍ଯ୍ୟନ୍ତ ମାଆ ଜଗଦଜନନୀଙ୍କ ନବମୀ ପୂଜା…

ଲଘୁଚାପ ସୃଷ୍ଟି, ୨୮ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ବଙ୍ଗୋପସାଗର ଏବଂ ଓଡ଼ିଶା ନିକଟବର୍ତ୍ତୀ ଉପକୂଳ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି । ୨୫ ତାରିଖରେ ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି ।୨୭ରେ ସୃଷ୍ଟ ଲଘୁଚାପଟି ଅବପାତରେ ପରିଣତ ହୋଇ ଦକ୍ଷିଣ ଓଡ଼ିଶା ଓ ଆ‌ନ୍ଧ୍ରପ୍ରଦେଶ ଅତିକ୍ରମ କରିପାରେ । ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ…

ବିଜେଡି ନେଲା ବଡ଼ ଆକ୍ସନ, ଦଳରୁ ନିଲମ୍ବିତ ହେଲେ ଶ୍ରୀମୟୀ ମିଶ୍ର

ଭୂବନେଶ୍ଵର: ବିଜେଡି ନେଲା ବଡ଼ ଆକ୍ସନ । ଦଳରୁ ନିଲମ୍ବିତ ହେଲେ ଶ୍ରୀମୟୀ ମିଶ୍ର । ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ନିଲମ୍ବିତ । ନିକଟରେ ସୋସିଆଲ ମିଡିଆ ଟିପ୍ପଣୀକୁ ନେଇ ଚର୍ଚ୍ଚାରେ ଥିଲେ ଶ୍ରୀମୟୀ । ମହଙ୍ଗା ପଡ଼ିଲା ଧୃତରାଷ୍ଟ୍ର ଓ ଭଣ୍ତ ସନ୍ନ୍ୟାସୀ ଟିପ୍ପଣୀ ଦେବା । ଗୋଟିଏ ପରେ ଗୋଟିଏ ସୋସିଆଲ୍ ମିଡ଼ିଆ ପୋଷ୍ଟ୍ କରି ରାଜନୀତି ମହଲରେ ବିସ୍ଫୋରଣ କରିବାରେ ଲାଗି ପଡ଼ିଥିଲେ ବିଜେଡି…

୭୧ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର, ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ‘ପୁଷ୍କରା’

ନୂଆଦିଲ୍ଲୀ: ନୂଆଦିଲ୍ଲୀର ବିଜ୍ଞାନ ଭବନରେ ୭୧ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସାମରୋହ ଅନୁଷ୍ଠିତ ହୋଇଛି । ଏହି ସମାରୋହରେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ କଳାକାରଙ୍କୁ ସମ୍ମାନିତ କରିଛନ୍ତି । ୨୦୨୩ରେ ରିଲିଜ ହୋଇଥିବା ଫିଲ୍ମ ଆଧାରରେ ଆୱାର୍ଡ ଦିଆଯାଉଛି । ଶାହରୁଖ ଖାନ ଏବଂ ବ୍ରିକାନ୍ତ ମେସିଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ମିଳିଛି । ଫିଲ୍ମ ‘ଯବାନ’ ପାଇଁ ଶାହରୁଖ ଖାନ୍‌ଙ୍କୁ ଶ୍ରେଷ୍ଠ ଅଭିନେତା ସମ୍ମାନ ପାଇଥିବା ବେଳେ…

୨୭ରେ ଝାରସୁଗୁଡ଼ା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି 

ଭୁବନେଶ୍ଵର: ଆସନ୍ତା ୨୭ରେ ଝାରସୁଗୁଡ଼ା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ । ମୋଦିଙ୍କ ଗସ୍ତ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା । ସେପଟେ ଅମଲିପାଲି ପଡିଆରେ ଯୁଦ୍ଧକାଳୀନ ଭିତ୍ତିରେ ସଫେଇ କାର୍ଯ୍ୟ ସହ ପେଣ୍ଡାଲ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯାଇଛି । ପ୍ରସ୍ତୁତି କାର୍ଯ୍ୟକୁ ସମୀକ୍ଷା କରିଛନ୍ତି ଉତ୍ତରାଞ୍ଚଳ ରାଜସ୍ୱ କମିଶନର ସଚିନ ରାମଚନ୍ଦ୍ର ଯାଦବ ଓ ଉତ୍ତରାଂଚଳ ଆଇଜି ହିମାଂଶୁ…