କନଷ୍ଟେବଲ୍ ଶୁଭମିତ୍ରା ସାହୁ ହତ୍ୟା ଘଟଣା; ମାଟିତଳୁ ବାହାରିଲା ମୃତଦେହ
ଭୁବନେଶ୍ଵର: ମହିଳା କନଷ୍ଟେବଲ୍ ଶୁଭମିତ୍ରା ସାହୁ ହତ୍ୟା ଘଟଣାରେ ପୋଲିସର ତନାଘନା । ଅଭିଯୁକ୍ତ ଦୀପକ ରାଉତକୁ ନେଇ କେନ୍ଦୁଝର ଘଟଗାଁ ଥାନାରେ ସିନ ରିକ୍ରିଏସନ କରିଛି ପୋଲିସ । ସେପଟେ ଶୁଭମିତ୍ରାକୁ ମାରିକି ପୋତି ଥିବା ସ୍ଥାନକୁ ଖୋଳାଯାଇ ମୃତଦେହ ଉଦ୍ଧାର କରିଛି ପୋଲିସ । ପ୍ଲାଷ୍ଟିକ ଅଖାରେ ବନ୍ଧା ଯାଇଥିବା ଶୁଭମିତ୍ରାର ମୃତଦେହ ଉଦ୍ଧାର କରିଛି ପୋଲିସ । ଘଟଗାଁ ସ୍ଥିତ ଜଙ୍ଗଲ ଭିତରୁ ଜେସିବିରେ ଖୋଳି…
