ଦିଲ୍ଲୀ ଏୟାରଲିପ୍ଟ ହେବେ ଅଭିଜିତ! ଏମ୍ସରେ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ଵର: ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର ହୋଇପାରନ୍ତି ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର । ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ହେବା ନେଇ ଭୁବନେଶ୍ଵର ଏମ୍ସ ସହ ଆଲୋଚନା ଜାରି ରହିଛି । ଡାକ୍ତରୀ ଟିମ୍ ଆବଶ୍ୟକ ଚିକିତ୍ସା ଯୋଗାଇ ଦେଉଛନ୍ତି । ସ୍ୱତନ୍ତ୍ର ଡାକ୍ତରୀ ଟିମ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଜାରି ହୋଇଛି । ଆବଶ୍ୟକ ପଡ଼ିଲେ ଦିଲ୍ଲୀ ଏମ୍ସକୁ ନେବାକୁ ପ୍ରସ୍ତୁତ ରୁହନ୍ତୁ ବୋଲି କହିଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ । ସୂଚନା…
