ଧାଡ଼ି ଦର୍ଶନ ବ୍ୟବସ୍ଥାକୁ ପରିଚାଳନା କମିଟିର ଅନୁମୋଦନ
ପୁରୀ: ଶେଷ ହେଲା ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ । ପରିଚାଳନା କମିଟି ବୈଠକ ଶେଷ ହେବା ନେଇ ମୁଖ୍ୟ ପ୍ରଶାସକଙ୍କ ସୂଚନା । ବୈଠକରେ ଏକାଧିକ ସବ୍କମିଟି ଗଠନ ହୋଇଥିବା ନେଇ ଦେଲେ ସୂଚନା ଦେଳେ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀ । ଶ୍ରୀମନ୍ଦିର ସୁରକ୍ଷା ନେଇ ସବ୍କମିଟି ଗଠନ ହୋଇଛି । ଗିରିଶ ଚନ୍ଦ୍ର ମୁର୍ମୁଙ୍କ ଅଧ୍ୟକ୍ଷତାରେ ସୁରକ୍ଷା ନେଇ ସବ୍କମିଟି ଗଠନ । ସେବକ…
