ମିଲେଟ୍ ଜାତୀୟ ଖାଦ୍ୟରେ ରହିଛି ଅନେକ ଫାଇଦା, ଆପଣଙ୍କ ଖାଦ୍ୟରେ ଆଜି ହିଁ କରନ୍ତୁ ସାମିଲ୍
ଭୁବନେଶ୍ଵର: ଶିଶୁ, କିଶୋର ଏବଂ ବୟସ୍କଙ୍କ ମଧ୍ୟରେ ଆଜିକାଲି ମେଦବହୁଳତା ଏକ ସାଧାରଣ ରୋଗ ଯାହାକି ହୃଦଘାତର ଆଶଙ୍କାକୁ ବଢ଼ାଇଥାଏ । ତେଣୁ ସୁସ୍ଥ ଜୀବନଶୈଳୀ ପାଇଁ ପ୍ରତିଦିନ ଖାଦ୍ୟରେ ସାମିଲ କରନ୍ତୁ କିଛି ପରିମାଣର ମିଲେଟ । ଅନୁସନ୍ଧାନ ଅନୁଯାୟୀ, ମିଲେଟ ଖାଇବା ଦ୍ୱାରା ମୋଟ କୋଲେଷ୍ଟ୍ରଲ ୮% ହ୍ରାସ ପାଇବା ସହିତ ନିମ୍ନ ଏବଂ ଅତି ନିମ୍ନ-ଘନତା ବିଶିଷ୍ଟ ଲିପୋପ୍ରୋଟେନ୍, କିମ୍ବା “ଖରାପ କୋଲେଷ୍ଟ୍ରଲ” ଏବଂ ବ୍ଲଡ ପ୍ରେସର…
