ବଢିଲା ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ପାଇଁ ଆବେଦନ ତାରିଖ, ଜାଣନ୍ତୁ…

ଭୁବନେଶ୍ଵର: ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ପୂର୍ବରୁ ମଧ୍ୟ ଏହି ଆବେଦନ ସମୟସୀମାକୁ ବୃଦ୍ଧି କରାଯାଇଥିଲା । କର୍ମଜୀବୀ ସାମ୍ବାଦିକମାନଙ୍କୁ ରାଜ୍ୟ ସରକାର ସ୍ୱାସ୍ଥ୍ୟବୀମା ଯୋଗାଇ…

ପରଦାକୁ ଆସିବ ଶ୍ରୀଦେବୀଙ୍କ ୩୬ ବର୍ଷ ତଳ ଫିଲ୍ମର ରିମେକ୍, ମୁଖ୍ୟ ଭୂମିକାରେ ନଜର ଆସିବେ ତାଙ୍କ ଝିଅ!

ମୁମ୍ବାଇ: ବଲିଉଡର ଚୁଲବୁଲି ନାୟିକା ତଥା ଷ୍ଟାର କିଡ୍ ଜାହ୍ନବୀ କପୁର ଆଜିକାଲି ତାଙ୍କର ସଦ୍ୟ ମୁକ୍ତିଲାଭ କରିଥିବା ଫିଲ୍ମ ‘ପରମ ସୁନ୍ଦରୀ’ ପାଇଁ ଏବେ ବେଶ୍ ଚର୍ଚ୍ଚାରେ । ଗତ ୨୯ ଅଗଷ୍ଟରେ ମୁକ୍ତିଲାଭ କରିଥିବା ଏହି ରୋମାଣ୍ଟିକ କମେଡି ଫିଲ୍ମ ବକ୍ସ ଅଫିସରେ ଭଲ ରୋଜଗାର କରିଛି । ଏହି ଫିଲ୍ମ ପରେ, ତାଙ୍କର ‘ସନି ସଂସ୍କାରୀ କି ତୁଳସୀ କୁମାରୀ’ ଖୁବ ଶୀଘ୍ର ପ୍ରେକ୍ଷାଳୟରେ ମୁକ୍ତିଲାଭ…

ଆଜିଠୁ ବଢିବ ବର୍ଷା ପରିମାଣ, ଏହି ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା । ଲଘୁଚାପ ଯୋଗୁଁ ଆଜି ରାଜ୍ୟରେ ପ୍ରବଳ ବର୍ଷିବ । ସେପଟେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ନେବ ରୂପ । ପ୍ରଭାବରେ ଆଜି ୨୮ଟି ଜିଲ୍ଲାକୁ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବିଶେଷ କରି ଦକ୍ଷିଣ ଓଡ଼ିଶାର ଜିଲ୍ଲା…

ଏହି ଦିନ ପଡ଼ୁଛି ବର୍ଷର ଶେଷ ଚନ୍ଦ୍ରଗ୍ରହଣ, ଜାଣନ୍ତୁ ଗ୍ରହଣ ସ୍ପର୍ଶ, ପାକ ତ୍ୟାଗ ସମୟ…

ଭୁବନେଶ୍ଵର: ଆସନ୍ତା ସେପ୍ଟେମ୍ବର ୭ରେ ଲାଗିବ ୨୦୨୫ ବର୍ଷର ଶେଷ ଚନ୍ଦ୍ରଗ୍ରହଣ । ଏହି ଚନ୍ଦ୍ରଗ୍ରହଣ ଶନିଙ୍କ ରାଶି କୁମ୍ଭରେ ଲାଗିବ। ଚନ୍ଦ୍ରଗ୍ରହଣ ରାତି ୯:୫୮ ରେ ଆରମ୍ଭ ହୋଇ ୧:୨୬ ରେ ଶେଷ ହେବ। ଯାହା ଭାରତରେ ମଧ୍ୟ ଦୃଶ୍ୟମାନ ହେବ। ଏହି ଗ୍ରହଣ ସମସ୍ତ ରାଶି ଉପରେ ପ୍ରଭାବ ପକାଇବ । ବର୍ଷର ୨ୟ ଓ ଶେଷ ଚନ୍ଦ୍ରଗ୍ରହଣ କୁମ୍ଭ ରାଶି ଓ ଭାଦ୍ରପଦ ନକ୍ଷତ୍ରରେ ଲାଗିବାକୁ…

ଆଫଗାନିସ୍ତାନରେ ମୃତ୍ୟୁର ତାଣ୍ଡବଲିଳା, ଭୂକମ୍ପରେ ଗଡିଲାଣି ୮୦୦ ମୁଣ୍ଡ

କାବୁଲ: ଆଫଗାନିସ୍ତାନକୁ ଥରାଇ ଦେଇଥିବା ଶକ୍ତିଶାଳୀ ଭୂକମ୍ପରେ ମୃତ୍ୟୁସଂଖ୍ୟା ୮୦୦କୁ ବୃଦ୍ଧି । ମୃତ୍ୟୁସଂଖ୍ୟା ୮୦୦କୁ ବୃଦ୍ଧି ନେଇ ସ୍ପଷ୍ଟ କଲା ଆଫଗାନିସ୍ତାନ ଗୃହ ମନ୍ତ୍ରାଳୟ । ୨ ହଜାର ୫ ଶହରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି । ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି କୁନାର ପ୍ରୋଭିନ୍ସ । ମୃତାହତଙ୍କ ସଂଖ୍ୟା ଆହୁରି ବୃଦ୍ଧି ହେବା ନେଇ ଆଶଙ୍କା ରହିଥିବା ବେଳେ ଏବେବି ଭଗ୍ନାବଶେଷ ତଳୁ ଉଦ୍ଧାର…

ଖୁବ୍ ଶୀଘ୍ର ନୂଆ ଭୁବନେଶ୍ୱର, ନିକୋ ପାର୍କର ହେବ ନବୀକରଣ

ଭୁବନେଶ୍ଵର: ନୂଆ ଭୁବନେଶ୍ବର ଘୋଷଣାକୁ ନେଇ ନଗର ଉନ୍ନୟନ ମନ୍ତ୍ରୀଙ୍କ ପ୍ରତିକ୍ରିୟା । ଗିଫ୍ଟ ସିଟି ଧୋଲେରା ଢାଞ୍ଚାରେ ହେବ ନୂଆ ଭୁବନେଶ୍ବର ସହର । ମଳିପଡ଼ା, ଦାସପୁର, ଅନ୍ଧାରୁଆ ଓ ଗୋଠପାଟଣାକୁ ନେଇ ହେବ ନୂଆ ସହର । ସିଙ୍ଗାପୁର ସରକାର ଏହାର ଡ୍ରଇଙ୍ଗ୍ ଓ ଡିଜାଇନ୍ ପ୍ରସ୍ତୁତ ଦାୟିତ୍ବ ନେଇଛନ୍ତି । ନୂଆ ସହରରେ ଆଇଟି ପାର୍କ, ମେଡିକାଲ ସୁବିଧା, ବ୍ୟବସାୟିକ ପ୍ରତିଷ୍ଠାନ ରହିବ । ନୂଆ…

ବିଜେପି ପାଳିବ ସେବା ପକ୍ଷ, ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ଯାଏଁ ଚାଲିବ କାର୍ଯ୍ୟକ୍ରମ

ଭୁବନେଶ୍ଵର: ସେବା ପକ୍ଷ ପାଳନ ନେଇ ବିଜେପି ରାଜ୍ୟ କାର୍ଯ୍ୟାଳୟରେ କର୍ମଶାଳା । କର୍ମଶାଳାରେ ରାଜ୍ୟ ସଭାପତି ମନମୋହନ ସାମଲ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ । ସେହିପରି ସେବା ପକ୍ଷ ପର୍ଯ୍ୟବେକ୍ଷକ ଅରବିନ୍ଦ ମେନନ ମଧ୍ୟ ଉପସ୍ଥିତ । ମୋଦିଙ୍କ ଜନ୍ମଦିନ ଅବସରରେ ୧୭ରୁ ଅକ୍ଟୋବର ୨ ଯାଏଁ ସେବା ପକ୍ଷ ପାଳନ ହେବ । ବିଜେପି ପକ୍ଷରୁ ବିଭିନ୍ନ ସେବାମୂଳକ କାର୍ଯ୍ୟକ୍ରମ ହାତକୁ ନିଆଯିବ । ସୂଚନା…

୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ଵର: ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କାଲି ଦିଲ୍ଲୀରେ ହେବାକୁ ଥିବା ସେମିକନ୍ ସମ୍ମିଳନୀରେ ଯୋଗଦେବେ । କିଛି କେନ୍ଦ୍ର ମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ବକୁ ମଧ୍ୟ ଭେଟିପାରନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ନୂଆଦିଲ୍ଲୀ ଯିବେ। ଅନ୍ୟପଟେ ଆଜି ଦିନ ୧୨ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଆୟୋଜିତ…

SCO ସମ୍ମିଳନୀରେ ପୁଣି ଆତଙ୍କବାଦ ପ୍ରସଙ୍ଗ ଉଠାଇଲେ ମୋଦି, କହିଲେ…

ନୂଆଦିଲ୍ଲୀ: SCO ସମ୍ମିଳନୀ ଦ୍ଵିତୀୟ ଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ । କହିଲେ ରକ୍ଷା, ଯୋଗାଯୋଗ ଓ ସୁଯୋଗ SCOର ୩ ଗୁରୁତ୍ବପୂର୍ଣ୍ଣ ସ୍ତମ୍ଭ । ଆତଙ୍କବାଦ ବିରୋଧରେ ଜିରୋ ଟଲେରାନ୍ସ ନୀତି ଆପଣେଇବା ଉଚିତ୍। ତେଣୁ ସମସ୍ତଙ୍କୁ ଏକାଠି ହୋଇ ଆତଙ୍କବାଦ ବିରୋଧରେ ଲଢ଼ିବାକୁ ହେବ । ଶାନ୍ତି ପ୍ରତିଷ୍ଠା ଦିଗରେ ଆତଙ୍କବାଦ ସବୁଠୁ ବଡ଼ ପ୍ରତିବନ୍ଧକ। ସୁରକ୍ଷା, ଶାନ୍ତି ଓ ସ୍ଥିରତା ଯେ କୌଣସି ଦେଶର ବିକାଶ…

ହସୁଛି କାଶତଣ୍ଡି, ପାର୍ବଣ ପାଇଁ ସଜେଇ ହେଲାଣି ପ୍ରକୃତିରାଣୀ

ଭୁବନେଶ୍ଵର: ଋତୁ ଚକ୍ରର ପରିବର୍ତନରେ ଧାରାଶ୍ରାବଣ ଧରାପୃଷ୍ଟରୁ ଧୀରେ ଧୀରେ ଅପସରି ଯିବାପାଇଁ ଚେଷ୍ଟା କରୁଥିବା ଅବସରରେ ଦିଗବଳୟ ସେପାରିରୁ ଉଙ୍କି ମାରେ ଶରତ ।  “ଭାଦ୍ରଆଶ୍ୱିନ ସରତରେ ନିର୍ମଳଶୋଭା ଜଗତରେ” କବିଙ୍କର ଏହି ଉକ୍ତିରୁ ସ୍ପଷ୍ଟ ବାରିହୁଏ ଶରତ ଋତୁ ପ୍ରକୃତିରେ ନିର୍ମଳ ଓ ସ୍ୱଛତା ଭରିଦିଏ । ଆକାଶ ବୁକୁରୁ ହଟିଯାଏ ଘନବାଦଲର ବିଭିଷିକା । ସାନ୍ଧ୍ୟ ଆକାଶନିର୍ମଳ । ତାରାଗଣ ମଧ୍ୟେ ଭୋଦୁଆ ଜହ୍ନର ଅଭିସାର ମନମୁଗ୍ଧକରେ…