ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା, ପୀଡ଼ିତାଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ଦୁର୍ଗାପୁର: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା । ପୀଡ଼ିତା ଡାକ୍ତରୀ ଛାତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ । ପୀଡ଼ିତାଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ଚିନ୍ତା କରନି, ଧୈର୍ଯ୍ୟ ଧର, ଓଡ଼ିଶା ସରକାର ତୁମ ସହିତ ଅଛନ୍ତି । ଦୋଷୀ ନିଶ୍ଚିତ ଭାବରେ ଦଣ୍ଡ ପାଇବେ । ପାଠ…

NCW ଅଧ୍ୟକ୍ଷାଙ୍କ ସହ କଥା ହେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ଵର: NCW ଅଧ୍ୟକ୍ଷାଙ୍କ ସହ କଥା ହେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । NCW ଦୁର୍ଗାପୁର ଘଟଣାକୁ ଗୁରୁତର ସହ ନେଇଛନ୍ତି ‘ଏକ୍ସ’ରେ ଲେଖିଲେ । NCW ସ୍ବତନ୍ତ୍ର ଟିମ୍‌ ମେଡିକାଲ୍‌କୁ ପଠାଇ ତଥ୍ୟ ସଂଗ୍ରହ କରିଛନ୍ତି । ନିରପେକ୍ଷ ତଦନ୍ତ ସହ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ପୀଡ଼ିତାଙ୍କ ସୁରକ୍ଷା ଓ ଉତ୍ତମ ଚିକିତ୍ସା ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ…

ଅର୍ଥନୀତି ବିଜ୍ଞାନରେ ୩ ବିଶିଷ୍ଟ ଅର୍ଥନୀତିଜ୍ଞଙ୍କୁ ନୋବେଲ ପୁରସ୍କାର

ନୂଆଦିଲ୍ଲୀ: ଅର୍ଥନୀତି ବିଜ୍ଞାନରେ ୩ ବିଶିଷ୍ଟ ଅର୍ଥନୀତିଜ୍ଞଙ୍କୁ ନୋବେଲ ପୁରସ୍କାର । ଜୋଏଲ ମୋକିର, ଫିଲିପ ଅଘିଓନ, ପିଟର ହୋୱିଟଙ୍କୁ ନୋବେଲ୍‌ । ଅର୍ଥନୈତିକ ଅଭିବୃଦ୍ଧି ବ୍ୟାଖ୍ୟା ପାଇଁ ଜୋଏଲ ମୋକିରଙ୍କୁ ନୋବେଲ୍‌ । ସୃଜନଶୀଳତାରେ ନିରନ୍ତର ଅଭିବୃଦ୍ଧିର ତତ୍ତ୍ୱ ପାଇଁ ଫିଲିପ, ପିଟରଙ୍କୁ ନୋବେଲ୍‌ । ନୋବେଲ୍ କମିଟି ଉଲ୍ଲେଖ କରିଛି ଯେ ଏହି ଅର୍ଥନୀତିଜ୍ଞମାନେ ପ୍ରଦର୍ଶନ କରିଛନ୍ତି ଯେ କିପରି ନବସୃଜନ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ପଥ…

ବଢିଲା ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଆବେଦନ ଅବଧି

ଭୂବନେଶ୍ଵର: ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଆବେଦନ ଅବଧି ବଢ଼ିଲା । ଇ-ମେଧାବୃତ୍ତି, ବ୍ୟାସକବି ଫକୀରମୋହନ ଭାଷାବୃତ୍ତି ଆବେଦନ ଅବଧି ବୃଦ୍ଧି । ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନା ଅବଧି ମଧ୍ୟ ବଢ଼ିଲା । ଆବେଦନ ଅବଧି ଅକ୍ଟୋବର ୨୪ ତାରିଖକୁ ବୃଦ୍ଧି କଲା ଉଚ୍ଚ ଶିକ୍ଷା ବିଭାଗ । ଯୋଗ୍ୟ ଛାତ୍ରଛାତ୍ରୀମାନେ www.scholarship.odisha.gov.inରେ ଆବେଦନ କରିପାରିବେ । ସୂଚନା ଅନୁସାରେ, ଉଚ୍ଚଶିକ୍ଷା ବିଭାଗ ଦ୍ଵାରା ୨୦୨୫-୨୬ ଶିକ୍ଷାବର୍ଷ…

ପୋଲିସ SI ପରୀକ୍ଷା ମହାଘୋଟାଲା; ଜାରି ହେଲା ଲୁକ୍‌ଆଉଟ୍‌ ସର୍କୁଲାର

ବ୍ରହ୍ମପୁର: ପୋଲିସ SI ପରୀକ୍ଷା ମହାଘୋଟାଲାରେ ଜାରି ହେଲା ଲୁକ୍‌ଆଉଟ୍‌ ସର୍କୁଲାର । ଫେରାର ଅଭିଯୁକ୍ତଙ୍କ ବିରୋଧରେ ଲୁକ୍ ଆଉଟ ସର୍କୁଲାର ଜାରି । ଲୁକ୍ ଆଉଟ୍‌ ସର୍କୁଲାର ଜାରି ହେବା ସହ ଆକାଉଣ୍ଟ ଫ୍ରିଜ୍‌ କଲା କ୍ରାଇମବ୍ରାଞ୍ଚ । ଏପରିକି ସର୍କୁଲାର ଜାରି ପରେ ଶଙ୍କର ପୃଷ୍ଟି, ମୁନ୍ନା ମହାନ୍ତିଙ୍କ ସମେତ ୧୦ ଜଣଙ୍କ ଆକାଉଣ୍ଟକୁ ଫ୍ରିଜ କରିଛି କ୍ରାଇମବ୍ରାଞ୍ଚ। ଅନ୍ୟପକ୍ଷେ ୪ଟି ସ୍ପେଶାଲ ଟିମ୍‌ ଅଭିଯୁକ୍ତମାନଙ୍କୁ ଧରିବା…

ବିଜେଡିକୁ ପ୍ରାର୍ଥୀ ମିଳୁ ନାହାନ୍ତି, ବାହାର ଦଳର ଆମଦାନୀ କରିବାକୁ ବସିଲେଣି : ତାର

ଭୁବନେଶ୍ଵର: ନୂଆପଡ଼ା ଉପନିର୍ବାଚନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ । ସେ କହିଛନ୍ତି ବିଜେପି ଓ ବିଜେଡି ବଡ଼ ବେପାରୀ ଦଳ । ଆମେ ଲୋକଙ୍କ ଦଳ। ଭକ୍ତ ଦାସ ଠିକ ସମୟରେ ଠିକ ନିଷ୍ପତ୍ତି ନେଇଛନ୍ତି । କଂଗ୍ରେସ ପ୍ରାର୍ଥୀ ହେଉଛନ୍ତି ଆଦିବାସୀ । ସେଠି ଆଦିବାସୀଙ୍କୁ ଗୁରତ୍ବ ଦିଆଯାଇଛି । କାହା ସହିତ କଂଗ୍ରେସ କମ୍ପ୍ରମାଇଜ କରିବ ନାହିଁ । ତାରା ଆହୁରି କହିଛନ୍ତି, ଆଦିବାସୀମାନେ ବିକ୍ରି…

କାର୍ତ୍ତିକ ପ୍ରଥମ ସୋମବାର, ବିଭିନ୍ନ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଆଠଗଡ: ଆଜି ହେଉଛି କାର୍ତ୍ତିକ ମାସର ପ୍ରଥମ ସୋମବାର। ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ବିଭିନ୍ନ ଶୈବପୀଠ  । ଆଜି ସକାଳୁ ସକାଳୁ କଟକ ଜିଲ୍ଲା ଆଠଗଡର  ପ୍ରସିଦ୍ଧ ବାବା ଧବଳେଶ୍ବରଙ୍କ ପୀଠରେ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ ଦେଖିବାକୁ ମିଳିଛି  । କାର୍ତ୍ତିକ ମାସର ପ୍ରଥମ ସୋମବାରରେ  ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୂଣ୍ୟ ମିଳିଥାଏ ବୋଲି ବିଶ୍ବାସ ରହିଛି । ସେଥିପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁମାନେ…

ଆରମ୍ଭ ହେଲା ନୂଆପଡା ଉପନିର୍ବାଚନ ପ୍ରକ୍ରିୟା, ଆଜି ପ୍ରକାଶ ପାଇବ ବିଜ୍ଞପ୍ତି

ନୂଆପଡା: ଆଜିଠୁ ଆରମ୍ଭ ହେବ ନୂଆପଡା ଉପନିର୍ବାଚନ ପ୍ରକ୍ରିୟା । ନୂଆପଡା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି । ୨୦ ତାରିଖ ଯାଏ ନାମାଙ୍କନ ଭରିବେ ବିଭିନ୍ନ ଦଳର ପ୍ରାର୍ଥୀ । ଅକ୍ଟୋବର ୨୪ ପୂର୍ବରୁ ନାମାଙ୍କର ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ । ନଭେମ୍ବର ୧୧ରେ ଭୋଟଗ୍ରହଣ କରାଯିବାକୁ ଥିବା ବେଳେ ୧୪ନଭେମ୍ବରରେ ଆସିବ ଫଳାଫଳ। ନୂଆପଡ଼ା ନିର୍ବାଚନ ମଣ୍ଡଳୀରେ ମୋଟ୍ ୩୫୮ ଟି ବୁଥ୍ ଅଛି…

ରାତିରେ ଝିଅମାନେ ବାହାରକୁ ଯିବା ଅନୁଚିତ, ବୟାନକୁ ନେଇ ବିବାଦ ଘେରରେ ମମତା

ଦୁର୍ଗାପୁର: ପଶ୍ଚିମବଙ୍ଗର ଦୁର୍ଗାପୁରରେ ଓଡ଼ିଆ ମେଡିକାଲ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ପରେ ଏବେ ରାଜ୍ୟ ରାଜନୀତି ସହ ବଙ୍ଗଳା ରାଜନୀତି ବି ଥରହର । ଆଉ ଏହି ରାଜନୀତିକୁ ଏବେ ଆହୁରି ଖୋରାକ୍ ଯୋଗଉଛି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବୟାନ । ବିବାଦୀୟ ବୟାନ ଦେଇ ଏବେ ବିବାଦ ଘେରରେ ମମତା । ଯାହାକୁ ନେଇ ଏବେ ଚାରିଆଡେ ଝଡ । ପଶ୍ଚିମବଙ୍ଗରେ ପଡୋଶୀ ରାଜ୍ୟରେ ଛାତ୍ରୀଙ୍କ ପ୍ରତି ଅତ୍ୟାଚାର…

କାହିଁକି ତଳେ ବସି କରନ୍ତି ଭୋଜନ, କଣ ଏହାର ଫାଇଦା…

ଭୂବନେଶ୍ଵର: ପୁରୁଣା ପରମ୍ପରାକୁ ଯଦିଓ ଆଜିକାଲିର ଲୋକ ଆଉ ମାନୁ ନାହାନ୍ତି, କିନ୍ତୁ ଏହାର ନିଜସ୍ୱ ବୈଜ୍ଞାନିକ ମହତ୍ତ୍ୱ ରହିଛି। ଏହି ସବୁ ପରମ୍ପରା ବ୍ୟକ୍ତିକୁ ସୁସ୍ଥ ଏବଂ ସୁଖୀ ରଖିବା ପାଇଁ ବନାଯାଇଥିଲା। ଆଗକାଳରେ ଲୋକେ ତଳେ ବସି ଭୋଜନ ଗ୍ରହଣ କରୁଥିଲେ, କିନ୍ତୁ ଆଜିକାଲି ଆଧୁନିକ ଜୀବନଶୈଳୀରେ ଲୋକେ ଟେବୁଲ, ଚୌକିରେ ବସି ଖାଦ୍ୟ ଖାଉଛନ୍ତି। ହେଲେ ଆପଣ ଜାଣିଛନ୍ତି କି, ଆମ ହିନ୍ଦୁ ଶାସ୍ତ୍ରରେ ତଳେ…