ଡିଜିସିଏର ବଡ ନିଷ୍ପତ୍ତି: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା

ପୁରୀ: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା କଲା ଡିଜିସିଏ । ଶ୍ରୀମନ୍ଦିର ସୁରକ୍ଷାକୁ ଆହୁରି ମଜବୁତ କରିବା ପାଇଁ ଏହି ପଦକ୍ଷେପ ନେଇଛି ଶ୍ରୀମନ୍ଦିର ପ୍ରଶାସକ । ଏହି RED ZONE ଅବଧି ଆସନ୍ତା ୩ ବର୍ଷ ପର୍ଯ୍ୟନ୍ତ ଲାଗୁ ହୋଇଛି । ୨୦୨୮ ସେପ୍ଟେମ୍ବର ୨୫ ଯାଏଁ ରହିଛି ଏହି ବୈଧତା । ପୂର୍ବରୁ ଶ୍ରୀମନ୍ଦିର ଉପରକୁ ନୋ ଫ୍ଲାଇଂ ଜୋନ୍‌ ଘୋଷଣା କରିଥିଲା…

ରାଜ୍ୟରେ ହେବନି ମାଛର ଅଭାବ, ଶିଳାନ୍ୟାସ ହେଲା ପାଣ୍ଡରା ଅତ୍ୟାଧୁନିକ ମାଛ ମାର୍କେଟ

ଭୁବନେଶ୍ଵର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଭାସୀରେ ରାଜଧାନୀର ପାଣ୍ଡରାଠାରେ ଏକ ବୃହତ୍ ମାଛ ମାର୍କେଟର ଶିଳାନ୍ୟାସ କରିଛନ୍ତି। ଏଥିଲାଗି ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଓଡ଼ିଶା ଭଳି ଏକ ରାଜ୍ୟରେ ବ୍ୟାପକ ଫସଲ ହାନି ପ୍ରତିବର୍ଷ ହୋଇଥାଏ । ବାତ୍ୟା, ବନ୍ୟା, ମରୁଡ଼ି, ଅଦିନିଆ ବର୍ଷା ଆଦି ପାଇଁ ରାଜ୍ୟର ଚାଷୀକୁଳକୁ କ୍ଷତି ପହଞ୍ଚାଇଥାଏ। ଏଥିପାଇଁ ପ୍ରଧାନମନ୍ତ୍ରୀ ଅନ୍ନଦାତା ଓ ଚାଷୀଙ୍କ ପାଇଁ…

ପୂର୍ବ ସରକାରରେ ରାଜୁ ଢୋଲକିଆ ଅସହାୟ ମନେ କରୁଥିଲେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ବିଜେପିରେ ମିଶିଛନ୍ତି ନୂଆପଡ଼ାର ପୂର୍ବତନ ବିଜେଡି ବିଧାୟକ ସ୍ଵର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଜୟ ଗେରୁଆ ଦଳରେ ସାମିଲ ହୋଇଛନ୍ତି । ଦଳକୁ ଜୟଙ୍କୁ ସ୍ଵାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲ । ବିଜେପିର ମିଶ୍ରଣ ପର୍ବରେ ଜୟ ଢୋଲକିଆଙ୍କୁ ମୁଖ୍ୟମନ୍ତ୍ରୀ ଦଳରେ ସ୍ବାଗତ…

ଓଡ଼ିଆ ମେଡିକାଲ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ ଅଭିଯୋଗ

କୋଲକାତା: ପୁଣି ପଶ୍ଚିମବଙ୍ଗରେ ଲଜ୍ଜା । ଏବେ ବି ମନରୁ ଲିଭିନି ଆର୍ ଜି କର ମେଡ଼ିକାଲ କଲେଜରେ ମହିଳା ଡ଼ାକ୍ତରଙ୍କ ଦୁଷ୍କର୍ମ ଓ ହତ୍ୟା ଘଟଣା । ପୁଣି ପଶ୍ଚିମବଙ୍ଗରେ ଦୁର୍ଗାପୁରରେ ଗଣଦୁଷ୍କର୍ମର ଶିକାର ହେଲେ ଆଉ ଜଣେ ଦ୍ବିତୀୟ ବର୍ଷରେ ପଢୁଥିବା ଓଡ଼ିଆ ମେଡ଼ିକାଲ ଛାତ୍ରୀ । ଏହି ଘଟଣାରେ ପାଞ୍ଚ ଜଣ ଅଭିଯୁକ୍ତ ଜଡ଼ିତ ରହିଥିବା ବେଳେ ସେମାନଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିନାହିଁ ବୋଲି ବର୍ଦ୍ଧମାନ…

ବିଜେଡିକୁ ଲାଗିଲା ଶକ୍ତ ଝଟ୍‌କା; ବିଜେପିରେ ମିଶିଲେ ଜୟ ଢୋଲକିଆ

ନୂଆପଡ଼ା: ସବୁ କଳ୍ପନା ଜଳ୍ପନାର ଅନ୍ତ ହୋଇଛି । ବିଜେଡିକୁ ଲାଗିଛି ଶକ୍ତ ଝଟକା । ବିଜେପିରେ ମିଶିଛନ୍ତି ଜୟ ଢୋଲକିଆ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି । ସ୍ବର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା ନେଇ ସମ୍ଭାବନା । ନୂଆପଡ଼ାର…

ଦାୟିତ୍ବମୁକ୍ତ ହେବେ ୩ IAS ଅଧିକାରୀ, ଯିବେ କେନ୍ଦ୍ରୀୟ ଡେପୁଟେସନ

ଭୁବନେଶ୍ଵର: କେନ୍ଦ୍ରୀୟ ଡେପୁଟେସନ ପାଇଁ ଦାୟିତ୍ବମୁକ୍ତ ହେବେ ୩ IAS ଅଧିକାରୀ । ଆସନ୍ତା ୧୩ ତାରିଖରେ ଦାୟିତ୍ବମୁକ୍ତ ହେବେ ୩ IAS ଅଧିକାରୀ । ଶାଳିନୀ ପଣ୍ଡିତ, ସମର୍ଥ ବର୍ମା, ସ୍ବଧା ଦେବ ସିଂ ହେବେ ଦାୟିତ୍ବମୁକ୍ତ । ଅର୍ଥ ମନ୍ତ୍ରାଳୟର ଯୁଗ୍ମ ସଚିବ ଭାବେ ଦାୟିତ୍ବ ନେବେ ଶାଳିନୀ ପଣ୍ଡିତ । ସମର୍ଥ ବର୍ମା ବନ୍ଦର ଓ ଜଳପଥ ଭାବେ ନେବେ ଦାୟିତ୍ବ ସେହିପରି ସ୍ବଧା ଦେବ…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ, ଚଞ୍ଚଳ ରାଣାଙ୍କୁ ଗୁରୁ ଦାୟିତ୍ଵ

ଭୂବନେଶ୍ଵର: ରାଜ୍ୟରେ IAS ସ୍ତରରେ ବଡ଼ ଧରଣର ଅଦଳବଦଳ । ଏନ୍‌. ଥିରୁମାଲା ନାଏକ ହେଲେ ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ । ମାନସୀ ନିମ୍ଭାଲ ଉଠା ଜଳସେଚନ ନିଗମ ଏମ୍‌ଡି ଭାବେ ନିଯୁକ୍ତ । ସେହିପରି ସୁରେନ୍ଦ୍ର କୁମାର ମୀନା ହେଲେ ST/SC ବିକାଶ ବିଭାଗର ଅତିରିକ୍ତ ସଚିବ ଏବଂ ଶୁଭଶ୍ରୀ ନନ୍ଦ ଯୋଜନା ଓ ସଂଯୋଜନା ବିଭାଗର ଅତିରିକ୍ତ ସଚିବ । ଅନ୍ୟପଟେ, ବିଏମ୍‌ସି କମିଶନର…

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପ୍ରାୟ ୫୦ ଜଣଙ୍କୁ ଜେରା

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପ୍ରାୟ ୫୦ ଜଣଙ୍କୁ ଜେରା । ଅଦ୍ୟାବିଧି ୫୦ ଜଣଙ୍କୁ ଜେରା କରାଯାଇଥିବା ନେଇ ସୂଚନା ଦେଇଛନ୍ତି ବ୍ରହ୍ମପୁର ଏସ୍‌ପି । ସନ୍ଦେହରେ ୫ରୁ ୬ ଜଣଙ୍କୁ ପଚରାଉଚରା କରୁଛୁ । ଏଥିସହ ପ୍ରତ୍ୟକ୍ଷଦର୍ଶୀ, ସହକର୍ମୀଙ୍କୁ ମିଶାଇ ଏଯାବତ୍ ୫୦ ଜଣଙ୍କୁ ଜେରା କରାଯାଉଛି ବୋଲି କହିଛନ୍ତି ବ୍ରହ୍ମପୁର ଏସପି । ସେ ଆହୁରି କହିଛନ୍ତି, ଗୁଳିକୁ ବାଲିଷ୍ଟିକ ଏକ୍ସପର୍ଟଙ୍କ ନିକଟକୁ…

ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍‌ଙ୍କୁ ଶକ୍ତ ଝଟ୍‌କା, ମିଳିଲାନି ନୋବେଲ

ନୂଆଦିଲ୍ଲୀ: ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏଲାର ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ପାଇଁ ନୋବେଲ୍ । ଏକଛତ୍ରବାଦରୁ ଦେଶରେ ଗଣତନ୍ତ୍ର ପ୍ରତିଷ୍ଠା ପାଇଁ ମାରିଆଙ୍କୁ ନୋବେଲ୍ । ସେପଟେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍‌ଙ୍କୁ ଲାଗିଛି ଶକ୍ତ ଝଟ୍‌କା । ଟ୍ରମ୍ପଙ୍କୁ ମିଳିଲାନି ନୋବେଲ । ସୂଚନାନୁଯାୟୀ, ଏକଛତ୍ରବାଦରେ ଦେଶରେ ଗଣତନ୍ତ୍ର ପ୍ରତିଷ୍ଠା ପାଇଁ ଭେନୁଜୁଏଲାର ମାରିଆଙ୍କ…

ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଗିରଫ ହେଲେ ମହାକାଳପଡ଼ା ତହସିଲଦାର

କେନ୍ଦ୍ରାପଡା: ଗିରଫ ହେଲେ ମହାକାଳପଡ଼ା ତହସିଲଦାର ଶିବ ମଲ୍ଲିକ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ତହସିଲଦାରଙ୍କ ଆୟ ଠାରୁ ୧୯୦% ସମ୍ପତ୍ତି ଅଧିକ ଥିବା ନେଇ ସୂଚନା ମିଳିଛି । ଗତକାଲି ରେଡ୍‌ ବେଳେ ବିପୁଳ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ । ୪ କୋଠା, ୭ ପ୍ଲଟ୍‌, ୧୮ ଲକ୍ଷ ଜମା, ନଗଦ ଦେଢ଼ ଲକ୍ଷ ଟଙ୍କା ଜବତ କରିଥିଲା…