SI ଘୋଟାଲା, ବଣିକ କୋଚିଂ ସେଣ୍ଟରରେ କ୍ରାଇମବ୍ରାଞ୍ଚର ଚଢାଉ
ଭୁବନେଶ୍ଵର: ଭୁବନେଶ୍ଵରରେ ପ୍ରତିଷ୍ଠିତ ‘ବଣିକ’ କୋଚିଂ ସେଣ୍ଟର ଉପରେ କ୍ରାଇମବ୍ରାଞ୍ଚ ରେଡ୍ । ପୋଲିସ SI ନିଯୁକ୍ତି ଘୋଟାଲା ଲିଙ୍କ୍ରେ ଚାଲିଛି ରେଡ୍ । ଭୁବନେଶ୍ବର ସିଆର୍ପି ଛକରେ ଥିବା ବଣିକ ସେଣ୍ଟର ଉପରେ ରେଡ୍ । ପରୀକ୍ଷାର୍ଥୀଙ୍କ ପାଇଁ ଫିକ୍ସିଂ ଅଭିଯୋଗରେ ଛାନଭିନ୍ । ପଞ୍ଚସଫ୍ଟ ମୁଖ୍ୟ ଶଙ୍କର ପୃଷ୍ଟିଙ୍କର ‘ବଣିକ’ ମାଲିକଙ୍କ ସହ ସମ୍ପର୍କ ଥିବା ନେଇ ସୂଚନା ମିଳିଛି । ବିଜୟନଗର ଯାଉଥିବା ପରୀକ୍ଷାର୍ଥୀଙ୍କ ଭିତରୁ…
