ବିହାର ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କଲା ବିଜେପି

ବିହାର: ବିହାର ପାଇଁ ପ୍ରଥମ ପର୍ଯ୍ୟାୟ ପ୍ର୍ରାର୍ଥୀ ତାଲିକା ଜାରି କଲା ବିଜେପି । ପ୍ରଥମ ପର୍ଯ୍ୟାୟ ତାଲିକାରେ ୭୧ ଜଣଙ୍କ ନାଁ ଘୋଷଣା କରାଯାଇଥିବା ବେଳେ ସେଥିରେ ଅଛନ୍ତି ୯ ଜଣ ମହିଳା । ତାରାପୁରରୁ ଲଢ଼ିବେ ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ । ସେହିପରି ଉପମୁଖ୍ୟମନ୍ତ୍ରୀ ବିଜୟ ସିହ୍ନା ଲଖୀସରାଇରୁ ଲଢ଼ିବେ । ବାଙ୍କିପୁରରୁ ମନ୍ତ୍ରୀ ନୀତିନ ନବୀନ ଓ ବେତିଆରୁ ରେଣୁ ଦେବୀ ପ୍ରାର୍ଥୀ । ଦାନାପୁରରୁ…

e-KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ

ଭୁବନେଶ୍ଵର: e-KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ । ଯେଉଁମାନେ e-KYC କରିବେ ନାହିଁ, ସେମାନଙ୍କ ପାଇଁ ଚାଉଳ ଯିବ ନାହିଁ । ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫ ଲକ୍ଷ ୬୭ ହଜାର ହିତାଧିକାରୀ କେଓ୍ୱାଇସି କରିନାହାନ୍ତି । ଏବେ ଆଉ ସମୟ ନାହିଁ । ଏବେବି କେଓ୍ୱାଇସି କରି ନ ଥିବା ଲୋକଙ୍କ…

ସରିଲା ନିର୍ବନ୍ଧ, ଏହି ଦିନ ବିବାହ କରିବେ ବିଜୟ-ରଶ୍ମୀକା

ଚେନ୍ନାଇ: ଲୁଚି ଲୁଚି ନିର୍ବନ୍ଧ କରିନେଲେ ଅଭିନେତ୍ରୀ ରଶ୍ମିକା ମନ୍ଦାନା ଏବଂ ଅବିନେତା ବିଜୟ ଦେବରକୋଣ୍ଡା । ପରିବାର ଏବଂ ନିକଟତର ବନ୍ଧୁମାନଙ୍କ ଉପସ୍ଥିତିରେ ଦକ୍ଷିଣ ସିନେ ସୁପରଷ୍ଟାର ବିଜୟ ଦେବରକୋଣ୍ଡାଙ୍କ ସହ ରଶ୍ମିକାଙ୍କ ନିର୍ବନ୍ଧ ହୋଇଥିବା ଜଣାପଡ଼ିଛି। ଜାତୀୟ ଗଣମାଧ୍ୟମ ସଂସ୍ଥା ଅନୁଯାୟୀ, ଉଭୟ ୨୦୨୬ ଫେବୃଆରୀରେ ବିବାହ କରିବାକୁ ଯାଉଛନ୍ତି ବୋଲି ସୂଚନା ମିଳିଛି। ଯଦିଓ ଉଭୟଙ୍କ ପକ୍ଷରୁ ଏପର୍ଯ୍ୟନ୍ତ ସେମାନଙ୍କର ବିବାହ କିମ୍ବା ନିର୍ବନ୍ଧ ସଂକ୍ରାନ୍ତରେ ଘୋଷଣା ହୋଇନାହିଁ।…

ଦୁର୍ଗା ପୂଜା ଭସାଣ ବେଳେ ଗୋଷ୍ଠୀ ସଂଘର୍ଷ, ଫାଟିଲା ଡ଼ିସିପିଙ୍କୁ ମୁଣ୍ଡ

କଟକ: ଦୁର୍ଗା ପୂଜା ଭସାଣ ବେଳେ ଗୋଷ୍ଠୀ ସଂଘର୍ଷ l କଟକ ଦରଘା ବଜାର ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷ କାରଣରୁ ୬ ଗୁରୁତର ହୋଇଥିବା ବେଳେ ଡିସିପି ଆହତ ହୋଇଛନ୍ତି l କାଚ ଓ ପଥର ମାଡରେ କଟକ ଡିସିପି ରିଷିକେଶ ଖିଲାରୀ ଆହତ ହୋଇଛନ୍ତି l ଝାଞ୍ଜିରମଙ୍ଗଳା ପୂଜା କମିଟିର ଭସାଣ ବେଳେ ଗୋଷ୍ଠୀ ସଂଘର୍ଷ ହୋଇଥିବା ନେଇ ସୂଚନା ମିଳିଛି l ଗୀତ ବଜାଇବାକୁ ବିରୋଧ କରିବାରୁ…

ମାଟିରେ ମିଶୁଛି ଲାଲ ବାହିନୀ, ବର୍ଷେରେ ଆତ୍ମସମର୍ପଣ କଲେଣି ୩୦୭ ମାଓବାଦୀ

ମାଲକାନଗିରି: ଲାଲ ବାହିନୀକୁ ଶକ୍ତ ଝଟକା । ମାଟିରେ ମିଶୁଛି ଲାଲ ବାହିନୀର ଦମ୍ଭ । ହିଂସା ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେଉଛନ୍ତି ମାଓବାଦୀ । ଛତିଶଗଡ଼ ବିଜାପୁରରେ ସୁରକ୍ଷାକର୍ମୀ ଓ ପୋଲିସ ପକ୍ଷରୁ ନିୟମିତ ଭାବେ ମାଓ ବିରୋଧୀ ଅପରେସନ ଚାଲିଛି । ଏହିକ୍ରମରେ ଲାଲ୍‌ ସଂଗଠନକୁ ଲାଗିଛି ଜୋରଦାର ଝଟ୍‌କା । ୩୦ ଜଣ ମାଓବାଦୀ ବିଜାପୁର ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି ।  ୩୦…