Blog

ଧରାପୃଷ୍ଠକୁ ଅବତରଣ କରିଛନ୍ତି ଧନଦାତ୍ରୀ ମା’ ଲକ୍ଷ୍ମୀ, ଗଜଲକ୍ଷ୍ମୀ ପୂଜା ନେଇ ଚଳଚଞ୍ଚଳ ଗାଁଠୁ ସହର

ଭୂବନେଶ୍ଵର: ଚାଲିଛି ପାର୍ବଣ ଋତୁ । ଆଜି ଗଜଲକ୍ଷ୍ମୀ ପୂଜା। ଜଗତଜନନୀଙ୍କ ମା’ ଦୁର୍ଗାଙ୍କ ମେଲାଣି ପରେ ଧରାପୃଷ୍ଠକୁ ଧରାବତଣ କରିଛନ୍ତି ଧନଦାତ୍ରୀ ମା’ ଲକ୍ଷ୍ମୀ। ପଦ୍ମହସ୍ତା କମଳାଙ୍କୁ ସ୍ବାଗତ ନେଇ ଚଳଚଞ୍ଚଳ ହୋଇ ଉଠିଛି ଗାଁଠୁ ସହର। ସୁଖ, ସମୃଦ୍ଧି, ସୌଭାଗ୍ୟ, ସୁଖ୍ୟାତି ଓ ଐଶ୍ବର୍ଯ୍ୟର ଭଣ୍ଡାର ନେଇ ବିରାଜିବ ମାଆ, ଲକ୍ଷ୍ମୀ। ଘଣ୍ଟ ଘଣ୍ଟା, ଶଙ୍ଖନାଦରେ କମ୍ପିବ ଗଗନ ପବନ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ…

ବ୍ରହ୍ମପୁରରେ ଗୁଳିମାଡ଼: ବିଜେପି ନେତା ମୃତ

ବ୍ରହ୍ମପୁର: ବ୍ରହ୍ମପୁରରେ ଗୁଳିମାଡ଼ । ବିଜେପି ନେତା ମୃତ । ଗୁଳିମାଡ଼ରେ ବିଜେପି ନେତା ପୀତବାସ ପଣ୍ଡା ମୃତ । ବିଜେପି ନେତା ତଥା ବରିଷ୍ଠ ଆଇନ୍‌ଜୀବୀ ପୀତବାସ ପଣ୍ଡାଙ୍କୁ ବ୍ରହ୍ମାନଗର ଘର ବାହାରେ ୨ ଦୁର୍ବୃତ୍ତଙ୍କ ଗୁଳିମାଡ଼ । ଏମ୍‌କେସିଜିରେ ମୃତ ଘୋଷଣା କଲେ ଡାକ୍ତର । ରାଜ୍ୟ ଆଇନ୍‌ଜୀବୀ ପରିଷଦର ସଦସ୍ୟ ଥିଲେ ପୀତବାସ ପଣ୍ଡା । ମିଳିଥିବା ସୂଚନା ଅନୁସାରେ, ତାଙ୍କ ଘର ବାହାରେ ରାତି…

ପ୍ରଧାନ ବିଚାରପତିଙ୍କୁ ଜୋତାମାଡ ଘଟଣା: ଜଷ୍ଟିସ୍ ଗଭାଇଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ: ପ୍ରଧାନ ବିଚାରପତିଙ୍କୁ ଜୋତାମାଡ ଘଟଣାରେ CJI ଜଷ୍ଟିସ୍ ବି.ଆର୍ ଗଭାଇଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି । ଆକ୍ରମଣକୁ କଡ଼ା ନିନ୍ଦା କରିବା ସହ ମୋଦି କହିଛନ୍ତି, “ଆଜି ସକାଳେ ସୁପ୍ରିମକୋର୍ଟ ପରିସରରେ ହୋଇଥିବା ଆକ୍ରମଣରେ ପ୍ରତ୍ୟେକ ଭାରତୀୟ କ୍ରୋଧିତ। ଆମ ସମାଜରେ ଏପରି ନିନ୍ଦନୀୟ କାର୍ଯ୍ୟ ପାଇଁ କୌଣସି ସ୍ଥାନ ନାହିଁ। ଏହା ଅତ୍ୟନ୍ତ ନିନ୍ଦନୀୟ।” ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ, “ଏପରି ପରିସ୍ଥିତିରେ ମୁଖ୍ୟ ବିଚାରପତି…

ପୁଣି ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ, ଶାନ୍ତି ପାଇଁ କମିଶନରେଟ ପୋଲିସର ଅପିଲ

କଟକ: କଟକ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ଉଦ୍ଦେଶ୍ୟରେ ଆହୁରି ୨୪ ଘଣ୍ଟା ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି । ଅକ୍ଟୋବର ୭ ତାରିଖ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରାଯାଇଛି । କଟକ ଜିଲ୍ଲାପାଳଙ୍କ ସୁପାରିଶ କ୍ରମେ ଅସାମାଜିକ ତତ୍ତ୍ୱମାନଙ୍କୁ ନିୟନ୍ତ୍ରଣ କରିବା ନିମନ୍ତେ ଇଣ୍ଟରନେଟ୍‌ ସେବା ବନ୍ଦର ପଦକ୍ଷେପ ନିଆଯାଇଛି । କଟକ ମହାନଗର ନିଗମ ଅଞ୍ଚଳ, ସିଡ଼ିଏ ଅଞ୍ଚଳ ଓ ୪୨ ମଉଜା…

୨୦୨୫ ବର୍ଷ ପାଇଁ ୩ ବୈଜ୍ଞାନିକଙ୍କୁ ମେଡିସିନ୍‌ରେ ନୋବେଲ୍ ପୁରସ୍କାର

ନୂଆଦିଲ୍ଲୀ: ମେଡିସିନ୍ ପାଇଁ ସମ୍ମାନଜନକ ନୋବେଲ୍ ପୁରସ୍କାର ଘୋଷଣା । ୨୦୨୫ ବର୍ଷ ପାଇଁ ୩ ବୈଜ୍ଞାନିକଙ୍କୁ ମେଡିସିନ୍‌ରେ ନୋବେଲ୍ ପୁରସ୍କାର । ମ୍ୟାରି ଇ. ବ୍ରୋନ୍‌କୋ, ଫ୍ରେଡ୍‌ ରାମ୍ସଡେଲ୍, ସିମୋନ ଶାକାଗୁଚିଙ୍କୁ ନୋବେଲ୍ । ଶରୀରରେ ପ୍ରତିରୋଧକ ଶକ୍ତି ବୃଦ୍ଧିଜନିତ ମେଡିସିନ୍ ଗବେଷଣା ପାଇଁ ନୋବେଲ୍ । ରୟାଲ୍ ସ୍ୱିଡିଶ୍ ଏକାଡେମୀ ଅଫ୍ ସାଇନସେସ୍‌ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ପେରିଫେରାଲ ଇମ୍ୟୁନ ଟଲରେନ୍ସ (ଶରୀରର ବାହାର…

ଘୋଷଣା ହେଲା ତାରିଖ, ଏହି ଦିନଠୁ ଯୁକ୍ତ ୨ ପରୀକ୍ଷା ଫର୍ମଫିଲପ୍‌

ଭୁବନେଶ୍ଵର: ଯୁକ୍ତ ୨ ପରୀକ୍ଷା ଫର୍ମଫିଲପ୍‌ ନେଇ ତାରିଖ ଘୋଷଣା କଲା CHSE । ରେଗୁଲାର ପରୀକ୍ଷାର୍ଥୀ ଆସନ୍ତା ୨୦ରୁ ନଭେମ୍ବର ୬ ଭିତରେ ଭରିବେ ଫର୍ମ । ସେହିପରି ଏକ୍ସରେଗୁଲାର ପରୀକ୍ଷାର୍ଥୀ ଆସନ୍ତା ୧୩ରୁ ୨୫ ଭିତରେ ଫର୍ମ ଭରିବେ । ୨୦୦ ଟଙ୍କା ଫାଇନ୍‌ରେ ନଭେମ୍ବର ୧୦ରୁ ୧୪ ମଧ୍ୟରେ ଫର୍ମ ଫିଲଅପ୍‌ । ସେହିପରି ୬ ଶହ ଟଙ୍କା ଫାଇନ୍‌ରେ ନଭେମ୍ବର ୧୭ରୁ ୧୯ ମଧ୍ୟରେ…

ବାଜିଲା ନିର୍ବାଚନ ବିଗୁଲ, ନଭେମ୍ବର ୬ରୁ ବିହାର ବିଧାନସଭା ନିର୍ବାଚନ

ବିହାର: ବିହାର ବିଧାନସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ୍ । ନଭେମ୍ବର ୬ରୁ ବିହାର ବିଧାନସଭା ନିର୍ବାଚନ । ବିହାର ବିଧାନସଭା ନିର୍ବାଚନ ନେଇ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର । ଦୁଇଟି ପର୍ଯ୍ୟାୟରେ ହେବ ବିହାର ନିର୍ବାଚନ । ପ୍ରଥମ ପର୍ଯ୍ୟାୟ ମତଦାନ ନଭେମ୍ୱର ୬ ଓ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ନଭେମ୍ୱର ୧୧ରେ ହେବ । ନଭେମ୍ୱର ୧୪ରେ ଭୋଟ ଗଣତି ଓ ପରିଣାମ ଘୋଷଣା…

ଘୋଷଣା ହେଲା ତାରିଖ, ନଭେମ୍ୱର ୧୧ରେ ନୂଆପଡ଼ା ଉପନିର୍ବାଚନ

ନୂଆପଡା: ବାଜିଲା ନିର୍ବାଚନ ବିଗୁଲ । ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ । ଉପନିର୍ବାଚନ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର । ନଭେମ୍ବର ୧୪ ତାରିଖରେ ଭୋଟ୍ ଗଣତି । ଆସନ୍ତା ୧୩ରେ ପ୍ରକାଶ ପାଇବ ନୂଆପଡ଼ା ଉପନିର୍ବାଚନ ବିଜ୍ଞପ୍ତି । ଅକ୍ଟୋବର ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ । ଅକ୍ଟୋବର ୨୨ରେ ଯାଞ୍ଚ, ୨୪ ରେ ନାମାଙ୍କନ ପ୍ରତ୍ୟାହାର ଶେଷ ତାରିଖ ।…

ମହିଳା ଦିନିକିଆ ବିଶ୍ବକପ: ପାକିସ୍ତାନକୁ ଲାଗାତାର ୧୨ ଥର ହରାଇଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ: ପଡିଆରେ ପୁଣି ଚିତପଟାଙ୍ଗ ହେଲା ପାକିସ୍ତାନ । ମହିଳା ଖେଳାଳି ବି ନେଲେ ୨୬ ଜଣଙ୍କୁ ହତ୍ୟାର ପ୍ରତିଶୋଧ । ପୁଣି କ୍ରିକେଟ ମଇଦାନରେ ଅପରେଶନ ସିନ୍ଦୂର । ମହିଳା ଦିନିକିଆ ବିଶ୍ବକପରେ ପାକିସ୍ତାନକୁ ୮୮ ରନ୍‌ରେ ହରାଇଲା ଭାରତ । ୨୪୮ ଟାର୍ଗେଟ୍‌କୁ ପିଛା କରି ପାକିସ୍ତାନ ୧୫୯ ରନ୍‌ରେ ଅଲ୍‌ଆଉଟ୍‌ ହୋଇଥିଲା । ଖେଳ ଆରମ୍ଭରୁ ଉଭୟ ଟିମର ଖେଳାଳି କରମର୍ଦ୍ଦନ କରିନଥିଲେ କି ଶେଷ…

କଟକରେ କର୍ଫ୍ୟୁ: ୩୬ ଘଣ୍ଟା ଯାଏଁ ଚକ ଅଖ ସବୁ ଜାମ୍, ଘରୁ ବାହାରିଲେ….

କଟକ: କଟକରେ ଶାନ୍ତି ବଜାୟ ପାଇଁ ୩୬ ଘଣ୍ଟିଆ କର୍ଫ୍ୟୁ ଜାରି ହୋଇଛି । ଦରଘାବଜାର ସମେତ ୧୩ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗିଛି । ଗତକାଲି ରାତି ୧୦ଟାରୁ ୩୬ ଘଣ୍ଟା ପାଇଁ ୧୩ଟି ଥାନା ଅଞ୍ଚଳରେ ଜାରି ହୋଇଛି କର୍ଫ୍ୟୁ । କର୍ଫ୍ୟୁ ବେଳେ ପେଟ୍ରୋଲ୍ ପମ୍ପ, ହସ୍ପିଟାଲ୍, ମେଡିସିନ୍ ଷ୍ଟୋର୍ ଓ ଗ୍ରୋସରୀ ଦୋକାନ ଖୋଲା ରହିବ । କଟକରେ କର୍ଫ୍ୟୁ କଟକଣା ନେଇ ଅତିରିକ୍ତ…