Blog

ଆଜି ଗାନ୍ଧୀ, ଶାସ୍ତ୍ରୀ ଜୟନ୍ତୀ, ଦୁଇ ମହାନାୟକଙ୍କୁ ମନେ ପକାଉଛନ୍ତି ଦେଶବାସୀ

ନୂଆଦିଲ୍ଲୀ: ଆଜି ଜାତିର ପିତା ମହାତ୍ମାଗାନ୍ଧୀଙ୍କ ଜନ୍ମ ଜୟନ୍ତୀ । ଅକ୍ଟୋବର ୨ ତାରିଖ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ ବାପୁ  । ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ମହାନ ଯୁଗପୁରୁଷ ହେଉଛନ୍ତି ମହାତ୍ମା ଗାନ୍ଧୀ । ଅହିଂସା ଉପାୟରେ ଦେଶରୁ ଇଂରେଜ ସରକାରଙ୍କୁ ତଡ଼ି ସ୍ବାଧୀନତା ଆଣିଥିବା ମହାନ ପୁରୁଷ ହେଉଛନ୍ତି ଜାତିର ଜନକ ମହାତ୍ମା ଗାନ୍ଧୀ । ତାଙ୍କ ନେତୃତ୍ୱରେ ହିଁ ଦେଶ…

ଆଜି ବିଜୟା ଦଶମୀ, ପାରମ୍ପରିକ ରୀତିନୀତିରେ ଚାଲିଛି ମା’ଙ୍କ ପୂଜା

ଭୁବନେଶ୍ଵର: ଆଜି ବିଜୟା ଦଶମୀ । ଅସତ୍ୟ ଉପରେ ସତ୍ୟର, ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ। ମଣ୍ତପରେ କରାଯାଉଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ପୁରପଲ୍ଲୀ । ପୂଜା ମଣ୍ତପରୁ ଆରମ୍ଭ କରି ଘରେ ଘରେ ରୀତିନୀତି ଅନୁସାରେ ଚାଲିଛି ମା ଜଗତଜନନୀଙ୍କ ପୂଜା । ବିଜୟା ଦଶମୀ ଅବସରରେ ପୂଜା ମଣ୍ଡପ ଗୁଡିକରେ ଭାବ ଓ ଭକ୍ତିମୟ…

ଖୁସି ଖବର, କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି

ଭୁବନେଶ୍ଵର: ଦଶହରାରେ ଖୁସି ଖବର । କେନ୍ଦ୍ରୀୟ ସରକାରୀ କର୍ମଚାରୀ ଏବଂ ପେନ୍‌ସନଧାରୀଙ୍କ DA ୩% ବୃଦ୍ଧି । DA ଓ DR ୩% ବୃଦ୍ଧି ନେଇ ସୂଚନା ଦେଲେ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ପିଛିଲା ଭାବେ ୧ ଜୁଲାଇ ୨୦୨୫ରୁ ଲାଗୁ ହେବ । ପ୍ରାୟ ୪୯ ଲକ୍ଷ କର୍ମଚାରୀ ଏବଂ ୬୫ ଲକ୍ଷ ପେନ୍‌ସନଧାରୀ ଏଥିରେ ଉପକୃତ ହେବେ । ସରକାରଙ୍କୁ ୧୦ ହଜାର…

ଡାକ୍ତରଖାନାରେ ଭର୍ତ୍ତି ହେଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ । ତାଙ୍କୁ ବେଙ୍ଗାଲୁରୁର MS ରମୈୟା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବାରମ୍ବାର ଜ୍ୱର ହେବାପରେ ଖଡ୍‌ଗେଙ୍କ ସ୍ୱାସ୍ଥ୍ୟ ବହୁତ ଖରାପ ହୋଇଥିଲା । ମଙ୍ଗଳବାର ବିଳମ୍ବିତ ରାତିରେ ଡାକ୍ତରଖାନାକୁ ନିଆଯାଇଥିଲା । ଡାକ୍ତରୀ ଟିମ୍ ତୁରନ୍ତ ତାଙ୍କର ପରୀକ୍ଷା କରିଥିଲେ। ଖଡ୍‌ଗେଙ୍କ ଅବସ୍ଥା ସ୍ଥିର ନହେବା ପର୍ଯ୍ୟନ୍ତ ତାଙ୍କୁ ନିରୀକ୍ଷଣରେ ରଖାଯିବ । ଖଡ୍‌ଗେଙ୍କ ଡାକ୍ତରଖାନାରେ ଭର୍ତ୍ତି ହେବା…

ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର; କାଲିଠୁ ବଢ଼ିପାରେ ବର୍ଷାର ପରିମାଣ

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ଲଘୁଚାପ ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ୩ ତାରିଖ ସକାଳ ସମୟରେ ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ…

ପ୍ରସିଦ୍ଧ ଆସାମୀ କଣ୍ଠଶିଳ୍ପୀ ଜୁବିନ ଗର୍ଗ ମୃତ୍ୟୁ ମାମଲାରେ ୨ ଗିରଫ

ଗୌହାଟୀ: ପ୍ରସିଦ୍ଧ ଆସାମୀ କଣ୍ଠଶିଳ୍ପୀ ଜୁବିନ ଗର୍ଗ ମୃତ୍ୟୁ ମାମଲାରେ ୨ ଗିରଫ । ଶ୍ୟାମକାନୁ ମହାନ୍ତ ଓ ସିଦ୍ଧାର୍ଥ ଶର୍ମାଙ୍କୁ ଗିରଫ କଲା ଆସାମ ପୋଲିସ । ସିଙ୍ଗାପୁରରେ ଗିରଫ ପରେ ଉଭୟଙ୍କୁ ଗୌହାଟୀ ଅଣାଗଲା । ସେପ୍ଟେମ୍ବର ୧୯ରେ ସିଙ୍ଗାପୁରରେ ଜୁବିନ ଗର୍ଗଙ୍କ ମୃତ୍ୟୁ ହୋଇଥିଲା । ନର୍ଥ ଇଷ୍ଟ ଇଣ୍ଡିଆ ଫେଷ୍ଟିଭାଲ୍‌ରେ ଯୋଗଦେବାକୁ ଯାଇଥିବା ବେଳେ ମୃତ୍ୟୁ ହୋଇଥିଲା । ନର୍ଥ ଇଷ୍ଟ ଇଣ୍ଡିଆ ଫେଷ୍ଟିଭାଲ୍‌ର…

SI ପରୀକ୍ଷା ଜାଲିଆତି: ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କ୍ରାଇମବ୍ରାଞ୍ଚ

ବ୍ରହ୍ମପୁର: ପୋଲିସ SI ପରୀକ୍ଷା ଜାଲିଆତିରେ ବଡ଼ କାର୍ଯ୍ୟାନୁଷ୍ଠାନ । ୧୧୭ ପରୀକ୍ଷାର୍ଥୀଙ୍କ ସହ ୨ ଦଲାଲଙ୍କୁ ଗିରଫ କଲା ବ୍ରହ୍ମପୁର ପୋଲିସ । ରାତି ସାରା କ୍ରାଇମବ୍ରାଞ୍ଚ ଓ ବ୍ରହ୍ମପୁର ପୋଲିସର ଜେରା ପରେ ୧୧୯ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ୧୧୯ ଜଣଙ୍କୁ ଆଜି କୋର୍ଟ ଚାଲାଣ କରାଯିବ । ପରୀକ୍ଷାରେ ଜାଲିଆତି ପାଇଁ ହାଇଦ୍ରାବାଦ ଯିବାବେଳେ ୧୧୯ ଜଣ ଧରାପଡ଼ିଥିଲେ । ଆନ୍ଧ୍ର…

ଚାରିଆଡ଼େ ପାର୍ବଣର ମହକ, ଆଜି ପୀଠରେ ଦଶମୀ ଏବଂ ମଣ୍ଡପେ ଚାଲିଛି ନବମୀ ପୂଜା

ଭୁବନେଶ୍ବର: ଚାରିଆଡ଼େ ପାର୍ବଣର ମହକ । ଉତ୍ସବ ମୁଖର ପରିବେଶ । ସୁନା, ରୁପା ମେଢରେ ଶୋଭା ପାଉଛନ୍ତି ଦେବୀ ଦୁର୍ଗା । ବିଭିନ୍ନ ସ୍ଥାନରେ ସୁଉଚ୍ଚ ତୋରଣ ମନ ମୋହୁଛି । କଟକ, ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମହାଆଡମ୍ବରରେ ଦୁର୍ଗାପୂଜା ଚାଲିଛି । ମେଢ଼ ଦେଖିବା ପାଇଁ ସନ୍ଧ୍ୟା ହେଲେ ବଢୁଛି ଭିଡ଼ । ଚିକ୍‌ମିକ୍‌ ଆଲୋକମାଳାରେ ଝଲସି ଉଠୁଛି ପୂଜା ମଣ୍ଡପ ।  ଆଜି…

ନବରାତ୍ରୀ: ଅଷ୍ଟସିଦ୍ଧିର ଅଧିଷ୍ଠାତ୍ରୀ ମା’ ସିଦ୍ଧିଦାତ୍ରୀ

ଭୁବନେଶ୍ଵର: ଉତ୍ସବ ଓ ଉତ୍ସାହର ସହ ଚାଲିଛି ଜଗତଜନନୀଙ୍କ ପୂଜା । ଆଜି ମାଆ ଦୁର୍ଗାଙ୍କ ମହାନବମୀ ପୂଜା । ମା’ ଦୂର୍ଗାଙ୍କ ନବମ ଶକ୍ତିର ଉର୍ଜ୍ଜାରୁ ଜନ୍ମ ନେଇଛନ୍ତି ମା’ ସିଦ୍ଧିଦାତ୍ରୀ । ସବୁ ପ୍ରକାରର ସିଦ୍ଧିକୁ ଆଶୀର୍ବାଦ ସ୍ୱରୁପ ଦେଉଥିବା ମା’ ମହାମାୟାଙ୍କୁ ନବରାତ୍ରୀର ମହାନବମୀ ଦିନ ଉପାସନା କରାଯାଏ । ଏହି ଦିନ ଶାସ୍ତ୍ରୀୟ ବିଧି-ବିଧାନ ଏବଂ ପୂର୍ଣ୍ଣ ନିଷ୍ଠାର ସହ ସାଧନା କରିବା ଦ୍ୱାରା…

RBI ଡେପୁଟି ଗଭର୍ଣ୍ଣର ଭାବେ ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ନିଯୁକ୍ତି

ଭୁବନେଶ୍ଵର: RBI ଡେପୁଟି ଗଭର୍ଣ୍ଣର ଭାବେ ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ନିଯୁକ୍ତି । ୩ ବର୍ଷ ପାଇଁ ନିଯୁକ୍ତି ହେଲେ ଶିରୀଶ ମୁର୍ମୁ । କ୍ୟାବିନେଟ୍ ନିଯୁକ୍ତି କମିଟିର ଏନେଇ ଅନୁମୋଦନ ମିଳିଛି । ଅକ୍ଟୋବର ୯ ତାରିଖରେ ଦାୟିତ୍ବ ନେବେ ଶିରୀଶ । RBIର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ ଦୀର୍ଘ ଦିନର ଅଭିଜ୍ଞତା ରହିଛି । ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ।…