ଝାରସୁଗୁଡା ଆସୁଛନ୍ତି ମୋଦିି, ସୁରକ୍ଷା ଯାଞ୍ଚ କଲେ ମୁଖ୍ୟମନ୍ତ୍ରୀ
ଝାରସୁଗୁଡା: ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମୋଦିଙ୍କ ଝାରସୁଗୁଡ଼ା ଗସ୍ତ । ପୂର୍ବାହ୍ନ ୧୧ଟା ୧୦ ମିନିଟ୍ରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ ମୋଦି । ୧୧ଟା ୨୫ରେ ଅମଲିପାଲି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ସେଠାରେ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ । କାର୍ଯ୍ୟକ୍ରମ ସାରି ୧୨ଟା ୪୫ ମିନିଟ୍ରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ମୋଦି । ଆସନ୍ତାକାଲି ଝାରସୁଗୁଡ଼ା ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
