ପରଲୋକରେ ଅର୍ଜୁନ ପୁରସ୍କାର ବିଜେତା ବିଜୟ କୁମାର ଶତପଥୀ
ଭୂବନେଶ୍ଵର: ଅର୍ଜୁନ ପୁରସ୍କାର ବିଜେତା ବିଜୟ କୁମାର ଶତପଥୀଙ୍କ ପରଲୋକ । ପୂର୍ବତନ ଅନ୍ତର୍ଜାତୀୟ ଭାରୋତ୍ତୋଳକ ବିଜୟ କୁମାର ଶତପଥୀ । ବାର୍ଦ୍ଧକ୍ୟ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକଙ୍କ ସୂଚନା । ୧୯୮୨ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଥିଲେ ବିଜୟ । ଜଣେ ଓଡ଼ିଆ ଭାରୋତ୍ତଳକ ଅଟନ୍ତି ବିଜୟ କୁମାର ଶତପଥୀ । କୌଣସି ଆନ୍ତରାଷ୍ଟ୍ରୀୟ ପ୍ରତିଯୋଗୀତାରେ ପଦକ ଜିତିବାରେ ସେ ଥିଲେ ପ୍ରଥମ ଓଡ଼ିଆ ଖେଳାଳି । ବିଜୟ…
