ଉତ୍କଳ ବିଶ୍ବବିଦ୍ୟାଳୟର ୪ ହଷ୍ଟେଲରୁ ବିଦା ହେବେ ଅଣଛାତ୍ର; କ୍ୟାମ୍ପସରେ ପୋଲିସ ମୁତୟନ
ଭୁବନେଶ୍ଵର: ବାଣୀବିହାରରୁ ଅଣଛାତ୍ରଙ୍କୁ ତଡ଼ିବା ପାଇଁ ପ୍ରକ୍ରିୟା ଆରମ୍ଭ । ଉତ୍କଳ ବିଶ୍ବବିଦ୍ୟାଳୟର ୪ ହଷ୍ଟେଲରେ ବ୍ୟାପକ ଯାଞ୍ଚ । ୧,୨,୩ ଓ ୫ ନମ୍ବର ହଷ୍ଟେଲରେ ବ୍ୟାପକ ଯାଞ୍ଚ । ବନ୍ଦ ଥିବା ହଷ୍ଟେଲ ରୁମ୍ ତାଲା ଭାଙ୍ଗି ଯାଞ୍ଚ କରୁଛନ୍ତି ବିଶ୍ଵବିଦ୍ୟାଳୟ କର୍ତ୍ତୃପକ୍ଷ । ପୋଲିସ ଉପସ୍ଥିତିରେ ତାଲା ଭାଙ୍ଗି ଚାଲିଛି ଯାଞ୍ଚ । ତାଲା ଭାଙ୍ଗି ବାହାରକୁ ଆସବାବପତ୍ର ନେଲେ କର୍ତ୍ତୃପକ୍ଷ । ସେପଟେ କ୍ୟାମ୍ପସରେ…
