Blog

ଫାଣ୍ଡିରେ ଦମ୍ପତ୍ତିଙ୍କୁ ନିର୍ଯାତନା ମାମଲା, ପୂର୍ବତନ ସବ୍ ଇନ୍ସପେକ୍ଟରଙ୍କୁ ଗିରଫ ପାଇଁ ନିର୍ଦ୍ଦେଶ

ଖଣ୍ଡପଡ଼ା: କଣ୍ଟିଲୋ ଫାଣ୍ଡିର ପୂର୍ବତନ ସବ୍ ଇନ୍ସପେକ୍ଟରଙ୍କୁ ଗିରଫ ପାଇଁ ନିର୍ଦ୍ଦେଶ । ପୋଲିସ୍ ଏସଆଇଙ୍କ ସହ କନଷ୍ଟେବଳଙ୍କୁ ଗିରଫ କରିବା ପାଇଁ ନିର୍ଦ୍ଦେଶ । ଏସ୍‌ଆଇ ରମେଶ ଜେନା ଓ କନଷ୍ଟେବଳ ସୁଧୀର ତାଲିଙ୍କୁ ଗିରଫ ନିର୍ଦ୍ଦେଶ । ଗିରଫ ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ରାଜ୍ୟ ମାନବାଧିକାର କମିସନ । ସୂଚନା ଅନୁସାରେ, ଗତ ୨୦୨୪ ମାର୍ଚ୍ଚ ୧୯ରେ ଫାଣ୍ଡିରେ ନିର୍ଯାତନା ନେଇ OHRCର ଦ୍ୱାରସ୍ତ ହୋଇଥିଲେ…

ଫେବୃଆରୀରେ ଯୁକ୍ତ ଦୁଇ ପରୀକ୍ଷା, ଜାଣନ୍ତୁ କେବେ ମିଳିବ ଆଡମିଟ୍ କାର୍ଡ

ଭୁବନେଶ୍ଵର: ଆସନ୍ତା ଫେବ୍ରୁଆରୀ ମାସରେ ହେବ ଯୁକ୍ତ ଦୁଇ ପରୀକ୍ଷା । ଫେବ୍ରୁଆରି ମାସ ୧୫ ତାରିଖରୁ ୨୫ ତାରିଖ ଭିତରେ ଯୁକ୍ତ ଦୁଇ ପରୀକ୍ଷା ହେବ । ଏଥିପାଇଁ ଡିସେମ୍ବର ୧୫ ସୁଦ୍ଧା ମିଳିବ ଆଡମିଟ୍ କାର୍ଡ । ତେବେ ମିଳିଥିବା ସୂଚନା ମୁତାବକ, ଇଣ୍ଟରନାଲ ପରୀକ୍ଷା ଡ଼ିସେମ୍ବର ୨୨ରୁ ୩୧ ଭିତରେ ହେବ । ଯେଉଁମାନେ ଏହି ସମୟରେ ଇଣ୍ଟରନାଲ ଦେଇପାରିବେ ନାହିଁ, ସେମାନେ ଜାନୁଆରୀ ୧୦ରୁ…

ଦୀପାବଳି ୨୦୨୫: କରନ୍ତୁ ରାଶି ଅନୁସାରେ ଦାନ, ମିଳିବ ଶୁଭ ଫଳ

ଭୁବନେଶ୍ଵର: ପ୍ରତ୍ୟେକ ବର୍ଷ କାର୍ତ୍ତିକ କୃଷ୍ଣ ପକ୍ଷର ଅମାବାସ୍ୟା ତିଥିରେ ଦୀପାବଳି ପର୍ବ ହର୍ଷ ଉଲ୍ଲାସରେ ପାଳନ କରାଯାଏ । ଚଳିତ ବର୍ଷ ୨୦ ଅକ୍ଟୋବର ୨୦୨୫, ସୋମବାର ଦିନ ଦୀପାବଳି ପର୍ବ ପାଳନ କରାଯିବ । ଏହି ଦିନରେ ମା’ଲକ୍ଷ୍ମୀ ଓ ଭଗବାନ ଗଣେଶଙ୍କର ବିଶେଷ ଭାବେ ପୂଜାର୍ଚ୍ଚନା କରାଯାଏ । ଧାର୍ମିକ ମାନ୍ୟତା ଅନୁସାରେ ଦୀପାବଳି ଦିନ ପୂଜା-ପାଠ ଓ ଦାନ ଧର୍ମ କରିବା ଦ୍ୱାରା ବିଶେଷ…

ଋତୁସ୍ରାବ ବେଳେ ପେଟ ଯନ୍ତ୍ରଣାକୁ ନେଇ ଚିନ୍ତିତ କି, ଖାଆନ୍ତୁ ଏହି ଖାଦ୍ୟ…

ଭୁବନେଶ୍ଵର: ଋତୁସ୍ରାବ ସମୟରେ ମହିଳାଙ୍କ ପେଟ ଯନ୍ତ୍ରଣା ଅଧିକ ହୋଇଥାଏ । ଏହି ଯନ୍ତ୍ରଣା ବେଳେବେଳେ ଏତେ ଅଧିକ ବଢ଼ିଯାଏ ଯେ ଆପଣ ପ୍ରତିଦିନର କାମ ଠିକ୍‌ ଭାବେ କରିପାରନ୍ତି ନାହିଁ । ତେବେ ଏହି କଷ୍ଟକୁ ଦୂର କରିବା ପାଇଁ ମେଡିକାଲ ଷ୍ଟୋରରେ ଅନେକ ପ୍ରକାରର ଔଷଧ ଉପଲବ୍ଧ ଥାଏ । କିନ୍ତୁ ହେଲ୍ଥ ଏକ୍ସପର୍ଟମାନେ ଏହି ସମୟରେ ଔଷଧ ଖାଇବାକୁ ବାରଣ କରନ୍ତି । କିନ୍ତୁ ମହିଳାମାନେ…

ଆକାଶ ଛୁଆଁ ସୁନା ଦର, ବେହୋସ୍ କରୁଛି ରୁପା

ଭୁବନେଶ୍ଵର: ଆଜି ସକାଳୁ ସୁନା ରେଟ ପୁଣି ଉପରେ କାରବାର କରୁଛି । ସୁନା ଦରରେ ଆଜି ସାମାନ୍ୟ ବୃଦ୍ଧି ଘଟିଛି । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୨୮,୮୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର…

ସମୟ ଆସିଲେ ୨୦ ହଜାର ସମର୍ଥକଙ୍କୁ ଦିଲ୍ଲୀ ନେଇ କଂଗ୍ରେସରେ ମିଶିବି: ନାଣ୍ଡୁ ଧଳ

ଭୁବନେଶ୍ଵର: ପିସିସି ସଭାପତି ଭକ୍ତ ଦାସଙ୍କୁ ଯାତ୍ରା ପାର୍ଟି ମାଲିକ ନାଣ୍ଡୁ ଧଳଙ୍କ କାଉଣ୍ଟର । ଭକ୍ତ ଓ ତାଙ୍କ ପୁଅଙ୍କ ନାଁରେ ୬ରୁ ଊର୍ଦ୍ଧ୍ବ ମାମଲା ରହିଛି । ଲାଞ୍ଚ, ହତ୍ୟା ଧମକ, ଟଙ୍କା ହେରଫେର୍ ଭଳି ସଙ୍ଗୀନ ଅଭିଯୋଗ ରହିଛି । ଯଦି ରାଜନୀତିରେ ଏସବୁ ଧରାଯାଏ ତେବେ କଂଗ୍ରେସରେ କେହି ରହିବେନି ବୋଲି କହିଛନ୍ତି ନାଣ୍ଡୁ ଧଳ । ମୋ ନାଁରେ ତାଙ୍କ ଭଳି ବଡ଼…

ଏକାଠି ବିଷ ପିଇଲେ ୨୪ କିନ୍ନର, ହସ୍ପିଟାଲରେ ଭର୍ତ୍ତି

ଇନ୍ଦୋର: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ୨୪ଜଣ କିନ୍ନର ଏକାଠି ବିଷ ପିଇ ଆତ୍ମହତ୍ୟା କରିଛନ୍ତି । ଘଟଣାକୁ ନେଇ ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି । ସମସ୍ତ କିନ୍ନର ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ସେମାନଙ୍କ ସ୍ଵାସ୍ଥ୍ୟବସ୍ତାରେ ସୁଧାର ଆସିଛି । ସୂଚନା ଅନୁସାରେ, ନନ୍ଦଲାଲପୁରରେ ଜଣେ କିନ୍ନର ଦୁଇଜଣ ଗଣମାଧ୍ୟମ କର୍ମଚାରୀଙ୍କ ବିରୋଧରେ ଦୁଷ୍କର୍ମ, ଆକ୍ରମଣ ଏବଂ ହତ୍ୟା ଧମକର ଅଭିଯୋଗ…

ନକ୍ସଲବାଦ ବିରୋଧରେ ବଡ ସଫଳତା: ଛତିଶଗଡ଼ରେ ୧୭୦ ନକ୍ସଲଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ: ଛତିଶଗଡ଼ରେ ୧୭୦ ନକ୍ସଲଙ୍କ ଆତ୍ମସମର୍ପଣ । ଏନେଇ ଏକ୍ସରେ ସୂଚନା ଦେଲେ ଗୃହ ମନ୍ତ୍ରୀ ଅମିତ ଶାହ । ନକ୍ସଲବାଦ ବିରୋଧରେ ଏହା ବଡ଼ ସଫଳତା ବୋଲି କହିଲେ ଶାହ । ଏହାକୁ ମିଶାଇ ୨ ଦିନରେ ୨୫୮ ନକ୍ସଲଙ୍କ ଆତ୍ମସମର୍ପଣ କଲେଣି । ଗତକାଲି ମହାରାଷ୍ଟ୍ରରେ ୬୧ ନକ୍ସଲ ଅସ୍ତ୍ର ତ୍ୟାଗ କରି ମୁଖ୍ୟସ୍ରୋତକୁ ଆସିଥିଲେ । ସେହିପରି କାଲି ଛତିଶଗଡ଼ରେ ମଧ୍ୟ ୨୭ ନକ୍ସଲ ଅସ୍ତ୍ର…

WHO ଅନୁମୋଦନ ବିନା ORS ଲେବଲ୍‌ ବ୍ୟବହାର କରାଯାଇ ପାରିବନି

ନୂଆଦିଲ୍ଲୀ: WHO ଅନୁମୋଦନ ବିନା ORS ଲେବଲ୍‌ ବ୍ୟବହାର କରାଯାଇ ପାରିବନି । ଏନେଇ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ FSSAIର ନିର୍ଦ୍ଦେଶ । ୨୦୨୨ ଜୁଲାଇ ୧୪, ଓ ୨୦୨୪ ଫେବୃଆରୀ ୨ ପୂର୍ବ ଆଦେଶ ବାତିଲ । ବ୍ରାଣ୍ଡ ନାମରେ ORSକୁ ପ୍ରିଫିକ୍ସ ବା ସଫିକ୍ସ ଭାବେ ଯୋଡ଼ିବା ଅନୁମତି ବାତିଲ୍‌ । ଯଦି ORS ଭୁଲ ଭାବେ ବ୍ୟବହୃତ ହୁଏ, ତେବେ ଏହା ବିପଦ…

ଶ୍ରୀମୟୀ ଓ ଜୟଙ୍କୁ ସମାଲୋଚନା, କହିଲେ ମିଳିବନି ଅନୁକମ୍ପା ଭୋଟ

ସମସ୍ତଙ୍କ ସହମତିରେ ହୋଇଛି ପ୍ରାର୍ଥୀ । ରାଜୁ ଭାଇ ଢୋଲକିଆଙ୍କ ସହିତ ଲୋକଙ୍କ ଇମୋସନ ଅଛି । କିନ୍ତୁ ଜୟ ଢୋଲକିଆଙ୍କୁ ଅନୁକମ୍ପା ଭୋଟ ମିଳିବନି . ଭୁବନେଶ୍ଵର: ନୂଆପଡ଼ା ଉପନିର୍ବାଚନକୁ ନେଇ ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପ୍ରତିକ୍ରିୟା । ମୁଁ ଓଡ଼ିଶା ସାରା ବୁଲୁଛି, ପାଖ ଦୂର କିଛି ନୁହେଁ, ବାହାରିଆ ନୁହେଁ । ମୁଁ ପ୍ରାର୍ଥୀ ବାଛିବା କମିଟିରେ ଥିଲି, ସମସ୍ତଙ୍କ ସହମତିରେ ମତେ ପ୍ରାର୍ଥୀ…