କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର: କେନ୍ଦୁପତ୍ର ଉପରେ ୧୮%ରୁ ୫%କୁ ଖସିଲା GST
ଭୁବନେଶ୍ଵର: GST ସ୍ଲାବକୁ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରେସମିଟ୍ । ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରେସମିଟ୍ । କେନ୍ଦୁପତ୍ର ଉପରେ GST ୫%କୁ ହ୍ରାସ କରିଛନ୍ତି ମୁଖ୍ୟମନ୍ତ୍ରୀ । କେନ୍ଦୁପତ୍ର ଉପରେ ପୂର୍ବରୁ GST ୧୮ ପ୍ରତିଶତ ଥିବା ବେଳେ ଏବେ ଏହା ୫ ପ୍ରତିଶତକୁ ହ୍ରାସ ହୋଇଛି । ଏହାଦ୍ଵାରା ଓଡ଼ିଶାର କେନ୍ଦୁପତ୍ର ତୋଳାଳି ଉପକୃତ ହେବେ ଏବଂ କେନ୍ଦୁପତ୍ର ବିକ୍ରି…
