Blog

ପୂର୍ବତନ ସାଂସଦ ପିନାକୀ ମିଶ୍ରଙ୍କ ନାଁରେ ସାଂଘାତିକ ଅଭିଯୋଗ

ଭୁବନେଶ୍ଵର: ସମସ୍ୟାରେ ବିଜେଡିର ପୂର୍ବତନ ସାଂସଦ ପିନାକୀ ମିଶ୍ର । ପିନାକୀ ମିଶ୍ରଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ । ଆର୍ଥିକ ହେରଫେର, ମନି ଲଣ୍ଡରିଂ ଭଳି ସଙ୍ଗୀନ ଅଭିଯୋଗର ସାମ୍ନା କରିଛନ୍ତି ବିଜେଡି ନେତା । କେବଳ ସେତିକି ନୁହେଁ ସଂସଦରେ ଦେଶ ସୁରକ୍ଷାର ଗୁପ୍ତ ତଥ୍ୟ ନେଇ ପ୍ରଶ୍ନ ପଚାରିବା ଅଭିଯୋଗ ମଧ୍ୟ ହୋଇଛି । ସନ୍ଦେହଜନକ ସମ୍ପତ୍ତି କାରବାର, ଟ୍ରଷ୍ଟ ନାଁରେ ବିଦେଶରୁ ଟଙ୍କା ଆଣିବା,…

ବିରାଜିଛନ୍ତି ଅଗ୍ରପୂଜ୍ୟ, ଗୋବର ଗଣେଷ ଭାବେ ପୂଜା ପାଉଛନ୍ତି ବିଘ୍ନବିନାଶକ

ଭୁବନେଶ୍ଵର: ରାଜ୍ୟର ବିଭିନ୍ନ ପୂଜାମଣ୍ଡପରେ ବିରାଜିଛନ୍ତି ପ୍ରଭୁ ଗଜାନନ । ଏଥିପାଇଁ ଗାଁଠୁ ସହର ଚଳଚଞ୍ଚଳ । ପ୍ରଭୁଙ୍କ ଆଗମନକୁ ନେଇ ସବୁଆଡେ ବ୍ୟାପକ ପ୍ରସ୍ତୁତି । ଏଥିପାଇଁ ବିଭିନ୍ନ ଶିକ୍ଷାନୁଷ୍ଠାନ ସହ ପୂଜାମଣ୍ଡପ ଗୁଡିକ ଆକର୍ଷଣୀୟ ଢଙ୍ଗରେ ହୋଇଛି ସଜା । ସକାଳୁ ସକାଳୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଯାଇଛି ପ୍ରଭୁ ଗଜାନନଙ୍କ ପୂଜା । ସ୍କୁଲ, କଲେଜ ସାଙ୍ଗକୁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂଜା କରାଯାଉଥିବା ବେଳେ…