Blog

ସମୟ ଆସିଲେ ୨୦ ହଜାର ସମର୍ଥକଙ୍କୁ ଦିଲ୍ଲୀ ନେଇ କଂଗ୍ରେସରେ ମିଶିବି: ନାଣ୍ଡୁ ଧଳ

ଭୁବନେଶ୍ଵର: ପିସିସି ସଭାପତି ଭକ୍ତ ଦାସଙ୍କୁ ଯାତ୍ରା ପାର୍ଟି ମାଲିକ ନାଣ୍ଡୁ ଧଳଙ୍କ କାଉଣ୍ଟର । ଭକ୍ତ ଓ ତାଙ୍କ ପୁଅଙ୍କ ନାଁରେ ୬ରୁ ଊର୍ଦ୍ଧ୍ବ ମାମଲା ରହିଛି । ଲାଞ୍ଚ, ହତ୍ୟା ଧମକ, ଟଙ୍କା ହେରଫେର୍ ଭଳି ସଙ୍ଗୀନ ଅଭିଯୋଗ ରହିଛି । ଯଦି ରାଜନୀତିରେ ଏସବୁ ଧରାଯାଏ ତେବେ କଂଗ୍ରେସରେ କେହି ରହିବେନି ବୋଲି କହିଛନ୍ତି ନାଣ୍ଡୁ ଧଳ । ମୋ ନାଁରେ ତାଙ୍କ ଭଳି ବଡ଼…

ଏକାଠି ବିଷ ପିଇଲେ ୨୪ କିନ୍ନର, ହସ୍ପିଟାଲରେ ଭର୍ତ୍ତି

ଇନ୍ଦୋର: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ୨୪ଜଣ କିନ୍ନର ଏକାଠି ବିଷ ପିଇ ଆତ୍ମହତ୍ୟା କରିଛନ୍ତି । ଘଟଣାକୁ ନେଇ ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି । ସମସ୍ତ କିନ୍ନର ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ସେମାନଙ୍କ ସ୍ଵାସ୍ଥ୍ୟବସ୍ତାରେ ସୁଧାର ଆସିଛି । ସୂଚନା ଅନୁସାରେ, ନନ୍ଦଲାଲପୁରରେ ଜଣେ କିନ୍ନର ଦୁଇଜଣ ଗଣମାଧ୍ୟମ କର୍ମଚାରୀଙ୍କ ବିରୋଧରେ ଦୁଷ୍କର୍ମ, ଆକ୍ରମଣ ଏବଂ ହତ୍ୟା ଧମକର ଅଭିଯୋଗ…

ନକ୍ସଲବାଦ ବିରୋଧରେ ବଡ ସଫଳତା: ଛତିଶଗଡ଼ରେ ୧୭୦ ନକ୍ସଲଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ: ଛତିଶଗଡ଼ରେ ୧୭୦ ନକ୍ସଲଙ୍କ ଆତ୍ମସମର୍ପଣ । ଏନେଇ ଏକ୍ସରେ ସୂଚନା ଦେଲେ ଗୃହ ମନ୍ତ୍ରୀ ଅମିତ ଶାହ । ନକ୍ସଲବାଦ ବିରୋଧରେ ଏହା ବଡ଼ ସଫଳତା ବୋଲି କହିଲେ ଶାହ । ଏହାକୁ ମିଶାଇ ୨ ଦିନରେ ୨୫୮ ନକ୍ସଲଙ୍କ ଆତ୍ମସମର୍ପଣ କଲେଣି । ଗତକାଲି ମହାରାଷ୍ଟ୍ରରେ ୬୧ ନକ୍ସଲ ଅସ୍ତ୍ର ତ୍ୟାଗ କରି ମୁଖ୍ୟସ୍ରୋତକୁ ଆସିଥିଲେ । ସେହିପରି କାଲି ଛତିଶଗଡ଼ରେ ମଧ୍ୟ ୨୭ ନକ୍ସଲ ଅସ୍ତ୍ର…

WHO ଅନୁମୋଦନ ବିନା ORS ଲେବଲ୍‌ ବ୍ୟବହାର କରାଯାଇ ପାରିବନି

ନୂଆଦିଲ୍ଲୀ: WHO ଅନୁମୋଦନ ବିନା ORS ଲେବଲ୍‌ ବ୍ୟବହାର କରାଯାଇ ପାରିବନି । ଏନେଇ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ FSSAIର ନିର୍ଦ୍ଦେଶ । ୨୦୨୨ ଜୁଲାଇ ୧୪, ଓ ୨୦୨୪ ଫେବୃଆରୀ ୨ ପୂର୍ବ ଆଦେଶ ବାତିଲ । ବ୍ରାଣ୍ଡ ନାମରେ ORSକୁ ପ୍ରିଫିକ୍ସ ବା ସଫିକ୍ସ ଭାବେ ଯୋଡ଼ିବା ଅନୁମତି ବାତିଲ୍‌ । ଯଦି ORS ଭୁଲ ଭାବେ ବ୍ୟବହୃତ ହୁଏ, ତେବେ ଏହା ବିପଦ…

ଶ୍ରୀମୟୀ ଓ ଜୟଙ୍କୁ ସମାଲୋଚନା, କହିଲେ ମିଳିବନି ଅନୁକମ୍ପା ଭୋଟ

ସମସ୍ତଙ୍କ ସହମତିରେ ହୋଇଛି ପ୍ରାର୍ଥୀ । ରାଜୁ ଭାଇ ଢୋଲକିଆଙ୍କ ସହିତ ଲୋକଙ୍କ ଇମୋସନ ଅଛି । କିନ୍ତୁ ଜୟ ଢୋଲକିଆଙ୍କୁ ଅନୁକମ୍ପା ଭୋଟ ମିଳିବନି . ଭୁବନେଶ୍ଵର: ନୂଆପଡ଼ା ଉପନିର୍ବାଚନକୁ ନେଇ ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପ୍ରତିକ୍ରିୟା । ମୁଁ ଓଡ଼ିଶା ସାରା ବୁଲୁଛି, ପାଖ ଦୂର କିଛି ନୁହେଁ, ବାହାରିଆ ନୁହେଁ । ମୁଁ ପ୍ରାର୍ଥୀ ବାଛିବା କମିଟିରେ ଥିଲି, ସମସ୍ତଙ୍କ ସହମତିରେ ମତେ ପ୍ରାର୍ଥୀ…

ଏଥର ନୂଆପଡ଼ାରେ ବିଜେପିର ଏକପାଖିଆ ବିଜୟ ହେବ ମୁଖ୍ୟମନ୍ତ୍ରୀ

ନୂଆପଡା: ନୂଆପଡ଼ା ଉପନିର୍ବାଚନ ପ୍ରଚାରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ନୂଆପଡ଼ା ବିକାଶ ଦାୟିତ୍ୱ ମୋର, କଥା ଦେଇ କଥା ରଖିବୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ନୂଆପଡ଼ା ଇତିହାସରେ ନୂଆ ଫର୍ଦ୍ଦ ଯୋଡ଼ି ହେବାକୁ ଯାଉଛି । ଏବେଠାରୁ ନୂଆପଡ଼ାବାସୀ ଦେଖିବେ ଡବଲ ଇଞ୍ଜିନ ସରକାରର ବିକାଶ । ପୂର୍ବ ସରକାରରେ ମୁଖ୍ୟମନ୍ତ୍ରୀ ଉପନିର୍ବାଚନ ବେଳେ କଥା ଦେଇ ରଖୁ ନ ଥିଲେ । ମାତ୍ର ମୁଁ ଏହା…

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା। ତାଲିକାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଛତିଶଗଡ଼ CM ବିଷ୍ଣୁଦେବ ସାଏ । ସଭାପତି ମନମୋହନ ସାମଲ, ୩ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର, ଜୁଏଲ, ଅଶ୍ବିନୀ ବୈଷ୍ଣବ । ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ୨ ପ୍ରଭାରି ମଧ୍ୟ ସାମିଲ। ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ପ୍ରଭାତୀ ପରିଡ଼ା ଷ୍ଟାର ପ୍ରଚାରକ । ଏହା…

ନୂଆପଡ଼ା ପାଇଁ ସ୍ନେହାଙ୍ଗିନୀ ଛୁରିଆ ବିଜେଡି ପ୍ରାର୍ଥିନୀ

ନୂଆପଡ଼ା: ନୂଆପଡ଼ା ପାଇଁ ସ୍ନେହାଙ୍ଗିନୀ ଛୁରିଆ ବିଜେଡି ପ୍ରାର୍ଥିନୀ । ନୂଆପଡା ଉପନିର୍ବାଚନ ପାଇଁ ନାଁ ଘୋଷଣା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସ୍ନେହାଙ୍ଗିନୀ ଛୁରିଆ ହୋଇଛନ୍ତି ବିଜେଡି ପ୍ରାର୍ଥୀ । ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଅଛନ୍ତି ସ୍ନେହାଙ୍ଗିନୀ । ଅତାବିରାରୁ ୨ ଥର ବିଧାୟିକା ହୋଇଛନ୍ତି ସ୍ନେହାଙ୍ଗିନୀ ଛୁରିଆ । ପୂର୍ବରୁ ନୂଆପଡ଼ା ଉପନିର୍ବାଚନ ପାଇଁ ମନୋଜ ମିଶ୍ରଙ୍କ ନାମ ଚର୍ଚ୍ଚାରେ ରହିଥିଲା…

ବିହାର ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

ବିହାର: ବିହାର ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି । ଦ୍ବିତୀୟ ପର୍ଯ୍ୟାୟରେ ୧୨ ଜଣିଆ ତାଲିକା ଘୋଷଣା । ଅଲିନଗରରୁ ଲଢ଼ିବେ ସିଙ୍ଗର୍ ମୈଥିଲି ଠାକୁର । ବକ୍ସର ଆସନରୁ ଲଢ଼ିବେ ପୂର୍ବତନ IPS ଅଫିସର ଆନନ୍ଦ ମିଶ୍ରା । ଗତକାଲି ଏନଡିଏ ମେଣ୍ଟ ପକ୍ଷରୁ ବିଜେପି ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଥିଲା । ପ୍ରଥମ ପର୍ଯ୍ୟାୟରେ ବିଜେପି ୭୧ ଆସନ…

ଝିଅକୁ ଡାକ୍ତର କରିବା ସ୍ବପ୍ନ ଭାଙ୍ଗି ଚୁରମାର ହୋଇଯାଇଛି: ପୀଡିତାଙ୍କ ବାପା

ଦୁର୍ଗାପୁର: ଦୁର୍ଗାପୁର ଗଣଦୁଷ୍କର୍ମ ମାମଲାକୁ ନେଇ ପଶ୍ଚିମବଙ୍ଗ ସହ ଓଡିଶାରେ ହଇଚଇ ସୃଷ୍ଟି ହୋଇଛି । ହସ୍ପିଟାଲରେ ପୀଡିତାଙ୍କ ଚିକିତ୍ସା ଚାଲିଥିବା ବେଳେ ପୀଡିତାଙ୍କ ପିତାଙ୍କ ଏକ ହୃଦୟ ବିଦାରକ ବୟାନ ଏବେ ସାମ୍ନାକୁ ଆସିଛି । ପୀଡ଼ିତା ଓଡ଼ିଆ ଛାତ୍ରୀଙ୍କ ବାପା କହିଛନ୍ତି, ଝିଅକୁ ଡାକ୍ତର କରିବା ସ୍ବପ୍ନ ଭାଙ୍ଗି ଚୁରମାର ହୋଇଯାଇଛି । ସମସ୍ତ ଦୋଷୀ କଠୋର ଦଣ୍ଡ ପାଇବା ଦରକାର । CBI ତଦନ୍ତ ଦାବି…