Blog

ଆରମ୍ଭ ହେଲା ନୂଆପଡା ଉପନିର୍ବାଚନ ପ୍ରକ୍ରିୟା, ଆଜି ପ୍ରକାଶ ପାଇବ ବିଜ୍ଞପ୍ତି

ନୂଆପଡା: ଆଜିଠୁ ଆରମ୍ଭ ହେବ ନୂଆପଡା ଉପନିର୍ବାଚନ ପ୍ରକ୍ରିୟା । ନୂଆପଡା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି । ୨୦ ତାରିଖ ଯାଏ ନାମାଙ୍କନ ଭରିବେ ବିଭିନ୍ନ ଦଳର ପ୍ରାର୍ଥୀ । ଅକ୍ଟୋବର ୨୪ ପୂର୍ବରୁ ନାମାଙ୍କର ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ । ନଭେମ୍ବର ୧୧ରେ ଭୋଟଗ୍ରହଣ କରାଯିବାକୁ ଥିବା ବେଳେ ୧୪ନଭେମ୍ବରରେ ଆସିବ ଫଳାଫଳ। ନୂଆପଡ଼ା ନିର୍ବାଚନ ମଣ୍ଡଳୀରେ ମୋଟ୍ ୩୫୮ ଟି ବୁଥ୍ ଅଛି…

ରାତିରେ ଝିଅମାନେ ବାହାରକୁ ଯିବା ଅନୁଚିତ, ବୟାନକୁ ନେଇ ବିବାଦ ଘେରରେ ମମତା

ଦୁର୍ଗାପୁର: ପଶ୍ଚିମବଙ୍ଗର ଦୁର୍ଗାପୁରରେ ଓଡ଼ିଆ ମେଡିକାଲ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ପରେ ଏବେ ରାଜ୍ୟ ରାଜନୀତି ସହ ବଙ୍ଗଳା ରାଜନୀତି ବି ଥରହର । ଆଉ ଏହି ରାଜନୀତିକୁ ଏବେ ଆହୁରି ଖୋରାକ୍ ଯୋଗଉଛି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବୟାନ । ବିବାଦୀୟ ବୟାନ ଦେଇ ଏବେ ବିବାଦ ଘେରରେ ମମତା । ଯାହାକୁ ନେଇ ଏବେ ଚାରିଆଡେ ଝଡ । ପଶ୍ଚିମବଙ୍ଗରେ ପଡୋଶୀ ରାଜ୍ୟରେ ଛାତ୍ରୀଙ୍କ ପ୍ରତି ଅତ୍ୟାଚାର…

କାହିଁକି ତଳେ ବସି କରନ୍ତି ଭୋଜନ, କଣ ଏହାର ଫାଇଦା…

ଭୂବନେଶ୍ଵର: ପୁରୁଣା ପରମ୍ପରାକୁ ଯଦିଓ ଆଜିକାଲିର ଲୋକ ଆଉ ମାନୁ ନାହାନ୍ତି, କିନ୍ତୁ ଏହାର ନିଜସ୍ୱ ବୈଜ୍ଞାନିକ ମହତ୍ତ୍ୱ ରହିଛି। ଏହି ସବୁ ପରମ୍ପରା ବ୍ୟକ୍ତିକୁ ସୁସ୍ଥ ଏବଂ ସୁଖୀ ରଖିବା ପାଇଁ ବନାଯାଇଥିଲା। ଆଗକାଳରେ ଲୋକେ ତଳେ ବସି ଭୋଜନ ଗ୍ରହଣ କରୁଥିଲେ, କିନ୍ତୁ ଆଜିକାଲି ଆଧୁନିକ ଜୀବନଶୈଳୀରେ ଲୋକେ ଟେବୁଲ, ଚୌକିରେ ବସି ଖାଦ୍ୟ ଖାଉଛନ୍ତି। ହେଲେ ଆପଣ ଜାଣିଛନ୍ତି କି, ଆମ ହିନ୍ଦୁ ଶାସ୍ତ୍ରରେ ତଳେ…

ଯୁଦ୍ଧରେ ଲାଗିଲା ବିରାମ, ହମାସ-ଇସ୍ରାଏଲ ଯୁଦ୍ଧ ଶେଷ ହେଲା ବୋଲି କହିଲେ ଡୋନାଲ୍ଡ ଟ୍ରମ୍ପ

ନୂଆଦିଲ୍ଲୀ: ଗାଜାରେ ହମାସ-ଇସ୍ରାଏଲ ଯୁଦ୍ଧ ଶେଷ ହେଲା କହିଲେ ଡୋନାଲ୍ଡ ଟ୍ରମ୍ପ । ମଧ୍ୟପ୍ରାଚ୍ୟ ଦେଶ ଗସ୍ତ ପୂର୍ବରୁ ଟ୍ରମ୍ପଙ୍କ ବଡ଼ ଘୋଷଣା । ଇଜିପ୍ଟରେ ଟ୍ରମ୍ପଙ୍କ ଉପସ୍ଥିତିରେ ହେବ ଗାଜା ଶାନ୍ତି ଚୁକ୍ତି । ଶାନ୍ତି ଚୁକ୍ତି ସମ୍ମିଳନୀରେ ଭାରତ ସମେତ ୨୦ଟି ଦେଶର ନେତା ଯୋଗଦେବେ । ଚୁକ୍ତି ଅନୁସାରେ ଇସ୍ରାଏଲୀ ପଣବନ୍ଦୀଙ୍କୁ ମୁକ୍ତ କରିବ ହମାସ । ଇଜିପ୍ଟ ଗସ୍ତ ପୂର୍ବରୁ ପ୍ରଥମେ ଇସ୍ରାଏଲ ଯିବେ…

ଏକଲବ୍ୟ ପୁରସ୍କାର ୨୦୨୫: ବ୍ୟାଡମିଣ୍ଟନ ତାରକା ଶ୍ବେତପର୍ଣ୍ଣା ପଣ୍ଡାଙ୍କୁ ପୁରସ୍କାର

ଭୁବନେଶ୍ଵର: ୨୦୨୫ ବର୍ଷର ସମ୍ମାନଜନକ ଏକଲବ୍ୟ ପୁରସ୍କାର ପାଇବେ ବ୍ୟାଡମିଣ୍ଟନ ତାରକା ଶ୍ବେତପର୍ଣ୍ଣା ପଣ୍ଡା। ଭାରୋତ୍ତୋଳକ ପ୍ରୀତିସ୍ମିତା ଭୋଇ, ଟେନିସ ଖେଳାଳି ଆହାନ ଉପବିଜେତା । ତେବ ବ୍ୟାଡ୍‌ମିଣ୍ଟନ ତାରକା ଶ୍ୱେତପର୍ଣ୍ଣା ପଣ୍ଡା ପାଇବେ ଏକଲବ୍ୟ ପୁରସ୍କାର । ୨୦୨୫ ବର୍ଷ ପାଇଁ ପୁରସ୍କାର ପାଇବେ ଅନ୍ତର୍ଜାତୀୟ ତାରକା ଶ୍ୱେତପର୍ଣ୍ଣା । ଶ୍ୱେତପର୍ଣ୍ଣା ପଣ୍ଡାଙ୍କୁ ୭ ଲକ୍ଷ ଟଙ୍କା ସହ ଟ୍ରଫି ପ୍ରଦାନ କରାଯିବ । ଭାରୋତ୍ତୋଳକ ପ୍ରୀତିସ୍ମିତା ଭୋଇ,…

ଆମେରିକା ରାଷ୍ଟ୍ରପତିଙ୍କ ଟାରିଫ୍ ବୋମା, ଘାଇଲା ହେଲା ଚାଇନା

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଜି ଆଉ ଏକ ଟାରିଫ୍ ବୋମା ପକାଇଛନ୍ତି । କିନ୍ତୁ ଏଥର ତାଙ୍କ ବୋମାର ଶିକାର ଭାରତ ନୁହେଁ ବରଂ ତାଙ୍କର ଦୀର୍ଘକାଳୀନ ପ୍ରତିଦ୍ୱନ୍ଦ୍ୱୀ ଚୀନ ହୋଇଛି । ଆମେରିକା ରାଷ୍ଟ୍ରପତି ଚୀନ୍ ସାମଗ୍ରୀ ଉପରେ ୧୦୦% ଅତିରିକ୍ତ ଟାରିଫ୍ ଘୋଷଣା କରିଛନ୍ତି । ଯାହା ଆମେରିକା ବଜାରରେ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି । ଏହା ଫଳରେ କ୍ରିପ୍ଟୋ ବଜାର ବି ଦୋହଲି…

ଡିଜିସିଏର ବଡ ନିଷ୍ପତ୍ତି: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା

ପୁରୀ: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା କଲା ଡିଜିସିଏ । ଶ୍ରୀମନ୍ଦିର ସୁରକ୍ଷାକୁ ଆହୁରି ମଜବୁତ କରିବା ପାଇଁ ଏହି ପଦକ୍ଷେପ ନେଇଛି ଶ୍ରୀମନ୍ଦିର ପ୍ରଶାସକ । ଏହି RED ZONE ଅବଧି ଆସନ୍ତା ୩ ବର୍ଷ ପର୍ଯ୍ୟନ୍ତ ଲାଗୁ ହୋଇଛି । ୨୦୨୮ ସେପ୍ଟେମ୍ବର ୨୫ ଯାଏଁ ରହିଛି ଏହି ବୈଧତା । ପୂର୍ବରୁ ଶ୍ରୀମନ୍ଦିର ଉପରକୁ ନୋ ଫ୍ଲାଇଂ ଜୋନ୍‌ ଘୋଷଣା କରିଥିଲା…

ରାଜ୍ୟରେ ହେବନି ମାଛର ଅଭାବ, ଶିଳାନ୍ୟାସ ହେଲା ପାଣ୍ଡରା ଅତ୍ୟାଧୁନିକ ମାଛ ମାର୍କେଟ

ଭୁବନେଶ୍ଵର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଭାସୀରେ ରାଜଧାନୀର ପାଣ୍ଡରାଠାରେ ଏକ ବୃହତ୍ ମାଛ ମାର୍କେଟର ଶିଳାନ୍ୟାସ କରିଛନ୍ତି। ଏଥିଲାଗି ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଓଡ଼ିଶା ଭଳି ଏକ ରାଜ୍ୟରେ ବ୍ୟାପକ ଫସଲ ହାନି ପ୍ରତିବର୍ଷ ହୋଇଥାଏ । ବାତ୍ୟା, ବନ୍ୟା, ମରୁଡ଼ି, ଅଦିନିଆ ବର୍ଷା ଆଦି ପାଇଁ ରାଜ୍ୟର ଚାଷୀକୁଳକୁ କ୍ଷତି ପହଞ୍ଚାଇଥାଏ। ଏଥିପାଇଁ ପ୍ରଧାନମନ୍ତ୍ରୀ ଅନ୍ନଦାତା ଓ ଚାଷୀଙ୍କ ପାଇଁ…

ପୂର୍ବ ସରକାରରେ ରାଜୁ ଢୋଲକିଆ ଅସହାୟ ମନେ କରୁଥିଲେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ବିଜେପିରେ ମିଶିଛନ୍ତି ନୂଆପଡ଼ାର ପୂର୍ବତନ ବିଜେଡି ବିଧାୟକ ସ୍ଵର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଜୟ ଗେରୁଆ ଦଳରେ ସାମିଲ ହୋଇଛନ୍ତି । ଦଳକୁ ଜୟଙ୍କୁ ସ୍ଵାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲ । ବିଜେପିର ମିଶ୍ରଣ ପର୍ବରେ ଜୟ ଢୋଲକିଆଙ୍କୁ ମୁଖ୍ୟମନ୍ତ୍ରୀ ଦଳରେ ସ୍ବାଗତ…

ଓଡ଼ିଆ ମେଡିକାଲ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ ଅଭିଯୋଗ

କୋଲକାତା: ପୁଣି ପଶ୍ଚିମବଙ୍ଗରେ ଲଜ୍ଜା । ଏବେ ବି ମନରୁ ଲିଭିନି ଆର୍ ଜି କର ମେଡ଼ିକାଲ କଲେଜରେ ମହିଳା ଡ଼ାକ୍ତରଙ୍କ ଦୁଷ୍କର୍ମ ଓ ହତ୍ୟା ଘଟଣା । ପୁଣି ପଶ୍ଚିମବଙ୍ଗରେ ଦୁର୍ଗାପୁରରେ ଗଣଦୁଷ୍କର୍ମର ଶିକାର ହେଲେ ଆଉ ଜଣେ ଦ୍ବିତୀୟ ବର୍ଷରେ ପଢୁଥିବା ଓଡ଼ିଆ ମେଡ଼ିକାଲ ଛାତ୍ରୀ । ଏହି ଘଟଣାରେ ପାଞ୍ଚ ଜଣ ଅଭିଯୁକ୍ତ ଜଡ଼ିତ ରହିଥିବା ବେଳେ ସେମାନଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିନାହିଁ ବୋଲି ବର୍ଦ୍ଧମାନ…