ଏବେ ହେବ ନାହିଁ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: ମନମୋହନ ସାମଲ

ଭୁବନେଶ୍ଵର: ରାଜ୍ୟରେ ଏବେ ହେବ ନାହିଁ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ମା’ ସମଲେଇଙ୍କ ଧବଳମୁଖୀ ବେଶ ଦର୍ଶନ ସମୟରେ ସୂଚନା । ପାର୍ବଣ ପୂର୍ବରୁ ହେବ ନାହିଁ ମନ୍ତ୍ରିମଣ୍ଡଳରେ ପରିବର୍ତ୍ତନ । ଏଥିସହ ନୂଆପଡ଼ା ଉପନିର୍ବାଚନରେ ପଦ୍ମ ଫୁଟିବ ବୋଲି କହିଛନ୍ତି ମନମୋହନ । ‘ନୂଆପଡ଼ା ଉପନିର୍ବାଚନରେ ଚାଷୀଙ୍କୁ ବୋନସ୍ ଓ ବିକାଶ ମୁଖ୍ୟ ପ୍ରସଙ୍ଗ’ ରହିବ…

ଭୁବନେଶ୍ଵର: ରାଜ୍ୟରେ ଏବେ ହେବ ନାହିଁ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ମା’ ସମଲେଇଙ୍କ ଧବଳମୁଖୀ ବେଶ ଦର୍ଶନ ସମୟରେ ସୂଚନା । ପାର୍ବଣ ପୂର୍ବରୁ ହେବ ନାହିଁ ମନ୍ତ୍ରିମଣ୍ଡଳରେ ପରିବର୍ତ୍ତନ । ଏଥିସହ ନୂଆପଡ଼ା ଉପନିର୍ବାଚନରେ ପଦ୍ମ ଫୁଟିବ ବୋଲି କହିଛନ୍ତି ମନମୋହନ । ‘ନୂଆପଡ଼ା ଉପନିର୍ବାଚନରେ ଚାଷୀଙ୍କୁ ବୋନସ୍ ଓ ବିକାଶ ମୁଖ୍ୟ ପ୍ରସଙ୍ଗ’ ରହିବ ।

ଆଜି ସମ୍ବଲପୁର ଗସ୍ତବେଳେ ମନମୋହନ ସାମଲ ମନ୍ତ୍ରିମଣ୍ଡଳ ଅଦଳବଦଳ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ମନମୋହନ କହିଛନ୍ତି ଯେ, ନିଗମ ଆଉ ବୋର୍ଡ ପାଇଁ ଏବେ ଯୋଜନା ଚାଲିଛି। ଖୁବ୍‌ ଶୀଘ୍ର ସମ୍ବଲପୁର ଜିଲ୍ଲା ସଭାପତି ଚୟନ ହେବ। ହେଲେ ରାଜ୍ୟ ମନ୍ତ୍ରିମଣ୍ଡଳ ଅଦଳବଦଳ ଏବେ ହେବନି।

Leave a Reply

Your email address will not be published. Required fields are marked *