ଚାରିଆଡ଼େ ପାର୍ବଣର ମହକ, ଆଜି ପୀଠରେ ଦଶମୀ ଏବଂ ମଣ୍ଡପେ ଚାଲିଛି ନବମୀ ପୂଜା
ଭୁବନେଶ୍ବର: ଚାରିଆଡ଼େ ପାର୍ବଣର ମହକ । ଉତ୍ସବ ମୁଖର ପରିବେଶ । ସୁନା, ରୁପା ମେଢରେ ଶୋଭା ପାଉଛନ୍ତି ଦେବୀ ଦୁର୍ଗା । ବିଭିନ୍ନ ସ୍ଥାନରେ ସୁଉଚ୍ଚ ତୋରଣ ମନ ମୋହୁଛି । କଟକ, ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମହାଆଡମ୍ବରରେ ଦୁର୍ଗାପୂଜା ଚାଲିଛି । ମେଢ଼ ଦେଖିବା ପାଇଁ ସନ୍ଧ୍ୟା ହେଲେ ବଢୁଛି ଭିଡ଼ । ଚିକ୍ମିକ୍ ଆଲୋକମାଳାରେ ଝଲସି ଉଠୁଛି ପୂଜା ମଣ୍ଡପ । ଆଜି…
