କେରଳରେ ରାଷ୍ଟ୍ରପତି ଙ୍କ ବିମାନ ଅବତରଣ ସମୟରେ ତ୍ରୁଟି

କେରଳ, ୨୨/୧୦: ଚାରିଦିନିଆ କେରଳ ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗସ୍ତରେ ଯାଇଥିବାସମୟରେ ରାଷ୍ଟ୍ରପତିଙ୍କ ସୁରକ୍ଷାରେ ବଡ ତ୍ରୁଟି ଦେଖିବାକୁ ମିଳିଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସାବରୀମାଳାର ଭଗବାନ ଆୟାପ୍ପା ମନ୍ଦିରରେ ଦର୍ଶନ ଏବଂ ଆରତୀ ପାଇଁ ପଠାଣମଥିଟ୍ଟା ଯିବାର କାର୍ଯ୍ୟକ୍ରମ ଥିଲା । ଏଥିପାଇଁ ରାଷ୍ଟ୍ରପତିଙ୍କ ହେଲିକାପ୍ଟର ପଠାଣମଥିଟ୍ଟାର ପ୍ରମାଦମ୍‌ ଷ୍ଟାଡିୟମର ହେଲିପ୍ୟାଡରେ ଅବତରଣ କରିବା ବେଳେ ଅଘଟଣ ଘଟିଥିଲା । ଅବତରଣ…

ରାଜ୍ୟ ପୋଲିସ ମୁଖ୍ୟାଳୟରେ ଶହୀଦ ସ୍ମୃତି ଦିବସ ପାଳିତ

କଟକ, ୨୧/୧୦: ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ ୬୬ ତମ ପୋଲିସ ଶହୀଦ ସ୍ମୃତି ଦିବସ ପାଳିତ ହୋଇଯାଇଛି l ଏହି ଉପଲକ୍ଷେ ଆୟୋଜିତ ଉତ୍ସବରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦେଶ ତଥା ମାତୃଭୂମିର ସୁରକ୍ଷା ଓ ସମ୍ମାନ ପାଇଁ କର୍ମକ୍ଷେତ୍ରରେ ଶହୀଦ ହୋଇଥିବା ବୀର ମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ପରିପ୍ରେକ୍ଷୀରେ ରାଜ୍ୟ ଆରକ୍ଷୀ…

ପଶ୍ଚିମବଙ୍ଗ ଦୁର୍ଗାପୁର ହସ୍ପିଟାଲ୍‌ରୁ ପୀଡ଼ିତା ମେଡିକାଲ୍‌ ଛାତ୍ରୀ ଡିସଚାର୍ଜ

ଦୁର୍ଗାପୁର: ପଶ୍ଚିମବଙ୍ଗ ଦୁର୍ଗାପୁର ହସ୍ପିଟାଲ୍‌ରୁ ପୀଡ଼ିତା ମେଡିକାଲ୍‌ ଛାତ୍ରୀ ଡିସଚାର୍ଜ । ଗଣଦୁଷ୍କର୍ମ ପୀଡ଼ିତାଙ୍କ ଡିସ୍‌ଚାର୍ଜ ନେଇ ମେଡିକାଲ୍‌ ପକ୍ଷରୁ ସୂଚନା । ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିବା ପରେ ଡିସ୍‌ଚାର୍ଜ । ଗଣଦୁଷ୍କର୍ମର ଶିକାର ପରେ ଗତ ଶୁକ୍ରବାରରୁ ଭର୍ତ୍ତି ହୋଇଥିଲେ । ଡିସଚାର୍ଜ ପରେ ବି ଆଉ କିଛି ଦିନ ପଶ୍ଚିମବଙ୍ଗରେ ରହିବେ ପୀଡ଼ିତା । ମାମଲାର ତଦନ୍ତରେ ସହଯୋଗ ପାଇଁ ଆଉ କିଛି ଦିନ ରହିବେ…

ଜଗନ୍ନାଥଙ୍କ ରହସ୍ୟମୟ ମନ୍ଦିର, ବର୍ଷା ହେବା ନେଇ ଦିଏ ସଙ୍କେତ

ନୂଆଦିଲ୍ଲୀ: ଆପଣ ଅନେକ ମନ୍ଦିର ଯାଇଥିବେ । ମନ୍ଦିରର ଆଧ୍ୟାତ୍ମିକ ପରିବେଶରେ ମନ ପ୍ରଫୁଲ୍ଲିତ ହୋଇଉଠେ । ତେବେ ଦୁନିଆରେ ଏମିତି କିଛି ରହସ୍ୟମୟ ମନ୍ଦିର ରହିଛି, ଯାହାର ଚମତ୍କାରିତା ଅନେକଙ୍କୁ ଆଶ୍ଚର୍ଯ୍ୟ କରିଥାଏ । ଆଜି ଆମେ ଆପଣଙ୍କୁ ସେମିତି ଏକ ମନ୍ଦିର ଦେଖାଇବୁ, ଯାହାର ରହସ୍ୟ ଜାଣିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ । ଉତ୍ତରପ୍ରଦେଶ କାନପୁର ଜିଲ୍ଲାର ବେହଟା ଗାଁରେ ରହିଛି ଏହି ରହସ୍ୟମୟ ମନ୍ଦିର…

ବାଜି ରାଉତଙ୍କ ସହିଦ ଦିବସ: ମନେ ପଡେ ସେହି କୁନି ବାଳକର କଥା

ନୂଆଦିଲ୍ଲୀ: ଭାରତ ବର୍ଷର ସ୍ୱାଧୀନତା ସଂଗ୍ରାମର ସର୍ବ କନିଷ୍ଠ ଶହୀଦ ବାଜି ରାଉତଙ୍କ ଉଦ୍ଦେଶ୍ୟରେ ନିକଟରେ ଭବ୍ୟ ଏବଂ ଭାବ ବିହ୍ଵଳ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ସ୍ବର୍ଗତଃ ରାଉତଙ୍କର ଅଠାଅଶୀ ତମ ଶହୀଦ ଦିବସ ଅବସରରେ ୱାର୍ଲଡ଼ ଓଡ଼ିଶା ସୋସାଇଟି ଏବଂ ଆର୍ଟ ଇଣ୍ଡିଆ ଫାଉଣ୍ଡେସନର ସହଯୋଗରେ ମାସିକ ଇଂରାଜୀ ପତ୍ରିକା  ଉତ୍କଳ ଭାରତୀ ତରଫରୁ ଏକ ଆନ୍ତର୍ଜାତିକ ୱେବିନାର ଆୟୋଜିତ ହୋଇଯାଇଛି। ଏହି ଆଭାସୀ ବୈଠକରେ ଶତାଧିକ ବୁଦ୍ଧିଜୀବୀ,…

ଗିରଫ ହେଲେ ପଞ୍ଜାବର କୁବେର ଡିଆଇଜି ହରଚରନ ସିଂ ଭୁଲାର

ଚଣ୍ଡିଗଡ: ଲାଞ୍ଚ ନେବା ଅଭିଯୋଗରେ ପଞ୍ଜାବ ଡିଆଇଜି ହରଚରନ ସିଂ ଭୁଲାର ଗିରଫ ହୋଇଛନ୍ତି । ହରଚରନ ସିଂ ଭୁଲାରଙ୍କୁ ଗିରଫ କରିଛି ସିବିଆଇ । ଡିଆଇଜିଙ୍କ ଘରେ ୨୧ ଘଣ୍ଟାର ମାରାଥନ ରେଡ୍ ପରେ ୭ କୋଟି ଟଙ୍କା ଜବତ କରାଯାଇଛି । ଦେଢ଼ କିଲୋ ସୁନା, ୨୨ଟି ଦାମୀ ଘଣ୍ଟା ମଧ୍ୟ ଜବତ ହୋଇଥିବା ସୂଚନା ମିଳିଛି । ସୂଚନା ଅନୁସାରେ, ଗତକାଲି ଏକ ମାମଲାକୁ ରଫାଦଫା…

ଏକାଠି ବିଷ ପିଇଲେ ୨୪ କିନ୍ନର, ହସ୍ପିଟାଲରେ ଭର୍ତ୍ତି

ଇନ୍ଦୋର: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ୨୪ଜଣ କିନ୍ନର ଏକାଠି ବିଷ ପିଇ ଆତ୍ମହତ୍ୟା କରିଛନ୍ତି । ଘଟଣାକୁ ନେଇ ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି । ସମସ୍ତ କିନ୍ନର ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ସେମାନଙ୍କ ସ୍ଵାସ୍ଥ୍ୟବସ୍ତାରେ ସୁଧାର ଆସିଛି । ସୂଚନା ଅନୁସାରେ, ନନ୍ଦଲାଲପୁରରେ ଜଣେ କିନ୍ନର ଦୁଇଜଣ ଗଣମାଧ୍ୟମ କର୍ମଚାରୀଙ୍କ ବିରୋଧରେ ଦୁଷ୍କର୍ମ, ଆକ୍ରମଣ ଏବଂ ହତ୍ୟା ଧମକର ଅଭିଯୋଗ…

ନକ୍ସଲବାଦ ବିରୋଧରେ ବଡ ସଫଳତା: ଛତିଶଗଡ଼ରେ ୧୭୦ ନକ୍ସଲଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ: ଛତିଶଗଡ଼ରେ ୧୭୦ ନକ୍ସଲଙ୍କ ଆତ୍ମସମର୍ପଣ । ଏନେଇ ଏକ୍ସରେ ସୂଚନା ଦେଲେ ଗୃହ ମନ୍ତ୍ରୀ ଅମିତ ଶାହ । ନକ୍ସଲବାଦ ବିରୋଧରେ ଏହା ବଡ଼ ସଫଳତା ବୋଲି କହିଲେ ଶାହ । ଏହାକୁ ମିଶାଇ ୨ ଦିନରେ ୨୫୮ ନକ୍ସଲଙ୍କ ଆତ୍ମସମର୍ପଣ କଲେଣି । ଗତକାଲି ମହାରାଷ୍ଟ୍ରରେ ୬୧ ନକ୍ସଲ ଅସ୍ତ୍ର ତ୍ୟାଗ କରି ମୁଖ୍ୟସ୍ରୋତକୁ ଆସିଥିଲେ । ସେହିପରି କାଲି ଛତିଶଗଡ଼ରେ ମଧ୍ୟ ୨୭ ନକ୍ସଲ ଅସ୍ତ୍ର…

WHO ଅନୁମୋଦନ ବିନା ORS ଲେବଲ୍‌ ବ୍ୟବହାର କରାଯାଇ ପାରିବନି

ନୂଆଦିଲ୍ଲୀ: WHO ଅନୁମୋଦନ ବିନା ORS ଲେବଲ୍‌ ବ୍ୟବହାର କରାଯାଇ ପାରିବନି । ଏନେଇ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ FSSAIର ନିର୍ଦ୍ଦେଶ । ୨୦୨୨ ଜୁଲାଇ ୧୪, ଓ ୨୦୨୪ ଫେବୃଆରୀ ୨ ପୂର୍ବ ଆଦେଶ ବାତିଲ । ବ୍ରାଣ୍ଡ ନାମରେ ORSକୁ ପ୍ରିଫିକ୍ସ ବା ସଫିକ୍ସ ଭାବେ ଯୋଡ଼ିବା ଅନୁମତି ବାତିଲ୍‌ । ଯଦି ORS ଭୁଲ ଭାବେ ବ୍ୟବହୃତ ହୁଏ, ତେବେ ଏହା ବିପଦ…

ବିହାର ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

ବିହାର: ବିହାର ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି । ଦ୍ବିତୀୟ ପର୍ଯ୍ୟାୟରେ ୧୨ ଜଣିଆ ତାଲିକା ଘୋଷଣା । ଅଲିନଗରରୁ ଲଢ଼ିବେ ସିଙ୍ଗର୍ ମୈଥିଲି ଠାକୁର । ବକ୍ସର ଆସନରୁ ଲଢ଼ିବେ ପୂର୍ବତନ IPS ଅଫିସର ଆନନ୍ଦ ମିଶ୍ରା । ଗତକାଲି ଏନଡିଏ ମେଣ୍ଟ ପକ୍ଷରୁ ବିଜେପି ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଥିଲା । ପ୍ରଥମ ପର୍ଯ୍ୟାୟରେ ବିଜେପି ୭୧ ଆସନ…