ମଧ୍ୟପ୍ରଦେଶ ପୋଲିସର ଆକ୍ସନ; କଫ୍‌ ସିରପ୍ କଂପାନୀ ମାଲିକ ଗିରଫ

ଭୋପାଲ: କଫ୍ ସିରପକୁ ନେଇ ସାରା ଦେଶରେ ଚହଳ ପଡିଥିବା ବେଳେ ମଧ୍ୟପ୍ରଦେଶ ପୋଲିସ ନେଇଛି ବଡ ଆକ୍ସନ । କଫ୍‌ ସିରପ୍ ନିର୍ମାତା କଂପାନୀ ‘ଶ୍ରୀସନ୍ ମେଡିକାଲ୍ସ’ର ମାଲିକକୁ ଗିରଫ କରିଛି ପୋଲିସ । ମାଲିକ ଜି. ରଙ୍ଗନାଥନଙ୍କୁ ଚେନ୍ନାଇରୁ ଗିରଫ କଲା ପୋଲିସ । ରଙ୍ଗନାଥନଙ୍କୁ ହେପାଜତକୁ ନେଇ ପୋଲିସର ପଚରାଉଚରା ଜାରି । ସୂଚନା ଅନୁସାରେ, କଫ୍‌ ସିରପ୍ ପିଇ ମଧ୍ୟପ୍ରଦେଶରେ ୨୧ ଶିଶୁଙ୍କ ମୃତ୍ୟୁ…

ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଭାରତୀୟ ବାୟୁସେନା

ନୂଆଦିଲ୍ଲୀ: ପ୍ରତିବର୍ଷ ଅକ୍ଟୋବର ୮ରେ ପାଳନ ହୁଏ ଭାରତୀୟ ବାୟୁସେନା ଦିବସ । ଭାରତୀୟ ବାୟୁ ମାର୍ଗର ସୁରକ୍ଷା କରିବା ହେଉଛି ଏହି ସେନାର ପ୍ରଥମ ଓ ପ୍ରଧାନ କର୍ତ୍ତବ୍ୟ । ଅକ୍ଟୋବର ୮ ତାରିଖକୁ ଆମ ଦେଶରେ ‘ଭାରତୀୟ ବାୟୁସେନା ଦିବସ’ ଭାବେ ପାଳନ କରାଯାଉଛି । ଦ୍ୱିତୀୟ ବିଶ୍ବଯୁଦ୍ଧ ସମୟରେ ମଧ୍ୟ ଭାରତୀୟ ବାୟୁସେନା ପ୍ରମୁଖ ଭୂମିକା ତୁଲାଇଥିଲା । ୧୯୫୦ରେ ଭାରତ ଗଣତନ୍ତ୍ର ରାଷ୍ଟ୍ର ହେବା…

ହିମାଚଳ ପ୍ରଦେଶରେ ବଡ଼ ଦୁର୍ଘଟଣା; ୧୮ ଜଣଙ୍କ ମୃତ୍ୟୁ

ଶିମଲା: ହିମାଚଳ ପ୍ରଦେଶରେ ବଡ ଧରଣର ଭୂସ୍ଖଳନ । ରାସ୍ତାରେ ଯାଉଥିବା ବସ ଉପରେ ଖସିଲା ମାଟି ଅତଡ଼ା । ଭୂସ୍ଖଳନରେ ୧୮ଜଣ ବସ ଯାତ୍ରୀଙ୍କ ମୃତ୍ୟୁ ହୋଇଛି । ହିମାଚଳ ପ୍ରଦେଶର ବିଳାସପୁର ଜିଲ୍ଲାର ବାଲୁ ବ୍ରିଜ ନିକଟରେ ପ୍ରବଳ ବର୍ଷା ଯୋଗୁଁ ଅଚାନକ ଭୂସ୍ଖଳନ ହୋଇଥିଲା । ମରୋତ୍ତମରୁ ଘୁମାରିୱିନ ଯାଉଥିବା ବେସରକାରୀ ବସଟି ଭୂସ୍ଖଳନର ଶିକାର ହୋଇଛି । ସୂଚନା ଅନୁସାରେ, ବସ୍‌ରେ ପାଖାପାଖି ୩୫…

ପ୍ରଧାନ ବିଚାରପତିଙ୍କୁ ଜୋତାମାଡ ଘଟଣା: ଜଷ୍ଟିସ୍ ଗଭାଇଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ: ପ୍ରଧାନ ବିଚାରପତିଙ୍କୁ ଜୋତାମାଡ ଘଟଣାରେ CJI ଜଷ୍ଟିସ୍ ବି.ଆର୍ ଗଭାଇଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି । ଆକ୍ରମଣକୁ କଡ଼ା ନିନ୍ଦା କରିବା ସହ ମୋଦି କହିଛନ୍ତି, “ଆଜି ସକାଳେ ସୁପ୍ରିମକୋର୍ଟ ପରିସରରେ ହୋଇଥିବା ଆକ୍ରମଣରେ ପ୍ରତ୍ୟେକ ଭାରତୀୟ କ୍ରୋଧିତ। ଆମ ସମାଜରେ ଏପରି ନିନ୍ଦନୀୟ କାର୍ଯ୍ୟ ପାଇଁ କୌଣସି ସ୍ଥାନ ନାହିଁ। ଏହା ଅତ୍ୟନ୍ତ ନିନ୍ଦନୀୟ।” ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ, “ଏପରି ପରିସ୍ଥିତିରେ ମୁଖ୍ୟ ବିଚାରପତି…

ବାଜିଲା ନିର୍ବାଚନ ବିଗୁଲ, ନଭେମ୍ବର ୬ରୁ ବିହାର ବିଧାନସଭା ନିର୍ବାଚନ

ବିହାର: ବିହାର ବିଧାନସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ୍ । ନଭେମ୍ବର ୬ରୁ ବିହାର ବିଧାନସଭା ନିର୍ବାଚନ । ବିହାର ବିଧାନସଭା ନିର୍ବାଚନ ନେଇ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିଶନର । ଦୁଇଟି ପର୍ଯ୍ୟାୟରେ ହେବ ବିହାର ନିର୍ବାଚନ । ପ୍ରଥମ ପର୍ଯ୍ୟାୟ ମତଦାନ ନଭେମ୍ୱର ୬ ଓ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ନଭେମ୍ୱର ୧୧ରେ ହେବ । ନଭେମ୍ୱର ୧୪ରେ ଭୋଟ ଗଣତି ଓ ପରିଣାମ ଘୋଷଣା…

ପଡିବ ଚାରିଧାମ କପାଟ, ପୁଣି 6 ମାସକୁ ଅପେକ୍ଷା

ଡେରାଡୁନ: ଉତ୍ତରାଖଣ୍ଡ ସ୍ଥିତ ଚାରିଧାମ ଯାତ୍ରାକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି । ବଦ୍ରିନାଥ, କେଦାରନାଥ, ଗଙ୍ଗୋତ୍ରୀ, ଯମୁନୋତ୍ରୀ ସହିତ ଚାରିଧାମର ଦ୍ୱାର ବନ୍ଦ ହେବା ନେଇ ତାରିଖର ଘୋଷଣା କରାଯାଇଛି । ଚାରିଧାମ ଯାତ୍ରା ପାଇଁ ଆସନ୍ତା ଏପ୍ରିଲ 30, 2025ରେ ଉଭୟ ଗଙ୍ଗୋତ୍ରୀ ଓ ଯମୁନୋତ୍ରୀର କପାଟ ଖୋଲାଯାଇଥିଲା l ଏହାପରେ ମେ 2, 2025ରେ ଆରମ୍ଭ ହୋଇଥିଲା କେଦାରନାଥ ଯାତ୍ରା l ଶେଷରେ…

ରହସ୍ୟ ଘେରରେ ଜୁବିନ୍ ଗର୍ଗଙ୍କ ମୃତ୍ୟୁ, ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ

ନୂଆଦିଲ୍ଲୀ: ପ୍ରସିଦ୍ଧ ଗାୟକ ଜୁବିନ୍ ଗର୍ଗଙ୍କ ମୃତ୍ୟୁ ଏବେବି ରହସ୍ୟ ଘେରରେ । ତାଙ୍କ ମୃତ୍ୟୁର ତଦନ୍ତ ପାଇଁ ଏକ ସ୍ୱତନ୍ତ୍ର ତଦନ୍ତ ଦଳ (SIT) ଗଠନ କରାଯାଇଥିବାବେଳେ, ଏହି ମାମଲାରେ ପ୍ରତିଦିନ ଆଶ୍ଚର୍ଯ୍ୟଜନକ ଖୁଲାସା ହେଉଛି । ଏହାରି ଭିତରେ ତାଙ୍କ ବ୍ୟାଣ୍ଡମେଟ୍ ଶେଖର ଜ୍ୟୋତି ଗୋସ୍ୱାମୀଙ୍କ ଏକ ବୟାନ ଚାରିଆଡେ ହଇଚଇ ସୃଷ୍ଟି କରିଛି । ଗୋସ୍ଵାମୀ ଏକ ସାଂଘାତିକ ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି…

ସମାଜରେ ଏବେବି ଅଛନ୍ତି ତାଡ଼କା, ମାରିଚ ଏବଂ ଶୂର୍ପଣଖା ଭଳି ରାକ୍ଷସ: ଯୋଗୀ

ଲକ୍ଷ୍ନୌ: ଗତକାଲି ବିଜୟା ଦଶମୀ ଅବସରରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୋରଖନାଥ ମନ୍ଦିର ଯାଇ ବିଧି ବିଧାନର ସହ ପୂଜାର୍ଚ୍ଚନା କରିଥିଲେ। ଏହି ଅବସରରେ ସେଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ବିରୋଧୀଙ୍କୁ ଧୋଇଛନ୍ତି ମୁଖ୍ୟମନ୍ତ୍ରୀ l ମୁଖ୍ୟମନ୍ତ୍ରୀ ଯୋଗୀ କହିଛନ୍ତି ଯେ, ପରିସ୍ଥିତି ବଦଳି ଯାଇଛି, ତଥାପି ଆସୁରିକ ଶକ୍ତି ଏବେ ବି ରହିଛି। ରାମାୟଣ ଏବଂ ମହାଭାରତର କଥା ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ…

ଖୁସି ଖବର, କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି

ଭୁବନେଶ୍ଵର: ଦଶହରାରେ ଖୁସି ଖବର । କେନ୍ଦ୍ରୀୟ ସରକାରୀ କର୍ମଚାରୀ ଏବଂ ପେନ୍‌ସନଧାରୀଙ୍କ DA ୩% ବୃଦ୍ଧି । DA ଓ DR ୩% ବୃଦ୍ଧି ନେଇ ସୂଚନା ଦେଲେ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ପିଛିଲା ଭାବେ ୧ ଜୁଲାଇ ୨୦୨୫ରୁ ଲାଗୁ ହେବ । ପ୍ରାୟ ୪୯ ଲକ୍ଷ କର୍ମଚାରୀ ଏବଂ ୬୫ ଲକ୍ଷ ପେନ୍‌ସନଧାରୀ ଏଥିରେ ଉପକୃତ ହେବେ । ସରକାରଙ୍କୁ ୧୦ ହଜାର…

ଡାକ୍ତରଖାନାରେ ଭର୍ତ୍ତି ହେଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ । ତାଙ୍କୁ ବେଙ୍ଗାଲୁରୁର MS ରମୈୟା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବାରମ୍ବାର ଜ୍ୱର ହେବାପରେ ଖଡ୍‌ଗେଙ୍କ ସ୍ୱାସ୍ଥ୍ୟ ବହୁତ ଖରାପ ହୋଇଥିଲା । ମଙ୍ଗଳବାର ବିଳମ୍ବିତ ରାତିରେ ଡାକ୍ତରଖାନାକୁ ନିଆଯାଇଥିଲା । ଡାକ୍ତରୀ ଟିମ୍ ତୁରନ୍ତ ତାଙ୍କର ପରୀକ୍ଷା କରିଥିଲେ। ଖଡ୍‌ଗେଙ୍କ ଅବସ୍ଥା ସ୍ଥିର ନହେବା ପର୍ଯ୍ୟନ୍ତ ତାଙ୍କୁ ନିରୀକ୍ଷଣରେ ରଖାଯିବ । ଖଡ୍‌ଗେଙ୍କ ଡାକ୍ତରଖାନାରେ ଭର୍ତ୍ତି ହେବା…