ଏସିଆ କପ୍‌, ୪୧ ରନ୍‌ରେ ବାଂଲାଦେଶକୁ ହରାଇଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ: ବାଂଲାଦେଶକୁ ହରାଇ ଏସିଆ କପ୍‌ ଫାଇନାଲ୍‌ରେ ଭାରତ । ୪୧ ରନ୍‌ରେ ବାଂଲାଦେଶକୁ ହରାଇଲା ଟିମ୍‌ ଇଣ୍ଡିଆ । ୧୯.୩ ଓଭର୍‌ରେ ବାଂଲାଦେଶ ଟିମ୍‌ ଅଲ୍‌ ଆଉଟ୍‌ । କୁଲଦୀପଙ୍କୁ ୩, ବୁମ୍‌ରା ଓ ବରୁଣଙ୍କୁ ୨ଟି ଲେଖାଏଁ ୱିକେଟ୍ । ଓପନର୍‌ ଅଭିଶେଷ ଶର୍ମାଙ୍କ ଧୂଆଁଧାର ୭୫ ରନ୍‌ର ପାଳି । ଏହି ବିଜୟ ସହିତ ଭାରତୀୟ ଦଳ ଏସିଆ କପ୍ ୨୦୨୫ର ଫାଇନାଲରେ ପ୍ରବେଶ କରିଛି।…

ଆଜିଠୁ ନୂଆ ଜିଏସ୍‌ଟି ସଂସ୍କାର, କମିଲା ଏହି ସବୁ ଜିନିଷର ଦର

ନୂଆଦିଲ୍ଲୀ: ଦେଶରେ ଆଜିଠୁ ନୂଆ ଜିଏସ୍‌ଟି ସଂସ୍କାର ଆରମ୍ଭ । ନବରାତ୍ରିର ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ ଭେଟି । ଏଣିକି କେବଳ ୫% ଓ ୧୮% ଟିକସ ବ୍ୟବସ୍ଥା । ୧୨% ଓ ୨୮% ଜିଏସ୍‌ଟି ସ୍ଲାବ୍ ସଂପୂର୍ଣ୍ଣ ଉଚ୍ଛେଦ । ଅଧିକାଂଶ ସାମଗ୍ରୀ ଶସ୍ତା, ୩୩ ଜୀବନ ରକ୍ଷାକାରୀ ଔଷଧରେ ଶୂନ ଟିକସ । ନୂଆଦିଲ୍ଲୀ: ଦେଶରେ ଆଜିଠୁ ନୂଆ ଜିଏସ୍‌ଟି ସଂସ୍କାର ଆରମ୍ଭ ।…

ଏସିଆ କପ୍ ୨୦୨୫; ପୁଣି ପଡ଼ିଆରେ ଧୂଳିଚାଟିଲା ପାକିସ୍ତାନ

ନୂଆଦିଲ୍ଲୀ: ପୁଣି ପଡ଼ିଆରେ ଧୂଳିଚାଟିଲା ପାକିସ୍ତାନ । ଦମଦାର୍ ବିଜୟ ହାସଲ କଲା ଭାରତ । ଏସିଆ କପ ସୁପର ଫୋର୍ ମ୍ୟାଚରେ ପାକିସ୍ତାନକୁ ପରାସ୍ତ କରିଛି ଟିମ୍ ଇଣ୍ଡିଆ । ୬ ଓ୍ୱିକେଟ୍‌ରେ ପାକିସ୍ତାନକୁ ଧୂଳି ଚଟାଇଲା ଟିମ୍‌ ଇଣ୍ଡିଆ । ୭ ବଲ୍‌ ବାକି ଥାଇ ଟାର୍ଗେଟ୍‌ ପୂରା କଲା ଭାରତୀୟ ଦଳ । ଓପନର୍‌ ଅଭିଶେକ ଶର୍ମା ଓ ଶୁଭମନ୍ ଗିଲ୍‌ଙ୍କ ଧୂଆଁଧାର ଇଂନିସ ।…

ଜନ୍ମଦିନରେ ବଡ ଉପହାର: ମୋହନଲାଲଙ୍କୁ ମିଳିବ ଦାଦାସାହେବ ଫାଲକେ ପୁରସ୍କାର

ନୂଆଦିଲ୍ଲୀ: ଅଭିନେତା ମୋହନଲାଲଙ୍କୁ ମିଳିବ ଦାଦାସାହେବ ଫାଲ୍‌କେ ପୁରସ୍କାର । ଭାରତୀୟ ସିନେମାରେ ଉଲ୍ଲେଖନୀୟ ଅବଦାନ ପାଇଁ ପାଇବେ ପୁରସ୍କାର । ୨୦୨୩ ବର୍ଷ ପାଇଁ ମୋହନଲାଲଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର ପ୍ରଦାନ କରାଯିବ । ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ପ୍ରଦାନ କରାଯିବ ଆଓ୍ୱାର୍ଡ । ଏନେଇ ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ପକ୍ଷରୁ କରାଗଲା ଘୋଷଣା । ତେବେ କହିରଖୁଛୁ ଯେ ଗତ ବର୍ଷ ଅଭିନେତା ମିଥୁନ…

କେରଳରେ ହାଇଆଲର୍ଟ, ମୁଣ୍ଡ ନେଉଛି ମସ୍ତିଷ୍କ ଖିଆ ରୋଗ

ଥିରୁବନନ୍ତପୁରମ: କେରଳରେ ହାଇଆଲର୍ଟ । ୧୯ ଜୀବନ ନେଲାଣି ମୁଣ୍ଡ ଖିଆ ରୋଗ ଆମିବା । କେରଳରେ ପ୍ରାଇମାରୀ ଆମିବିକ୍ ମେନିଞ୍ଜୋଏନ୍ସେଫାଲାଇଟିସ୍ ବା PAM ସଂକ୍ରମଣ ବୃଦ୍ଧି ହୋଇଛି । ଆମିବାକୁ ନେଇ ରାଜ୍ୟରେ ହାଇଆଲର୍ଟ ଜାରି କରାଯିବା ସହ ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ସତର୍କ କରାଯାଇଛି । କେରଳର ବିଭିନ୍ନ ଜିଲ୍ଲାରେ କେସ୍ ରେକର୍ଡ କରାଯାଇଛି । ଯେଉଁଥିରେ ୩ମାସର ଶିଶୁ ସହ ୯୧ ବର୍ଷୀୟ ବୟସ୍କ ସାମିଲ ରହିଛନ୍ତି…

ଏନକାଉଣ୍ଟରରେ ଟଳିଲେ ୨ ଅପରାଧି, ଦିଶା ପଟାନୀଙ୍କ ଘର ଉପରକୁ କରିଥିଲେ ଗୁଳିମାଡ

ଗାଜିଆବାଦ: ବଲିଉଡ ଅଭିନେତ୍ରୀ ଦିଶା ପଟାନୀଙ୍କ ବାସଭବନ ଦୁଇ ଦୁଇ ଥର ଗୁଳି ମାରି ଫେରାର୍ ମାରିଥିବା ଦୁଇ ଅଭିଯୁକ୍ତ ନିହତ । ଗତକାଲି ଗାଜିଆବାଦର ଟ୍ରୋନିକା ସିଟିରେ ଏକ ଏନକାଉଣ୍ଟରରେ ଏହି ଦୁଇ ଅଭିଯୁକ୍ତ ନିହତ ହୋଇଥିବା ନେଇ ସୂଚନା ମିଳିଛି । ଉତ୍ତରପ୍ରଦେଶ ସ୍ପେଶାଲ ଟାସ୍କ ଫୋର୍ସ (ଏସଟିଏଫ), ଦିଲ୍ଲୀ ପୋଲିସ କ୍ରାଇମ ଇଣ୍ଟେଲିଜେନ୍ସ ଯୁନିଟ ଏବଂ ହରିୟାଣା ଏସଟିଏଫର ମିଳିତ ଅପରେସନରେ ଏହି ଏନକାଉଣ୍ଟର ହୋଇଥିଲା…

ଖୋଲିଲା ଟ୍ରମ୍ପଙ୍କ ମୁଖା, ସତ କହିଦେଲା ପାକିସ୍ତାନ

ନୂଆଦିଲ୍ଲୀ: ଅପରେସନ ସିନ୍ଦୂରକୁ ନେଇ ପାକିସ୍ତାନ ବୈଦେଶିକ ମନ୍ତ୍ରୀଙ୍କ ବଡ଼ ବୟାନ । ଯୁଦ୍ଧ ବନ୍ଦ ନେଇ ଟ୍ରମ୍ପ୍‌ଙ୍କ ମଧ୍ୟସ୍ଥତା ଦାବିର ଅସଲ କଥା କହିଲା ପାକିସ୍ତାନ । ଆମେରିକାର ମଧ୍ୟସ୍ଥତା ପ୍ରସ୍ତାବକୁ ଭାରତ ମାନି ନଥିଲା । ଇଶାକ ଡାର୍ ‘ଯୁଦ୍ଧବିରତି ନେଇ ପ୍ରସ୍ତାବ ଦେଇଥିଲା ଆମେରିକା, କିନ୍ତୁ ଭାରତ ମାନି ନଥିଲା ବୋଲି କହିଛନ୍ତି ପାକିସ୍ତାନ ବୈଦେଶିକ ମନ୍ତ୍ରୀ । ଭାରତ କୌଣସି ବି ତୃତୀୟ ପକ୍ଷର…

୭୫ ବର୍ଷରେ ପାଦ ରଖିଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କିଛି ଅଜଣା କଥା

ନୂଆଦିଲ୍ଲୀ: ସ୍ବଂୟ ସେବକରୁ ପ୍ରଧାନ ସେବକ, କୁଟନୀତିର କିଙ୍ଗ, ବିଦେଶ ନୀତିରେ ସେ ବେଷ୍ଟ। ଦେଶର ସବୁଠୁ ଲୋକପ୍ରୀୟ ନେତା…ନରେନ୍ଦ୍ର ଦାମୋଦର ଦାସ ମୋଦି, ଦେଶର ପ୍ରଧାନମନ୍ତ୍ରୀ ମୋଦି। ଆଜି ମୋଦିଙ୍କ ୭୫ତମ ଜନ୍ମଦିନ। ୭୫ ବର୍ଷରେ ପାଦ ରଖିଛନ୍ତି ପ୍ରଧାନମନ୍ତ୍ରୀ। ମୋଦିଙ୍କ ଜନ୍ମଦିନ ପାଇଁ ଚାରିଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ । ଦେଶର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଜନ୍ମଦିନ ଉପଲକ୍ଷେ ଓଡ଼ିଶାରେ ଲଗାଯିବ…

ସୁରକ୍ଷାବାହିନୀଙ୍କୁ ବଡ ସଫଳତା, ୪ କୁଖ୍ୟାତ ନକ୍ସଲ ନେତା ନିହତ

ବଣାଇ: ଝାଡ଼ଖଣ୍ଡରରେ ୩ କୁଖ୍ୟାତ ନକ୍ସଲ ନେତା ନିହତ । ସହଦେବ ସୋରେନ, ରଘୁନାଥ ହେମ୍ବ୍ରମ ଓ ବୀରସେନ ଗଞ୍ଜୁ ମୃତ । ହଜାରିବାଗର ଗୋରହର ଥାନା ଅଞ୍ଚଳରୁ ମୃତଦେହ ଉଦ୍ଧାର । ସହଦେବ ସୋରେନଙ୍କ ପାଇଁ ଥିଲା ୧ କୋଟି ଟଙ୍କା ପୁରସ୍କାର । ରଘୁନାଥ ହେମ୍ବ୍ରମଙ୍କ ପାଇଁ ଥିଲା ୨୫ ଲକ୍ଷ ଟଙ୍କା ପୁରସ୍କାର । ସେହିପରି ବୀରସେନ ଗଞ୍ଜୁଙ୍କ ପାଇଁ ଥିଲା ୧୦ ଲକ୍ଷ ଟଙ୍କା…

ଏସିଆ କପରେ ଭାରତର ଦମଦାର ବିଜୟ, ପଡିଆରେ ପହଲଗାମର ପ୍ରତିଶୋଧ ନେଲା ଦଳ

ନୂଆଦିଲ୍ଲୀ: ଏସିଆ କପରେ ଭାରତର ଦମଦାର ବିଜୟ । ପରକିସ୍ତାନକୁ ୭ ଓ୍ବିକେଟରେ ହରାଇଲା ଭାରତ । ୧୨୮ ରନ୍ ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଭାରତ ୩ ଓ୍ବିକେଟ ହରାଇ ୧୩୧ ରନ୍ କରିଥିଲା । ଭାରତ ପକ୍ଷରୁ ଅଭିଷେକ ଶର୍ମା ୩୧, ଶୁବମନ ଗିଲ୍ ୧୦, ତିଲକ ବର୍ମା ୩୧ ରନ୍ କରି ଆଉଟ୍ ହୋଇଥିଲେ । ସୂର୍ଯ୍ୟକୁମାର ୪୭ ରନ୍ ଏବଂ ଏସ ଦୁବେ…