ରାଜଧାନୀର ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି

ଭୁବନେଶ୍ଵର: ରାଜଧାନୀର ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି । ରାଜଧାନୀର ୨୦ଟି ବଡ଼ ହାଟରେ ଲାଗୁହେବ ଏସ୍‌ଓପି । ଏନେଇ ସୂଚନା ଦେଇଛନ୍ତି ବିଏମ୍‌ସି ମେୟର ସୁଲୋଚନା ଦାସ । BMC ଅଧିକରୀଙ୍କ ଉପସ୍ଥିତିରେ ହେବ ହାଟ କମିଟି ନିର୍ବାଚନ । ସବୁ ହାଟ ଦୋକାନୀଙ୍କ ପାଇଁ ହେବ ଗ୍ରୁପ ଇନ୍ସୁରାନ୍ସ । ହାଟରେ ଏନ୍‌ଫୋର୍ସମେଣ୍ଟ କଡାକଡ଼ି ହେବ, ଜରିପାଲ ଟାଣି ପାରିବେନି ଦୋକାନୀ । ରାସ୍ତା…

ପଶ୍ଚିମବଙ୍ଗ ଦୁର୍ଗାପୁର ହସ୍ପିଟାଲ୍‌ରୁ ପୀଡ଼ିତା ମେଡିକାଲ୍‌ ଛାତ୍ରୀ ଡିସଚାର୍ଜ

ଦୁର୍ଗାପୁର: ପଶ୍ଚିମବଙ୍ଗ ଦୁର୍ଗାପୁର ହସ୍ପିଟାଲ୍‌ରୁ ପୀଡ଼ିତା ମେଡିକାଲ୍‌ ଛାତ୍ରୀ ଡିସଚାର୍ଜ । ଗଣଦୁଷ୍କର୍ମ ପୀଡ଼ିତାଙ୍କ ଡିସ୍‌ଚାର୍ଜ ନେଇ ମେଡିକାଲ୍‌ ପକ୍ଷରୁ ସୂଚନା । ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଆସିବା ପରେ ଡିସ୍‌ଚାର୍ଜ । ଗଣଦୁଷ୍କର୍ମର ଶିକାର ପରେ ଗତ ଶୁକ୍ରବାରରୁ ଭର୍ତ୍ତି ହୋଇଥିଲେ । ଡିସଚାର୍ଜ ପରେ ବି ଆଉ କିଛି ଦିନ ପଶ୍ଚିମବଙ୍ଗରେ ରହିବେ ପୀଡ଼ିତା । ମାମଲାର ତଦନ୍ତରେ ସହଯୋଗ ପାଇଁ ଆଉ କିଛି ଦିନ ରହିବେ…

ଅମରେଶ ଜେନାଙ୍କୁ ହାଇକୋର୍ଟଙ୍କ ସର୍ତ୍ତମୂଳକ ଜାମିନ

ଭୁବନେଶ୍ଵର: ଅମରେଶ ଜେନାଙ୍କୁ ହାଇକୋର୍ଟଙ୍କ ସର୍ତ୍ତମୂଳକ ଜାମିନ । ଦୁଷ୍କର୍ମ ମାମଲାରେ ଗିରଫ ଅମରେଶ ଜେନା ଓରଫ ବାୟାଁଙ୍କୁ ଜାମିନ୍ । ୨୫ ହଜାର ଟଙ୍କିଆ ଦୁଇ ଜାମିନଦାର ବଦଳରେ ସର୍ତ୍ତମୂଳକ ଜାମିନ । ପୀଡ଼ିତାଙ୍କ ଘର ଅଞ୍ଚଳକୁ ନଯିବାକୁ ହାଇକୋର୍ଟଙ୍କ ସର୍ତ୍ତ । ସୂଚନା ଅନୁସାରେ, କର୍ପୋରେଟର୍‌ ଅମରେଶ ଜେନା ଓରଫ ବାୟାଁଙ୍କ ବିରୋଧରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ଦେବାର ସଙ୍ଗୀନ ଅଭିଯୋଗ ଆଣିଥିଲେ । ବିବାହର…

ଆସନ୍ତା ୨୦ ତାରିଖ ସୋମବାର ହୋଇପାରେ ଦୀପାବଳି ଛୁଟି

ଭୁବନେଶ୍ଵର: ଆସନ୍ତା ୨୦ ତାରିଖ ସୋମବାର ହୋଇପାରେ ଦୀପାବଳି ଛୁଟି । ରାଜସ୍ବ ବିଭାଗ ପକ୍ଷରୁ ଏନେଇ ପ୍ରସ୍ତାବ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରସ୍ତାବ ଦିଆଯାଇଥିବା ନେଇ ସୂଚନା ମିଳିଛି । ତେବେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିନି । ସୂଚନାଯୋଗ୍ୟ ଯେ, ଚଳିତ ବର୍ଷ ଦୀପାବଳି ଉତ୍ସବ ପାଳନ କରିବା ପାଇଁ ମୁକ୍ତିମଣ୍ଡପ ପଣ୍ଡିତ ମହାସଭା ଦ୍ବାରା ସଂଶୋଧିତ ହୋଇଥିବା ପାଞ୍ଜି ଗୁଡିକରେ ଅକ୍ଟୋବର ୨୦ ତାରିଖ ସୋମବାର ବୋଲି…

ପୂରଣ ହେବ ଖାଲି ଥିବା କୁଳପତି ପଦ

ଭୁବନେଶ୍ଵର: ଖାଲି ଥିବା କୁଳପତି ପଦ ପୂରଣ ନେଇ ରାଜ୍ୟପାଳଙ୍କ ବଡ଼ ସୂଚନା । ୨/୩ ମାସ ମଧ୍ୟରେ ପୂରଣ ହେବ ଖାଲିଥିବା ସବୁ କୁଳପତି ପଦ । ଅଧିକାଂଶ ବିଶ୍ବବିଦ୍ୟାଳୟରେ ଇନ୍‌ଚାର୍ଜ ଭିସି ପାଇଁ ପାଠପଢ଼ାରେ ଗୁରୁତର ବାଧା । ରାଜ୍ୟର ମୋଟ୍ ୧୭ଟି ବିଶ୍ବବିଦ୍ୟାଳୟରୁ ୧୩ଟିରେ ନାହାନ୍ତି କୁଳପତି । ତେବେ ସାମ୍ବାଦିକଙ୍କ ସହ ସ୍ବତନ୍ତ୍ର ଆଲୋଚନା ବେଳେ ଏନେଇ ରାଜ୍ୟପାଳଙ୍କ ସୂଚନା । ସ୍କୁଲ ଡ୍ରପ୍…

ନୂଆପଡ଼ା ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କଲା ବିଜେଡି

ନୂଆପଡ଼ା: ନୂଆପଡ଼ା ପାଇଁ ଷ୍ଟାର ପ୍ରଚାରକ ତାଲିକା ଜାରି କଲା ବିଜେଡି । ନବୀନ ପଟ୍ଟନାୟକଙ୍କ ସମେତ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି ଦଳ । ତାଲିକାରେ ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ମିଶ୍ର, ରଣେନ୍ଦ୍ର ସ୍ବାଇଁ ଓ ନିରଞ୍ଜନ ପୂଜାରୀ ପ୍ରମୁଖଙ୍କ ନାଁ ରହିଛି । ତେବେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ସମେତ ୪୦ ଜଣିଆ ପ୍ରଚାର ତାଲିକା ବିରୋଧୀ ଦଳ ଉପନେତା ପ୍ରସନ୍ନ…

ଫାଣ୍ଡିରେ ଦମ୍ପତ୍ତିଙ୍କୁ ନିର୍ଯାତନା ମାମଲା, ପୂର୍ବତନ ସବ୍ ଇନ୍ସପେକ୍ଟରଙ୍କୁ ଗିରଫ ପାଇଁ ନିର୍ଦ୍ଦେଶ

ଖଣ୍ଡପଡ଼ା: କଣ୍ଟିଲୋ ଫାଣ୍ଡିର ପୂର୍ବତନ ସବ୍ ଇନ୍ସପେକ୍ଟରଙ୍କୁ ଗିରଫ ପାଇଁ ନିର୍ଦ୍ଦେଶ । ପୋଲିସ୍ ଏସଆଇଙ୍କ ସହ କନଷ୍ଟେବଳଙ୍କୁ ଗିରଫ କରିବା ପାଇଁ ନିର୍ଦ୍ଦେଶ । ଏସ୍‌ଆଇ ରମେଶ ଜେନା ଓ କନଷ୍ଟେବଳ ସୁଧୀର ତାଲିଙ୍କୁ ଗିରଫ ନିର୍ଦ୍ଦେଶ । ଗିରଫ ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ରାଜ୍ୟ ମାନବାଧିକାର କମିସନ । ସୂଚନା ଅନୁସାରେ, ଗତ ୨୦୨୪ ମାର୍ଚ୍ଚ ୧୯ରେ ଫାଣ୍ଡିରେ ନିର୍ଯାତନା ନେଇ OHRCର ଦ୍ୱାରସ୍ତ ହୋଇଥିଲେ…

ଫେବୃଆରୀରେ ଯୁକ୍ତ ଦୁଇ ପରୀକ୍ଷା, ଜାଣନ୍ତୁ କେବେ ମିଳିବ ଆଡମିଟ୍ କାର୍ଡ

ଭୁବନେଶ୍ଵର: ଆସନ୍ତା ଫେବ୍ରୁଆରୀ ମାସରେ ହେବ ଯୁକ୍ତ ଦୁଇ ପରୀକ୍ଷା । ଫେବ୍ରୁଆରି ମାସ ୧୫ ତାରିଖରୁ ୨୫ ତାରିଖ ଭିତରେ ଯୁକ୍ତ ଦୁଇ ପରୀକ୍ଷା ହେବ । ଏଥିପାଇଁ ଡିସେମ୍ବର ୧୫ ସୁଦ୍ଧା ମିଳିବ ଆଡମିଟ୍ କାର୍ଡ । ତେବେ ମିଳିଥିବା ସୂଚନା ମୁତାବକ, ଇଣ୍ଟରନାଲ ପରୀକ୍ଷା ଡ଼ିସେମ୍ବର ୨୨ରୁ ୩୧ ଭିତରେ ହେବ । ଯେଉଁମାନେ ଏହି ସମୟରେ ଇଣ୍ଟରନାଲ ଦେଇପାରିବେ ନାହିଁ, ସେମାନେ ଜାନୁଆରୀ ୧୦ରୁ…

ଆକାଶ ଛୁଆଁ ସୁନା ଦର, ବେହୋସ୍ କରୁଛି ରୁପା

ଭୁବନେଶ୍ଵର: ଆଜି ସକାଳୁ ସୁନା ରେଟ ପୁଣି ଉପରେ କାରବାର କରୁଛି । ସୁନା ଦରରେ ଆଜି ସାମାନ୍ୟ ବୃଦ୍ଧି ଘଟିଛି । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୨୮,୮୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର…

ସମୟ ଆସିଲେ ୨୦ ହଜାର ସମର୍ଥକଙ୍କୁ ଦିଲ୍ଲୀ ନେଇ କଂଗ୍ରେସରେ ମିଶିବି: ନାଣ୍ଡୁ ଧଳ

ଭୁବନେଶ୍ଵର: ପିସିସି ସଭାପତି ଭକ୍ତ ଦାସଙ୍କୁ ଯାତ୍ରା ପାର୍ଟି ମାଲିକ ନାଣ୍ଡୁ ଧଳଙ୍କ କାଉଣ୍ଟର । ଭକ୍ତ ଓ ତାଙ୍କ ପୁଅଙ୍କ ନାଁରେ ୬ରୁ ଊର୍ଦ୍ଧ୍ବ ମାମଲା ରହିଛି । ଲାଞ୍ଚ, ହତ୍ୟା ଧମକ, ଟଙ୍କା ହେରଫେର୍ ଭଳି ସଙ୍ଗୀନ ଅଭିଯୋଗ ରହିଛି । ଯଦି ରାଜନୀତିରେ ଏସବୁ ଧରାଯାଏ ତେବେ କଂଗ୍ରେସରେ କେହି ରହିବେନି ବୋଲି କହିଛନ୍ତି ନାଣ୍ଡୁ ଧଳ । ମୋ ନାଁରେ ତାଙ୍କ ଭଳି ବଡ଼…