ଭୁବନେଶ୍ବରରେ ଦୁର୍ଗାପୂଜା ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା

ଭୁବନେଶ୍ଵର: ଭୁବନେଶ୍ବରରେ ଦୁର୍ଗାପୂଜା ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା । କମିଶନରରେଟ୍ ପୋଲିସ ତରଫରୁ କଟକଣା ଜାରି କରାଯାଇଛି । ଆସନ୍ତା ୨୮ରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ କଟକଣା । ରାଜଧାନୀର ପ୍ରମୁଖ ରାସ୍ତାଗୁଡ଼ିକରେ ଭାରିଯାନ ଯିବା ଆସିବା ବାରଣ । ରସୁଲଗଡ଼ରୁ ଲିଙ୍ଗିପୁର, ବାଣୀବିହାରରୁ ଶିଶୁଭବନ ଛକ ଭାରିଯାନ ମନା । ସେହିପରି ଆଚାର୍ଯ୍ୟବିହାରରୁ କଳିଙ୍ଗ ହସ୍ପିଟାଲ ଓ ନ୍ୟୁ ଏୟାରପୋର୍ଟ ଛକ,…

ଆସନ୍ତାକଲିଠୁ ବାଲିଯାତ୍ରା ପାଇଁ ପ୍ଲଟ୍ ପଞ୍ଜିକରଣ, ପ୍ଲଟ ପିଛା ୫ ହଜାର ଟଙ୍କା

କଟକ: ଐତିହାସିକ ବାଲିଯାତ୍ରା ପାଇଁ ଆସନ୍ତାକଲିଠୁ ଆରମ୍ଭ ହେବ ପ୍ଲଟ୍ ରେଜିଷ୍ଟ୍ରେସନ ପ୍ରକ୍ରିୟା । କାଲିଠାରୁ ଅକ୍ଟୋବର ୯ ମଧ୍ୟରେ ୧୦୦ ଟଙ୍କାରେ ମିଳିବ ଆବେଦନପତ୍ର । ବାରବାଟୀ ପ୍ୟାଲେସ୍‌ରୁ ସଂଗ୍ରହ ଓ ଦାଖଲ କରିପାରିବେ ଆବେଦନପତ୍ର । ଜଣେ ବ୍ୟକ୍ତି/ଅନୁଷ୍ଠାନ ସର୍ବାଧିକ ୩ଟି ପ୍ଲଟ୍ ପାଇଁ ଆବେଦନ କରିପାରିବେ । ପ୍ଲଟ ପିଛା ପ୍ରାରମ୍ଭିକ ପଞ୍ଜୀକରଣ ରାଶି ୫ ହଜାର ଟଙ୍କା ରହିବ । ଗୋଟିଏ ପ୍ଲଟ୍ ପାଇଁ…

ସୁରକ୍ଷିତ ପାର୍ବଣ, ସମ୍ଭାବ୍ୟ ବର୍ଷାକୁ ଆଖିରେ ରଖି ଆଗୁଆ ପଦକ୍ଷେପ ନେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ହାଇକୋର୍ଟରେ କଟକ ସହର ସମସ୍ୟା ସମ୍ପର୍କିତ ମାମଲା । ସୁରକ୍ଷିତ ପାର୍ବଣ ଉପରେ ଗୁରୁତ୍ୱ ଦେଲେ ହାଇକୋର୍ଟ । ଦଶହରା ତୋରଣଗୁଡିକର ସଠିକ୍‌ ଭାବେ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ସମ୍ଭାବ୍ୟ ବର୍ଷାକୁ ଆଖିରେ ରଖି ଆଗୁଆ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ୧୧୭ଟି ମଣ୍ଡପରେ ନିରୀକ୍ଷଣ ସରିଛି ଜଣାଇଲେ ପୂର୍ତ୍ତ ବିଭାଗ ଅଧିକାରୀ । ଭସାଣ ରୁଟ୍‌ରେ ଆମ୍ବୁଲାନ୍ସ, ଦମକଳ ରଖାଯିବ…

ଆଉ ରହିବନି ରାଜଧାନୀବାସୀଙ୍କ ଚିନ୍ତା, ଏଣିକି ଅଳିଆରୁ ବାହାରିବ ବିଦ୍ୟୁତ

ଭୁବନେଶ୍ଵର: ଅଳିଆରୁ ପ୍ରସ୍ତୁତ ହେବ ଏନର୍ଜି, ନିର୍ମାଣ ହେବ ପ୍ଲାଣ୍ଟ । ବିଏମ୍‌ସି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ବିଏମ୍‌ସି ଅଞ୍ଚଳରୁ ପ୍ରତିଦିନ ୮୦୦ ଟନ୍‌ ଅଳିଆ ବାହାରୁଛି । ଏନର୍ଜି ପ୍ଲାଣ୍ଟ, ବାୟୋଗ୍ୟାସ କମ୍ପୋଷ୍ଟିଙ୍ଗ ପ୍ଲାଣ୍ଟ ନିର୍ମାଣ ପାଇଁ ଚିନ୍ତା କରୁଛୁ । ବାୟୋଗ୍ୟାସ କମ୍ପୋଷ୍ଟିଙ୍ଗ ପ୍ଲାଣ୍ଟ ପାଇଁ ଟେଣ୍ଡର ସରିଛି । ପଳାଶୁଣୀରେ ନିର୍ମାଣ ହେବ ୱେଷ୍ଟ ଟୁ ବ୍ରିକେଟ ବା ଚାରକୋଲ ପ୍ଲାଣ୍ଟ…

ଜଳସ୍ତର ବଢ଼ିବ କିନ୍ତୁ ବନ୍ୟା ନାହିଁ: ଜଳ ସମ୍ପଦ ମୁଖ୍ୟଯନ୍ତ୍ରୀ

ଭୁବନେଶ୍ଵର: ସମ୍ଭାବ୍ୟ ଅବପାତଜନିତ ବର୍ଷା ନେଇ ସତର୍କ କରାଇଲେ SRC । VCରେ ୧୮ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହେଲେ SRC । ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ନୂଆପଡ଼ା ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହୋଇଛନ୍ତି SRC । ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତି ନେଇ ଆଲୋଚନା…

ଶେଷ ହେଲା ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ଵର: ଶେଷ ହେଲା ବିଧାନସଭା ମୌସୁମୀ ଅଧିବେଶନ । ଗୋଟିଏ ଦିନ ପୂର୍ବରୁ ସରିଲା ମୌସୁମୀ ଅଧିବେଶନ । ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି । ମୌସୁମୀ ଅଧିବେଶନରେ ରହିଥିଲା ୬ଟି କାର୍ଯ୍ୟ ଦିବସ । ୨ଟି ବିଲ୍‌ ସହ GST ସଂଶୋଧନ ନେଇ ସଂକଳ୍ପ ପ୍ରସ୍ତାବ ପାରିତ । ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ ୨୦୨୫ ପାରିତ । ଓଡ଼ିଶା ଦ୍ରବ୍ୟ ଓ ସେବା…

ଆଗତ ହେଲା CAG ରିପୋର୍ଟ, ସାମ୍ନାକୁ ଆସିଲା ସାଂଘାତିକ ତ୍ରୁଟି

ଭୁବନେଶ୍ଵର: ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନର‌ ଷଷ୍ଠ ଦିନରେ ସିଏଜି ରିପୋର୍ଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍‌ଣରେ ଏହି ରିପୋର୍ଟ ଆଗତ କରିଛନ୍ତି। ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ITDA)କୁ ନେଇ CAGରେ ସାଂଘାତିକ ତଥ୍ୟ ସାମ୍ନାକୁ ଆସିଛି । ୨୦୧୮-୨୩ ମଧ୍ୟରେ ୧୧ଟି ନମୁନାଭୁକ୍ତ ITDA ପାଖରେ ଉପଲବ୍ଧ । ୧୭୦୯.୪୭ କୋଟିରୁ ଖର୍ଚ୍ଚ ହୋଇଛି ୧୧୯୦.୦୪ କୋଟି, ଯାହା କେବଳ ୭୦%…

ଆଇନ ମନ୍ତ୍ରୀ କଲେ ବଡ ଖୁଲାସା, ଦୁର୍ଘଟଣା ନୁହେଁ ଅପର୍ଣ୍ଣାକୁ କରାଯାଇଥିଲା ହତ୍ୟା

ଭୁବନେଶ୍ଵର: ୨୦ ଲକ୍ଷ ପାଇଁ ପୋଲିସ କନଷ୍ଟେବଲ ଶୁଭମିତ୍ରାଙ୍କୁ ହତ୍ୟା କରାଯାଇଛି । ବିଧାନସଭାରେ ମୁଲତବି ଆଲୋଚନାରେ ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ । ଅଭିଯୁକ୍ତ ଦୀପକ ରାଉତଠାରୁ ୨୦ ଲକ୍ଷ ଦାବି କରିଥିଲେ ଶୁଭମିତ୍ରା । ଶୁଭମିତ୍ରା ରୀତି ଅନୁସାରେ ବିବାହ ପାଇଁ ୨୦ ଲକ୍ଷ ଦାବି କରିଥିଲେ ବୋଲି କହିଛନ୍ତି ମନ୍ତ୍ରୀ । ଏତଦବ୍ୟତୀତ ଆହୁରି ଏକ ସାଂଘାତିକ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ।…

ଶ୍ରୀମୟୀ ମିଶ୍ରଙ୍କୁ ବିଜେଡି ନେତା ମନ୍ମଥ ରାଉତରାୟଙ୍କ ଆହ୍ବାନ

ଭୁବନେଶ୍ଵର: ଶ୍ରୀମୟୀ ମିଶ୍ରଙ୍କୁ ବିଜେଡି ନେତା ମନ୍ମଥ ରାଉତରାୟଙ୍କ ଆହ୍ବାନ । ନବୀନ ପଟ୍ଟନାୟକଙ୍କ ବିନା ଏବେ ନେତ୍ରୀ ହୋଇ ପ୍ରମାଣିତ କରନ୍ତୁ୍ ବୋଲି ସିଧାସଳଖ ଆହ୍ଵାନ ଦେଇଛନ୍ତି ବିଜେଡି ନେତା ମନ୍ମଥ ରାଉତରାୟ । ମନ୍ମଥ ଆହୁରି କହିଛନ୍ତି, ଏଭଳି ନେତା ବିଜେଡି ପାଇଁ ନିର୍ବାଚନରେ ବୀଭିଷଣ ହୋଇଥିଲେ । ଶଙ୍ଖଭବନରେ ଆପତ୍ତିଜନକ ଆଚରଣ ସିସିଟିଭିରେ କଏଦ ହୋଇଛି । ଦଳ ତାଙ୍କୁ ସସ୍‌ପେଣ୍ଡ୍‌ କରି ଯଥାର୍ଥ ନିଷ୍ପତ୍ତି…

ପୁଣି ସୋସିଆଲ ମିଡିଆ ଜରିଆରେ ରୋଷ ଝାଡ଼ିଲେ ଶ୍ରୀମୟୀ ମିଶ୍ର, କହିଲେ…

ଭୁବନେଶ୍ଵର: ପୁଣି ସୋସିଆଲ ମିଡିଆ ଜରିଆରେ ରୋଷ ଝାଡ଼ିଲେ ଶ୍ରୀମୟୀ ମିଶ୍ର । ନବୀନ ବାବୁଙ୍କୁ କେବଳ ଦଳର ସଭାପତି ଭାବିନଥିଲି, ବାପା ଭାବୁଥିଲି । ମୋ ପ୍ରତି ଅପଶବ୍ଦ ପ୍ରୟୋଗ ନେଇ ନବୀନ ନିବାସ ଯାଇ ଜଣାଇଥିଲି । ଦଳର ସଭାପତି ସବୁ ଶୁଣିଲା ପରେ କହିଲେ ରାଜନୀତିରେ ଏପରି ଘଟେ । ଏହି ଘଟଣା ହିଁ ମୋ ଜୀବନର ଟର୍ଣ୍ଣିଂ ପଏଣ୍ଟ ପାଲଟିଗଲା । ମତେ ଲାଗିଲା…