ବିଜେଡି ନେଲା ବଡ଼ ଆକ୍ସନ, ଦଳରୁ ନିଲମ୍ବିତ ହେଲେ ଶ୍ରୀମୟୀ ମିଶ୍ର
ଭୂବନେଶ୍ଵର: ବିଜେଡି ନେଲା ବଡ଼ ଆକ୍ସନ । ଦଳରୁ ନିଲମ୍ବିତ ହେଲେ ଶ୍ରୀମୟୀ ମିଶ୍ର । ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ନିଲମ୍ବିତ । ନିକଟରେ ସୋସିଆଲ ମିଡିଆ ଟିପ୍ପଣୀକୁ ନେଇ ଚର୍ଚ୍ଚାରେ ଥିଲେ ଶ୍ରୀମୟୀ । ମହଙ୍ଗା ପଡ଼ିଲା ଧୃତରାଷ୍ଟ୍ର ଓ ଭଣ୍ତ ସନ୍ନ୍ୟାସୀ ଟିପ୍ପଣୀ ଦେବା । ଗୋଟିଏ ପରେ ଗୋଟିଏ ସୋସିଆଲ୍ ମିଡ଼ିଆ ପୋଷ୍ଟ୍ କରି ରାଜନୀତି ମହଲରେ ବିସ୍ଫୋରଣ କରିବାରେ ଲାଗି ପଡ଼ିଥିଲେ ବିଜେଡି…
