ଚାକିରିଆଙ୍କ ପାଇଁ ବଡ ଖବର, ଆଗୁଆ ମିଳିବ ଦରମା

ଭୂବନେଶ୍ଵର: ସରକାରୀ ଚାକିରିଆଙ୍କ ପାଇଁ ଖୂସି ଖବର । ପୂଜା ପାଇଁ ଆଗୁଆ ଦରମା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ସେପ୍ଟେମ୍ବର ମାସର ଦରମାକୁ ୨୬ ତାରିଖରେ ଦେବା ପାଇଁ ନିର୍ଦ୍ଦେଶନାମା । ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ଜାରି ହୋଇଛି ସ୍ୱତନ୍ତ୍ର ନିର୍ଦ୍ଦେଶନାମା । ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ…

ପାତ୍ରପଡ଼ା ହିଟ୍ ଆଣ୍ତ୍ ରନ୍ ଘଟଣା, ଗିରଫ ହେଲେ ଥାର୍ ମାଲିକ

ଭୁବନେଶ୍ୱର: ପାତ୍ରପଡ଼ା ହିଟ୍ ଆଣ୍ତ୍ ରନ୍ ଘଟଣା । ପୁରୀରୁ ଗିରଫ ହେଲେ ଦୁର୍ଘଟଣା ଘଟାଇଥିବା ଅଭିଯୁକ୍ତ ଥାର୍ ମାଲିକ । ଗତ ୯ ଅଗଷ୍ଟ ରାକ୍ଷୀ ପୂର୍ଣ୍ଣିମାରେ ଘଟିଥିଲା ଦୁର୍ଘଟଣା । ସ୍କର୍ପିଓ ଓ ଥାର୍ ରେସିଂ ପାଇଁ ମାଆ-ଝିଅଙ୍କ ମୃତ୍ୟୁ ହୋଇଥିଲା । ପାତ୍ରପଡ଼ା ପାଖରେ ରାସ୍ତାରୋକ କରିଥିଲେ ଫୁଲେଶ୍ୱରୀ ବସ୍ତି ଲୋକେ । ଜବତ ହୋଇଥିଲା ସ୍କର୍ପିଓ ଓ ଥାର୍; ଅନ୍ୟ ଅଭିଯୁକ୍ତ ମଧ୍ୟ ଗିରଫ…

ଲଘୁଚାପ ସୃଷ୍ଟି, ୨୮ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର: ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ବଙ୍ଗୋପସାଗର ଏବଂ ଓଡ଼ିଶା ନିକଟବର୍ତ୍ତୀ ଉପକୂଳ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି । ୨୫ ତାରିଖରେ ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି ।୨୭ରେ ସୃଷ୍ଟ ଲଘୁଚାପଟି ଅବପାତରେ ପରିଣତ ହୋଇ ଦକ୍ଷିଣ ଓଡ଼ିଶା ଓ ଆ‌ନ୍ଧ୍ରପ୍ରଦେଶ ଅତିକ୍ରମ କରିପାରେ । ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ…

ବିଜେଡି ନେଲା ବଡ଼ ଆକ୍ସନ, ଦଳରୁ ନିଲମ୍ବିତ ହେଲେ ଶ୍ରୀମୟୀ ମିଶ୍ର

ଭୂବନେଶ୍ଵର: ବିଜେଡି ନେଲା ବଡ଼ ଆକ୍ସନ । ଦଳରୁ ନିଲମ୍ବିତ ହେଲେ ଶ୍ରୀମୟୀ ମିଶ୍ର । ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ନିଲମ୍ବିତ । ନିକଟରେ ସୋସିଆଲ ମିଡିଆ ଟିପ୍ପଣୀକୁ ନେଇ ଚର୍ଚ୍ଚାରେ ଥିଲେ ଶ୍ରୀମୟୀ । ମହଙ୍ଗା ପଡ଼ିଲା ଧୃତରାଷ୍ଟ୍ର ଓ ଭଣ୍ତ ସନ୍ନ୍ୟାସୀ ଟିପ୍ପଣୀ ଦେବା । ଗୋଟିଏ ପରେ ଗୋଟିଏ ସୋସିଆଲ୍ ମିଡ଼ିଆ ପୋଷ୍ଟ୍ କରି ରାଜନୀତି ମହଲରେ ବିସ୍ଫୋରଣ କରିବାରେ ଲାଗି ପଡ଼ିଥିଲେ ବିଜେଡି…

୨୭ରେ ଝାରସୁଗୁଡ଼ା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି 

ଭୁବନେଶ୍ଵର: ଆସନ୍ତା ୨୭ରେ ଝାରସୁଗୁଡ଼ା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ । ମୋଦିଙ୍କ ଗସ୍ତ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା । ସେପଟେ ଅମଲିପାଲି ପଡିଆରେ ଯୁଦ୍ଧକାଳୀନ ଭିତ୍ତିରେ ସଫେଇ କାର୍ଯ୍ୟ ସହ ପେଣ୍ଡାଲ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯାଇଛି । ପ୍ରସ୍ତୁତି କାର୍ଯ୍ୟକୁ ସମୀକ୍ଷା କରିଛନ୍ତି ଉତ୍ତରାଞ୍ଚଳ ରାଜସ୍ୱ କମିଶନର ସଚିନ ରାମଚନ୍ଦ୍ର ଯାଦବ ଓ ଉତ୍ତରାଂଚଳ ଆଇଜି ହିମାଂଶୁ…

ଶେଷ ହେଲା ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା

ପୁରୀ: ଶେଷ ହେଲା ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର କାର୍ଯ୍ୟ । ଏନେଇ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ସକାଳ ୧୦ଟା ୫୫ରୁ ଆରମ୍ଭ ହୋଇଥିଲା ସ୍ଥାନାନ୍ତର । ଅପରାହ୍ନ ୨ଟା ୫୫ରେ ସରିଲା ସ୍ଥାନାନ୍ତର କାର୍ଯ୍ୟ । ୬ଟି ଆଲମିରା ଓ ୬ଟି ପ୍ୟାକେଟ୍‌ରେ ବନ୍ଦ ଅବସ୍ଥାରେ ସ୍ଥାନାନ୍ତରିତ ହେଲା ମହାପ୍ରଭୁଙ୍କ ରତ୍ନ । ଭିତର ରତ୍ନଭଣ୍ଡାରକୁ ରତ୍ନ ସ୍ଥାନାନ୍ତର ପରେ ୨ଟି ଚାବି ପଡ଼ିଛି…

ଧବଳେଶ୍ୱରଙ୍କ ପୀଠରେ ନଭେମ୍ବର ୩ରେ ବଡ଼ଓଷା, ୫ରେ ଡ଼ଙ୍ଗା ଭସା

କଟକ: ଧବଳେଶ୍ୱର ପୀଠରେ କାର୍ତ୍ତିକ ପଞ୍ଚକ ବ୍ରତ ଓ ବଡ଼ଓଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅକ୍ଟୋବର ୮ରୁ ନଭେମ୍ବର ୫ ଯାଏ ଧବଳେଶ୍ୱର ପୀଠରେ କାର୍ତ୍ତିକ ବ୍ରତ ପାଳନ ହେବ। ସେହିପରି ୧ ନଭେମ୍ବରରୁ ୫ ଯାଏଁ ପଞ୍ଚକ ବ୍ରତ ପାଳନ କରାଯିବ। ୩ରେ ବଡ଼ଓଷା, ବଡ଼ସିଂହାର ବେଶରେ ଦର୍ଶନ ଦେବେ ବାବା ଧବଳେଶ୍ୱର। ୩ ରାତିରେ ଧବଳେଶ୍ୱରଙ୍କ ପାଖେ ଲାଗି ହେବ ଗଜଭୋଗ ଓ ତରଣ। ୪…

ପରଲୋକରେ ଅର୍ଜୁନ ପୁରସ୍କାର ବିଜେତା ବିଜୟ କୁମାର ଶତପଥୀ

ଭୂବନେଶ୍ଵର: ଅର୍ଜୁନ ପୁରସ୍କାର ବିଜେତା ବିଜୟ କୁମାର ଶତପଥୀଙ୍କ ପରଲୋକ । ପୂର୍ବତନ ଅନ୍ତର୍ଜାତୀୟ ଭାରୋତ୍ତୋଳକ ବିଜୟ କୁମାର ଶତପଥୀ । ବାର୍ଦ୍ଧକ୍ୟ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକଙ୍କ ସୂଚନା । ୧୯୮୨ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଥିଲେ ବିଜୟ । ଜଣେ ଓଡ଼ିଆ ଭାରୋତ୍ତଳକ ଅଟନ୍ତି ବିଜୟ କୁମାର ଶତପଥୀ । କୌଣସି ଆନ୍ତରାଷ୍ଟ୍ରୀୟ ପ୍ରତିଯୋଗୀତାରେ ପଦକ ଜିତିବାରେ ସେ ଥିଲେ ପ୍ରଥମ ଓଡ଼ିଆ ଖେଳାଳି । ବିଜୟ…

ଆଜି ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର

ପୁରୀ: ଆଜି ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର । ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର । ଏଥିପାଇଁ ପୂର୍ବାହ୍ନ ୧୦ଟାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ପ୍ରଥମେ ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ ଶୋଧ କରାଯିବ । ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିଥିବା ବେଳେ ରତ୍ନଭଣ୍ଡାର ସ୍ଥାନାନ୍ତର ସମାପନ ପରେ କଟକଣା ପ୍ରତ୍ୟାହାର ହେବ…

ଲଘୁଚାପ ଆଣୁଛି ବଡ଼ ବର୍ଷା, ବ୍ୟାକ୍ ଟୁ ବ୍ୟାକ୍ ୩ଟି ଲଘୁଚାପ

ଭୁବନେଶ୍ଵର: ଲଘୁଚାପ ଆଣୁଛି ବଡ଼ ବର୍ଷା। ଉତ୍ତର-ପୂର୍ବ ବଙ୍ଗୋପସାଗର ଆଖପାଖ ଅଂଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । ସେପଟେ ଗତକାଲି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପମୁହାଁ ହେଉଛି ଓଡ଼ିଶା। ଏଥିସହ ଅକ୍ଟୋବର ୧ ତାରିଖରେ ବି ଆଉ ଏକ…