ହେବ ସବୁ ପ୍ରତୀକ୍ଷାର ଅନ୍ତ, ହେଲେ କାଲି ମିଳିବନି ଜଗା ଦର୍ଶନ!
ପୁରୀ: ଆସନ୍ତାକାଲି ସକାଳ ୧୦ ପରଠାରୁ ମିଳିବନି ମହାପ୍ରଭୁଙ୍କ ଦର୍ଶନ । ସକାଳ ୧୦ଟା ପୁରୀ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ କରାଯାଇଛି । ଏନେଇ ସୂଚନା ଦେଇଛି ମନ୍ଦିର ପ୍ରଶାସନ । ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (SJTA) ଘୋଷଣା କରିଛି ଯେ ରତ୍ନ ଅଳଙ୍କାର ମନ୍ଦିରର ସ୍ଥାୟୀ ଭଣ୍ଡାର, ରତ୍ନ ଭଣ୍ଡାରକୁ ସ୍ଥାନାନ୍ତରିତ ହେବା ଯୋଗୁଁ ଆସନ୍ତାକାଲି ମହାପ୍ରଭୁ ଜଗନ୍ନାଥ, ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଏବଂ…
