ହସ୍ପିଟାଲରେ ଓଡ଼ିଆ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି

ଭୁବନେଶ୍ଵର: ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ । କଟକ ସିଡିଏର ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି । ଫୁସ୍‌ଫୁସ୍‌ ସଂକ୍ରମଣଜନିତ ସମସ୍ୟା ନେଇ ହସ୍ପିଟାଲ୍‌ରେ ଭର୍ତ୍ତି । ଏବେ ବୁଦ୍ଧାଦିତ୍ୟଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା । ତେବେ ଫୁସ୍‌ଫୁସ୍‌ ସଂକ୍ରମଣଜନିତ ସମସ୍ୟାରେ ପୀଡିତ ଅଛନ୍ତୁ ବୁଦ୍ଧାଦିତ୍ୟ ମହାନ୍ତି । ଦୀର୍ଘ ଦିନ ହେବ ସେ ଥଣ୍ଡା ଏବଂ ଜ୍ବରରେ ପୀଡିତ ଅଛନ୍ତି । ଆଜି ଅଧିକ ଅସୁସ୍ଥ ହେବାରୁ…

ଆହୁରି ୩ ଦିନ ପ୍ରବଳ ବର୍ଷା, ପୁଣି ଖୋଲିଲା ହୀରାକୁଦ ଗେଟ୍

ଭୁବନେଶ୍ୱର: ରାଜ୍ୟରେ ମୌସୁମI ଜନିତ ବର୍ଷା ଜାରି ରହିଛି । ରାଜ୍ୟରେ ଆହୁରି ୩ ଦିନ ବର୍ଷିବ । ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ହେଉଥିବା ବେଳେ କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ ବେଗରେ ପବନ ବହିବା ସମ୍ଭାବନା ରହିଛି । ଆଜି ବିଜୁଳି ଘଡ଼ଘଡ଼ି ପାଇଁ ୨୦ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ,…

ଆବାସ ଦିବସ ପାଳନ କରିବେ ରାଜ୍ୟ ସରକାର

ଭୁବନେଶ୍ଵର: ଆବାସ ଦିବସ ପାଳନ କରିବେ ରାଜ୍ୟ ସରକାର। ପ୍ରତି ଜିଲ୍ଲା, ପୌରସଂସ୍ଥାରେ ଆୟୋଜନ ହେବ ସହରାଞ୍ଚଳ ପ୍ରଧାନମନ୍ତ୍ରୀ ଆବାସ ମେଳା। ଏନେଇ ସବୁ ଜିଲ୍ଲପାଳଙ୍କୁ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଚିଠି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ୧୭ ତାରିଖରୁ ୨ଟି ପର୍ଯ୍ୟାୟରେ ଚାଲିବ । ସେପ୍ଟେମ୍ବର ୧୭ରୁ ଦୁଇଟି ପର୍ଯ୍ୟାୟରେ ଅକ୍ଟୋବର ୩୧ ପର୍ଯ୍ୟନ୍ତ ଚାଲିବ ଏହି ଆବାସ ମେଳା । ସେପ୍ଟେମ୍ବର ୧୭ରୁ…

ଆସୁଛନ୍ତି ମା’: ସରସ୍ଵତୀ ରୂପରେ ପୂଜା ପାଆନ୍ତି ମା’ ଜଗତଜନନୀ

ଭୁବନେଶ୍ଵର: ଚାଲିଛି ପାର୍ବଣର ଋତୁ । ଆଉ ଦିନ କେଇଟା ପରେ ଧରାବତରଣ କରିବେ ମା ଦୁର୍ଗା । ଏଥିପାଇଁ ଚଳ ଚଞ୍ଚଳ ହୋଇ ଉଠିଛି ଗାଁ ରୁ ସହର । ମା’ଙ୍କ ଆଵାହନ ପାଇଁ ମର୍ତ୍ତ୍ୟବାସୀ ବେଶ ଉତ୍ସାହର ସହ ଲାଗି ପଡିଛନ୍ତି । ସାର୍ବଜନୀନ ମଣ୍ଡପ ଠାରୁ ଆରମ୍ଭ କରି ଶକ୍ତିପୀଠରେ ଚାଲିଛି ମା’ଙ୍କ ଷୋଡଶ ଉପଚାର ପୂଜା । ମୂଳାଷ୍ଟମୀ ଠାରୁ ମା’ ଦୁର୍ଗାଙ୍କ ଷୋ଼ଡଶ…

ବିଧାନସଭାର ମୌସୁମୀ ଅଧିବେଶନ: ଆସନ୍ତାକାଲି ଶାସକ-ବିରୋଧି ବୈଠକ, ଆଜି ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ଵର: ଆସନ୍ତା ୧୮ରୁ ୨୫ ତାରିଖ ପର୍ଯ୍ୟନ୍ତ ବିଧାନସଭାର ମୌସୁମୀ ଅଧିବେଶନ ଥିବାରୁ ଆସନ୍ତାକାଲି ପୃଥକ ସ୍ଥାନରେ ଶାସକ ଓ ବିରୋଧୀ ଦଳ ବିଧାୟକଙ୍କ ବୈଠକ ବସିବ । ସରକାରଙ୍କୁ ଶାଣିତ ଆକ୍ରମଣ କରିବାକୁ ଯୋଜନା କରିବେ ଉଭୟ ବିଜେଡି ଓ କଂଗ୍ରେସ । ୧୭ରେ କଂଗ୍ରେସ ଭବନରେ କଂଗ୍ରେସ ବିଧାୟକ ଦଳର ବୈଠକ ବସିବ । ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ଉପସ୍ଥିତିରେ ବସିବ ବୈଠକ ।…

ନୂଆପଡ଼ା ଉପନିର୍ବାଚନ: ଘାସିରାମ ମାଝୀ ହେବେ କି କଂଗ୍ରେସ ପ୍ରାର୍ଥୀ !

ନୂଆପଡ଼ା: ନୂଆପଡ଼ା ପାଇଁ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିବାକୁ ପିସିସିର ଇସାରା । ନୂଆପଡ଼ା ଉପନିର୍ବାଚନରେ କଂଗ୍ରେସର ପ୍ରାର୍ଥୀ ହୋଇପାରନ୍ତି ଭେଟରାନ କଂଗ୍ରେସ ନେତା ଘାସିରାମ ମାଝୀ । ଏନେଇ ପରୋକ୍ଷରେ ସଂକେତ ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ଗତ ନିର୍ବାଚନରେ ସ୍ୱାଧୀନ ଭାବେ ୫୦ ହଜାରରୁ ଅଧିକ ଭୋଟ ପାଇଥିଲେ । ଘାସିରାମ ବାବୁ ଏବେ କଂଗ୍ରେସର ଜିଲ୍ଲା ସଂଯୋଜକ ଅଛନ୍ତି । ଆମର…

୨୭ଟି ନୂଆ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଓଡ଼ିଶାର ଶିଳ୍ପ ଇତିହାସରେ ଯୋଡିହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ । ଏବେ ରାଜ୍ୟରେ ୩ ଜିଲ୍ଲାକୁ ଛାଡିଦେଲେ ୨୭ଟି ଜିଲ୍ଲାରେ ଶିଳ୍ପ ହୋଇଛି। ନୂଆ ଶିଳ୍ପ ପ୍ରକଳ୍ପର ଭିଭିପୁସ୍ତର ସ୍ଥାପନ କରି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ । ୨୭ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବାପାଇଁ ସମୁଦାୟ ୨୫ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ପୁଞ୍ଜି ବିନିଯୋଗ କରାଯାଉଛି ଏବଂ ଏହାଦ୍ୱାରା ୫୨ ହଜାରରୁ ଅଧିକ ଯୁବକ ଯୁବତୀଙ୍କ ପାଇଁ…

ସେପ୍ଟେମ୍ବର ୧୯ରୁ ହବିଷ୍ୟାଳୀ ଅନଲାଇନ୍ ପଞ୍ଜିକରଣ

ପୁରୀ: ଆସନ୍ତା ସେପ୍ଟେମ୍ବର ୧୯ରୁ ଆରମ୍ଭ ହେବ ହବିଷ୍ୟାଳୀଙ୍କ ଅନଲାଇନ ପଞ୍ଜିକରଣ । ଆସନ୍ତା ୧୯ତାରିଖ ପୂର୍ବାହ୍ନ ୧୦ ଠାରୁ ଧାର୍ଯ୍ୟ ଲକ୍ଷ ପୂରଣ ହେବା ପର୍ଯ୍ୟନ୍ତ ଅନଲାଇନରେ ନିଜର ନାଁ ପଞ୍ଜିକରଣ କରିବା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । https/edistrict.odisha.gov.in ଅନଲାଇନ୍ ଲିଙ୍କ ରେ ଆବେଦନ କରିପାରିବେ । ପ୍ରାୟ ଅଢ଼େଇ ହଜାର ହବିଷିଆଳି ଙ୍କ ପାଇଁ ଏଥର ହୋଇଛି ବ୍ୟବସ୍ଥା । କେଉଁଠି ରହିବେ ଓ…

ସୁରକ୍ଷାବାହିନୀଙ୍କୁ ବଡ ସଫଳତା, ୪ କୁଖ୍ୟାତ ନକ୍ସଲ ନେତା ନିହତ

ବଣାଇ: ଝାଡ଼ଖଣ୍ଡରରେ ୩ କୁଖ୍ୟାତ ନକ୍ସଲ ନେତା ନିହତ । ସହଦେବ ସୋରେନ, ରଘୁନାଥ ହେମ୍ବ୍ରମ ଓ ବୀରସେନ ଗଞ୍ଜୁ ମୃତ । ହଜାରିବାଗର ଗୋରହର ଥାନା ଅଞ୍ଚଳରୁ ମୃତଦେହ ଉଦ୍ଧାର । ସହଦେବ ସୋରେନଙ୍କ ପାଇଁ ଥିଲା ୧ କୋଟି ଟଙ୍କା ପୁରସ୍କାର । ରଘୁନାଥ ହେମ୍ବ୍ରମଙ୍କ ପାଇଁ ଥିଲା ୨୫ ଲକ୍ଷ ଟଙ୍କା ପୁରସ୍କାର । ସେହିପରି ବୀରସେନ ଗଞ୍ଜୁଙ୍କ ପାଇଁ ଥିଲା ୧୦ ଲକ୍ଷ ଟଙ୍କା…

ନୂଆପଡ଼ା ଉପନିର୍ବାଚନ: ଆଜି ପ୍ରକାଶିତ ହେବ ଭୋଟର ଚିଠା ତାଲିକା

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଆଜି ପ୍ରକାଶିତ ହେବ ଭୋଟର ଚିଠା ତାଲିକା । ଆଜିଠୁ ୨୮ ତାରିଖ ପର୍ଯ୍ୟନ୍ତ ଦାବି ଓ ଆପତ୍ତି ସମୟସୀମା ରହିଛି । ଅକ୍ଟୋବର ୭ ତାରିଖରେ ସରିବ ଦାବି ଓ ଆପତ୍ତି ନିଷ୍ପତ୍ତି । ଅକ୍ଟୋବର ୯ରେ ପ୍ରକାଶ ପାଇବ ନୂଆ ଭୋଟର ତାଲିକା । ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ନୂଆପଡ଼ା ଉପନିର୍ବାଚନ ପ୍ରକ୍ରିୟା ଆରମ୍ଭ…