ଆସନ୍ତାକାଲି ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ଆଶ୍ବିନ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ । ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ । ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି । ଗୁରୁବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୫ଟାରୁ…

ସରିଲା ସୁଭଦ୍ରା ସମୀକ୍ଷା ବୈଠକ, ବଡ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ସୁଭଦ୍ରା’ ସମୀକ୍ଷା ପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା । ମୃତ ଓ ଜୀବିତ ନେଇ ଆମେ ସ୍ବାସ୍ଥ୍ୟ ବିଭାଗ ତଥ୍ୟକୁ ଗ୍ରହଣ କରିବୁ । ଯୋଗାଣ ବିଭାଗ ଦେଇଥିବା ତଥ୍ୟ ଗ୍ରହଣ କରିବୁ ନାହିଁ । ୨ ଲକ୍ଷ ୮୫ ହଜାର ମହିଳାଙ୍କ କ୍ଷେତ୍ରରେ ଫିଲ୍ଡ ଏନ୍‌କ୍ବାରୀ ହେବ । ୧୫ ହଜାର ମହିଳାଙ୍କୁ ନେଇ ସନ୍ଦେହ ସୃଷ୍ଟି ହୋଇଥିଲା । ସ୍ବାସ୍ଥ୍ୟ ବିଭାଗ ପ୍ରାୟ…

ଗଡିଲା ରେଳ, ଅଯୋଧ୍ୟା – ବାରଣାସୀ ଅଭିମୁଖେ ୭୭୫ ଯାତ୍ରୀ

ଭୁବନେଶ୍ଵର: ଆଜି ଓଡିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ପକ୍ଷରୁ ଭୁବନେଶ୍ୱର ରେଳ ଷ୍ଟେସନ ରେ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା’ ଟ୍ରେନ ର ଶୁଭାରମ୍ଭ ହୋଇଛି । ଏଥିରେ ଭୁବନେଶ୍ୱର – ଅଯୋଧ୍ୟା – ବାରଣାସୀ ଅଭିମୁଖେ ଯାତ୍ରା କରିଛନ୍ତି ୭୭୫ ଯାତ୍ରୀ । ଏହି ଯାତ୍ରା ସମୟରେ ଯାତ୍ରୀ ମାନଙ୍କୁ ଏକ ଦିବ୍ୟ ତଥା ଆଧ୍ୟାତ୍ମିକ ଅନୁଭୂତି ପ୍ରଦାନ କରିଯିବ।ଏହି ଯାତ୍ରା ରେ ପ୍ରତ୍ୟେକ ତୀର୍ଥଯାତ୍ରୀଙ୍କ ପାଇଁ ସେମାନଙ୍କ…

ଆଜି ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ଵର: ଆଜି ଅପରାହ୍ଣରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଅପରାହ୍ଣ ୫ଟାରେ ଲୋକସଭା ଭବନ ସମ୍ମିଳନୀ କକ୍ଷରେ ବୈଠକ । ବୈଠକରେ ବିଭିନ୍ନ ବିଭାଗର ୫ରୁ ଅଧିକ ପ୍ରସ୍ତାବ ଆସିପାରେ । ମୁଖ୍ୟତଃ ରାଜସ୍ୱ, ପୂର୍ତ୍ତ, ଜଳସଂପଦ ବିଭାଗର ପ୍ରସ୍ତାବ ଅଛି । ତେବେ ଗତ ଅଗଷ୍ଟ ୧୩ରେ ବସିଥିବା କ୍ୟାବିନେଟ ବୈଠକରେ ୬ ବିଭାଗର ୭ଟି…

ପୁଣି ବଢିବ ବର୍ଷା, ଆଜି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର: ଆଜିଠୁ ବଢ଼ିବ ବର୍ଷା । ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ୧୩ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି,…

ଆଜି ବସିବ ସୁଭଦ୍ରା ସମୀକ୍ଷା ବୈଠକ, ବାଦ୍ ପଡିବେ ଧନି ମହିଳା

ଭୁବନେଶ୍ଵର: ଆଜି ସୁଭଦ୍ରା ଯୋଜନାର ହେବ ସମୀକ୍ଷା ବୈଠକ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ବାଦ୍ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ ନେଇ ହେବ ଆଲୋଚନା । ସେଥିପାଇଁ ୩ ବିଭାଗକୁ ତଥ୍ୟ ମାଗିଛି ମହିଳା ଓ ଶିଶୁ କଲ୍ୟାଣ ବିଭାଗ । ପରିବହନ, ଖାଦ୍ୟ ଯୋଗାଣ ଓ ସ୍ୱାସ୍ଥ୍ୟ ବିଭାଗକୁ ତଥ୍ୟ ମଗାଯାଇଥିଲା । ସେହିପରି ବାଣିଜ୍ୟ ଓ ପରିବହନ ବିଭାଗକୁ ୪ ଚକିଆ…

ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଆସିଲା ଓଡ଼ିଶା ଭେଇକିଲ୍‌ ପଲିସି-୨୦୨୫ ପାଇଁ ଚିଠା ପ୍ରସ୍ତାବ

ଭୂବନେଶ୍ଵର: ଓଡ଼ିଶା ଭେଇକିଲ୍‌ ପଲିସି-୨୦୨୫ ପାଇଁ ଆସିଲା ଚିଠା ପ୍ରସ୍ତାବ । ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଆସିଲା ଚିଠା ପ୍ରସ୍ତାବ । ୨୦୨୧ ଇଭି ପଲିସି ଅନୁସାରେ ୪ ବର୍ଷରେ ୨୦% ଇଭି ଲକ୍ଷ୍ୟ ଧାର୍ଯ୍ୟ ଥିଲା । ସରକାରୀ ପ୍ରୋତ୍ସାହନ ସତ୍ତ୍ବେ ମାତ୍ର ୯% ଇଭି ଗାଡ଼ି ରାସ୍ତାରେ ଗଡ଼ିଛି । ଲକ୍ଷ୍ୟ ହାସଲ ପାଇଁ ସରକାର ଓଡ଼ିଶା ଭେଇକିଲ୍‌ ପଲିସି-୨୦୨୫ ଆସିବ । ଓଡ଼ିଶାକୁ…

ବିଜେଡି ଛାଡ଼ିଲେ ପୂର୍ବତନ ସାଂସଦ ଭାସ୍କର ରାଓ

ଭୁବନେଶ୍ଵର: ବିଜେଡି‌ରେ ପୁଣି ହଟଚମଟ। ବିଜେଡିରୁ ଇସ୍ତଫା ଦେଲେ ରାୟଗଡ଼ାର ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ ଓ ପୂର୍ବତନ ମନ୍ତ୍ରୀ ଲାଲ୍ ବିହାରୀ ହିମରିକା । ଉଭୟଙ୍କ ସହ ଦଳର ବହୁ ନେତା ଓ କର୍ମୀ ମଧ୍ୟ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କ ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଛନ୍ତି ।…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ, ଜାଣନ୍ତୁ କାରଣ…

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ । ଭିତର କାଠ ପାଖରେ ଛେପ ଖଙ୍କାର ପଡ଼ିବାରୁ ମହାସ୍ନାନ । ଅବକାଶ ପୂଜା ସମୟରେ ବଡ଼ ମହାସ୍ନାନ ହେଉଛି । ବଡ଼ ମହାସ୍ନାନ ଯୋଗୁଁ ସାଧାରଣ ଦର୍ଶନକୁ ବନ୍ଦ କରାଯାଇଛି । ପାଖାପାଖି ଘଣ୍ଟାଏ ଧରି ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ପ୍ରଶାସନ । ସୂଚନା ଅନୁଯାୟୀ, ମଙ୍ଗଳବାର ଦିନ ସକାଳ ସମୟରେ ନିୟମିତ…

ଅଣଛାତ୍ରଙ୍କୁ ତଡିବା ମାମଲା, ଆଜି ବିଶ୍ବବିଦ୍ୟାଳୟ ବନ୍ଦ

ଭୁବନେଶ୍ଵର: ଉତ୍କଳ ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ଅଣଛାତ୍ରଙ୍କୁ ଜୋର ଜବରଦସ୍ତ ବାହାର କରିବାକୁ ନେଇ କ୍ୟାମ୍ପସରେ ଦେଖାଦେଇଛି ଉତ୍ତେଜନା । ଯାହାକୁ ନେଇ ଆଜି ବିଶ୍ବବିଦ୍ୟାଳୟ ବନ୍ଦ ଡାକରା ଦେଇଛନ୍ତି ଛାତ୍ର ସଙ୍ଗଠନ । ବାଣୀବିହାରରୁ ବସ୍ତି ହଟାଇବା ବେଳେ ଭଡ଼ାରେ ଲାଗିଥିବା ସରକାରର କ୍ବାଟର୍ସଗୁଡ଼ିକୁ ମୁକ୍ତ କରିବା ଦାବି କରିଛନ୍ତି ପ୍ରମୁଖ ଛାତ୍ର ସଙ୍ଗଠନ । ସୂଚନା ଅନୁସାରେ, ଗତକାଲି ବିଶ୍ଵବିଦ୍ୟାଳୟ ହଷ୍ଟେଲରୁ ଅଣଛାତ୍ରଙ୍କୁ ବିଦା କରିବା ପାଇଁ ବଡ…