ଉପରାଷ୍ଟ୍ରପତି ନିର୍ବାଚନ, ଭାଗ ନେବନି ବିଜେଡି
ଭୁବନେଶ୍ଵର: ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟ୍ ଦେବନି ବିଜେଡି । ଭୋଟ୍ ଦାନ ପ୍ରକ୍ରିୟାରୁ ବିଜେଡି ସାଂସଦମାନେ ବିରତ ରହିବା ନେଇ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି । ତେବେ ବର୍ତ୍ତମାନ ସମୟରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଅଛନ୍ତି । ତେଣୁ ଚର୍ଚ୍ଚା ହେଉଛି ଦିଲ୍ଲୀରୁ ପ୍ରେସମିଟ୍ କରି ସମ୍ଭବତଃ ନବୀନ ଏ ସମ୍ପର୍କରେ ଘୋଷଣା କରିପାରନ୍ତି । ରାଜ୍ୟସଭାରେ ଅଛନ୍ତି ବିଜେଡିର ୭ ସାଂସଦ । ସି.ପି.…
