ବିଗିଡିଲା ସ୍ଵାସ୍ଥ୍ୟବସ୍ଥା, ଏମ୍ସ ସ୍ଥାନାନ୍ତର ହେଲେ ସଙ୍ଗୀତକାର ଅଭିଜିତ୍ ମଜୁମଦାର
ଭୁବନେଶ୍ଵର: ଏମ୍ସ ସ୍ଥାନାନ୍ତର ହୋଇଛନ୍ତି ସଙ୍ଗୀତକାର ଅଭିଜିତ୍ ମଜୁମଦାର । କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ଅଭିଜିତଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଓଡ଼ିଶାର ସୁନାମ ଧନ୍ୟ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ହେଉଛନ୍ତି ଅଭିଜିତ୍ ମଜୁମଦାର । ତେବେ ଗତ ଗଣେଶ ପୂଜା ଦିନ ହଠାତ୍…
