ଓଡ଼ିଆ ଛାତ୍ରୀ ଗଣଦୁଷ୍କର୍ମ ମାମଲା: ପୀଡ଼ିତାଙ୍କ ବୟଫ୍ରେଣ୍ଡ ଗିରଫ

ଦୁର୍ଗାପୁର: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା । ପୀଡ଼ିତାଙ୍କ ବୟଫ୍ରେଣ୍ଡଙ୍କୁ ଗିରଫ କଲା ଦୁର୍ଗାପୁର ପୋଲିସ । କ୍ୟାମ୍ପସ ବାହାରକୁ ନେବା ପାଇଁ ପ୍ରବର୍ତ୍ତାଇ ଥିବା ଅଭିଯୋଗରେ ଗିରଫ । ଆସନ୍ତାକାଲି ଗିରଫ ବୟଫ୍ରେଣ୍ଡକୁ କରାଯିବ କୋର୍ଟ ଚାଲାଣ । ଆସାନସୋଲ୍-ଦୁର୍ଗାପୁର ପୋଲିସ କମିଶନରେଟ୍ ପକ୍ଷରୁ ଏନେଇ ସୂଚନା ମିଳିଛି । ଏଯାବତ୍ ବୟଫ୍ରେଣ୍ଡକୁ ମିଶାଇ ଗିରଫଦାରୀ ସଂଖ୍ୟା ୬କୁ ବୃଦ୍ଧି । ପୀଡ଼ିତାଙ୍କ ଅଭିଯୋଗମୁତାବକ ପୁରୁଷ…

ରଥଯାତ୍ରା ପୂର୍ବରୁ ସମ୍ପୁର୍ଣ୍ଣ ହେବ ଅସମ୍ପୁର୍ଣ୍ଣ ପ୍ରକଳ୍ପ କାର୍ଯ୍ୟ: ମୁଖ୍ୟ ପ୍ରଶାସକ

ପୁରୀ: ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ନୀଳାଦ୍ରି ଭକ୍ତନିବାସରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅନେକ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ଡ ଗିରିଶ ଚନ୍ଦ୍ର ମୁର୍ମୁ, ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଉପସ୍ଥିତ ଥିଲେ । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି । ଗୁଣ୍ଡିଚା ମନ୍ଦିରର ଉନ୍ନତୀକରଣ ସମ୍ପର୍କରେ ବୈଠକରେ ବିସ୍ତୃତ…

e-KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ

ଭୁବନେଶ୍ଵର: e-KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ । ଯେଉଁମାନେ e-KYC କରିବେ ନାହିଁ, ସେମାନଙ୍କ ପାଇଁ ଚାଉଳ ଯିବ ନାହିଁ । ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫ ଲକ୍ଷ ୬୭ ହଜାର ହିତାଧିକାରୀ କେଓ୍ୱାଇସି କରିନାହାନ୍ତି । ଏବେ ଆଉ ସମୟ ନାହିଁ । ଏବେବି କେଓ୍ୱାଇସି କରି ନ ଥିବା ଲୋକଙ୍କ…

ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା, ସିନ୍ ରିକ୍ରିଏସନ୍ କଲା ପୋଲିସ

ଦୁର୍ଗାପୁର: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା । ଅଭିଯୁକ୍ତଙ୍କୁ ଧରି ଦୁର୍ଗାପୁର ପରାନଗଞ୍ଜ ଜଙ୍ଗଲରେ କ୍ରାଇମ୍ ସିନ୍ ରିକ୍ରିଏସନ୍ କଲା ପୋଲିସ । କେମିତି ସେଦିନ ଘଟଣା ଘଟିଥିଲା ତାହାର ଡେମୋ ଦେଖାଇଛି ଅଭିଯୁକ୍ତ। ଦୁର୍ଗାପୁର ଜଙ୍ଗଲରେ ସିନ ରିକ୍ରିଏଟ କରିଛି ପୋଲିସ । ଦୁର୍ଗାପୁର ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ୫ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ପରେ ଏମାନଙ୍କୁ SDJM କୋର୍ଟରେ ହାଜର…

୧୬ ତାରିଖରେ ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ଵର: ଆସନ୍ତା ୧୬ ତାରିଖରେ ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ବେଳେ ଉପସ୍ଥିତ ରହିବେ । ନାମାଙ୍କନ ବେଳେ ଉପସ୍ଥିତ ସହ ବିଶାଳ ସମାବେଶ କରିବେ ମୁଖ୍ୟମନ୍ତ୍ରୀ । ଏନେଇ ବିଜେପି ରାଜ୍ୟସଭା ସାଂସଦ ସୁଜିତ କୁମାର ସୂଚନା ଦେଇଛନ୍ତି । ସମାବେଶରେ ଦୁଇ ହଜାରରୁ ଅଧିକ ବିଜେଡି ଓ କଂଗ୍ରେସ କର୍ମୀ ବିଜେପିରେ ସାମିଲ୍ ହେବେ । ତେବେ…

ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ୍‌ ଫୋନ୍‌

ପୁରୀ: ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ୍‌ ଫୋନ୍‌ । କୌଣସି ପୋଲିସ କିମ୍ବା ସେବାୟତ ବି ନେଇ ପାରିବେନି ମୋବାଇଲ୍‌ । ଆଗକୁ ୱାକିଟକି ବ୍ୟବସ୍ଥା ହେବ ବୋଲି କହିଲେ ସୁରକ୍ଷା ସବକମିଟି ମୁଖ୍ୟ । ବୈଠକ ପରେ ସୁରକ୍ଷା ସବକମିଟି ମୁଖ୍ୟ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ସୂଚନା । ଶ୍ରୀମନ୍ଦିର ଭିତର ଓ ବାହାର ସୁରକ୍ଷା ନେଇ ବୈଠକରେ ଆଲୋଚନା ହୋଇଛି । କେତେକ ଜିନିଷ ନିଜକୁ…

ପଦାରେ ପଡିଲା ପୁଣି ପୋଲିସ ପାରିବା ପଣିଆ, ଥାନାରୁ କଏଦି ଚମ୍ପଟ

ଭୁବନେଶ୍ଵର: ପୁଣି କମିଶନରେଟ୍‌ ପୋଲିସର ଢ଼ିଲା ସୁରକ୍ଷା ପଦାରେ ପଡ଼ିଲା । କନେଷ୍ଟବଲ୍‌ଙ୍କୁ ଧକ୍କା ଦେଇ ମୋବାଇଲ ଚୋରି ଅଭିଯୁକ୍ତ ଥାନାରୁ ଚମ୍ପଟ୍‌ । ଚନ୍ଦକା ଥାନାରେ ପୋଲିସକୁ ଚକ୍‌ମା ଦେଇ ପଳାଇଲା ଅଭିଯୁକ୍ତ । ରାଜଧାନୀ ଉପକଣ୍ଠ ଚନ୍ଦକା ଥାନାରେ ଘଟିଛି ଏହି ଘଟଣା । ଫେରାର ଅଭିଯୁକ୍ତ ହେଉଛି ପଶ୍ଚିମବଙ୍ଗର ରାଜା। ଆଇଫୋନ୍‌ ଚୋରି ଘଟଣାରେ ଗିରଫ ହୋଇଥିଲା । ସୂଚନା ଅନୁଯାୟୀ, ଗତମାସ ୨୮ ତାରିଖ…

ପ୍ଲଟ୍‌ ପଞ୍ଜୀକରଣ ପାଇଁ ଆସିଲା SOP 

ଭୁବନେଶ୍ଵର: ପାର୍ଟ ପ୍ଲଟ୍ ପଞ୍ଜୀକରଣ ପାଇଁ ଜାରି ହେଲା ନୂଆ SOP । ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ SOP ଜାରି । ଗ୍ରାମୀଣ କ୍ଷେତ୍ରରେ ଜଳାଶୟ କିସମ ପ୍ଲଟର ହୋଇପାରିବନି ପଞ୍ଜୀକରଣ । ଜଳାଶୟ କିସମ ପ୍ଲଟ ଛଡ଼ା ଅନ୍ୟ ପାଇଁ ବିନା ସର୍ତ୍ତରେ ପଞ୍ଜୀକରଣ ଅନୁମତି । କୃଷି ପ୍ଲଟ୍ ପଞ୍ଜୀକରଣ ପାଇଁ ନେବାକୁ ପଡ଼ିବ ଅନୁମତି । ତେବେ ଏସଓପି ଅନୁସାରେ, ଗ୍ରାମାଞ୍ଚଳରେ…

ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା, ପୀଡ଼ିତାଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ଦୁର୍ଗାପୁର: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା । ପୀଡ଼ିତା ଡାକ୍ତରୀ ଛାତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ । ପୀଡ଼ିତାଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ଚିନ୍ତା କରନି, ଧୈର୍ଯ୍ୟ ଧର, ଓଡ଼ିଶା ସରକାର ତୁମ ସହିତ ଅଛନ୍ତି । ଦୋଷୀ ନିଶ୍ଚିତ ଭାବରେ ଦଣ୍ଡ ପାଇବେ । ପାଠ…

NCW ଅଧ୍ୟକ୍ଷାଙ୍କ ସହ କଥା ହେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ଵର: NCW ଅଧ୍ୟକ୍ଷାଙ୍କ ସହ କଥା ହେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । NCW ଦୁର୍ଗାପୁର ଘଟଣାକୁ ଗୁରୁତର ସହ ନେଇଛନ୍ତି ‘ଏକ୍ସ’ରେ ଲେଖିଲେ । NCW ସ୍ବତନ୍ତ୍ର ଟିମ୍‌ ମେଡିକାଲ୍‌କୁ ପଠାଇ ତଥ୍ୟ ସଂଗ୍ରହ କରିଛନ୍ତି । ନିରପେକ୍ଷ ତଦନ୍ତ ସହ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ପୀଡ଼ିତାଙ୍କ ସୁରକ୍ଷା ଓ ଉତ୍ତମ ଚିକିତ୍ସା ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ…