ମହିଳା ଦିନିକିଆ ବିଶ୍ବକପ: ପାକିସ୍ତାନକୁ ଲାଗାତାର ୧୨ ଥର ହରାଇଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ: ପଡିଆରେ ପୁଣି ଚିତପଟାଙ୍ଗ ହେଲା ପାକିସ୍ତାନ । ମହିଳା ଖେଳାଳି ବି ନେଲେ ୨୬ ଜଣଙ୍କୁ ହତ୍ୟାର ପ୍ରତିଶୋଧ । ପୁଣି କ୍ରିକେଟ ମଇଦାନରେ ଅପରେଶନ ସିନ୍ଦୂର । ମହିଳା ଦିନିକିଆ ବିଶ୍ବକପରେ ପାକିସ୍ତାନକୁ ୮୮ ରନ୍‌ରେ ହରାଇଲା ଭାରତ । ୨୪୮ ଟାର୍ଗେଟ୍‌କୁ ପିଛା କରି ପାକିସ୍ତାନ ୧୫୯ ରନ୍‌ରେ ଅଲ୍‌ଆଉଟ୍‌ ହୋଇଥିଲା । ଖେଳ ଆରମ୍ଭରୁ ଉଭୟ ଟିମର ଖେଳାଳି କରମର୍ଦ୍ଦନ କରିନଥିଲେ କି ଶେଷ…

କଟକରେ କର୍ଫ୍ୟୁ: ୩୬ ଘଣ୍ଟା ଯାଏଁ ଚକ ଅଖ ସବୁ ଜାମ୍, ଘରୁ ବାହାରିଲେ….

କଟକ: କଟକରେ ଶାନ୍ତି ବଜାୟ ପାଇଁ ୩୬ ଘଣ୍ଟିଆ କର୍ଫ୍ୟୁ ଜାରି ହୋଇଛି । ଦରଘାବଜାର ସମେତ ୧୩ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗିଛି । ଗତକାଲି ରାତି ୧୦ଟାରୁ ୩୬ ଘଣ୍ଟା ପାଇଁ ୧୩ଟି ଥାନା ଅଞ୍ଚଳରେ ଜାରି ହୋଇଛି କର୍ଫ୍ୟୁ । କର୍ଫ୍ୟୁ ବେଳେ ପେଟ୍ରୋଲ୍ ପମ୍ପ, ହସ୍ପିଟାଲ୍, ମେଡିସିନ୍ ଷ୍ଟୋର୍ ଓ ଗ୍ରୋସରୀ ଦୋକାନ ଖୋଲା ରହିବ । କଟକରେ କର୍ଫ୍ୟୁ କଟକଣା ନେଇ ଅତିରିକ୍ତ…

ବରୁଣେଇରେ ବାର୍‌ହା କବଳରେ ଥିବା ୫ ପର୍ଯ୍ୟଟକ ଉଦ୍ଧାର, ଜଣେ ପୋଲିସ କର୍ମଚାରୀ ମୃତ

ଖୋର୍ଦ୍ଧା: ବରୁଣେଇରେ ବାର୍‌ହା କବଳରେ ଥିବା ୫ ପର୍ଯ୍ୟଟକ ଉଦ୍ଧାର । ବାର୍‌ହାକୁ ଘଉଡ଼ାଇ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଅଗ୍ନିଶମ ଓ ବନ କର୍ମଚାରୀ । ହିଂସ୍ର ବାର୍‌ହା ଭୟରେ ଗଛ ଉପରେ ଆଶ୍ରୟ ନେଇଥିଲେ ୫ ପର୍ଯ୍ୟଟକ । ପର୍ଯ୍ୟଟକଙ୍କୁ ଉଦ୍ଧାର କରିବାକୁ ଯାଇଥିବା ଜଣେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ । ସୂଚନା ଅନୁସାରେ, ୬ ଜଣ ପର୍ଯ୍ୟଟକ ବରୁଣେଇ ପାହାଡ଼ରେ ଥିବାବେଳେ ହଠାତ୍ ଏକ ହିଂସ୍ର ବାର୍‌ହା…

ଆଜି କୁମାର ପୂର୍ଣ୍ଣିମା: ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ,ସଂଧ୍ୟାରେ ଚାନ୍ଦ ପୂଜା

ଭୂବନେଶ୍ଵର: ଆଜି କୁଆଁରୀ ଝିଅଙ୍କ ପର୍ବ କୁଆଁର ପୁନେଇଁ । ଏହି ଦିନ କାର୍ତ୍ତିକେୟଙ୍କ ଜନ୍ମଦିନ ଥିବାରୁ ଏହି ପୂଜା କଲେ ତାଙ୍କ ଭଳି ସୁନ୍ଦର ଓ ବୀର ବର ମିଳେ ବୋଲି ଲୋକ ବିଶ୍ବାସ ରହିଛି । ତେଣୁ ସର୍ବଗୁଣସମ୍ପନ୍ନ ଜୀବନସାଥୀଟିଏ ପାଇବାକୁ କୁମାରୀ କରିବେ ଚନ୍ଦ୍ରପୂଜା । ଏନେଇ କୁମାରୀଙ୍କ ମନରେ ବେଶ୍‌ ଉତ୍ସାହ ଭରି ରହିଛି । ସକାଳ ନ ପାଉଣୁ ଗାଧୋଇ ପାଧୋଇ ନୂଆ…

ବିମାନ ବନ୍ଦରରୁ ଜବତ ହେଲା ମାରିଜୁଆନା, ଜଣେ ଗିରଫ

ଭୁବନେଶ୍ଵର: ପୁଣି ଭୁବନେଶ୍ବର ବିମାନ ବନ୍ଦରରୁ ଜବତ ହେଲା ମାରିଜୁଆନା । ୩ କୋଟି ଟଙ୍କାର ମାରିଜୁଆନା ଜବତ କଲା କଷ୍ଟମ ବିଭାଗ । ୩ କେଜି ୨୦୦ ଗ୍ରାମ ମାରିଜୁଆନା ସହ କେରଳର ଜଣେ ଯୁବକକୁ ଗିରଫ କରିଛି କଷ୍ଟମ୍ ବିଭାଗ । ବ୍ୟାଂକକ୍‌ରୁ ଭୁବନେଶ୍ବର ଆସୁଥିଲା ମାରିଜୁଆନା । ବ୍ୟାଂକକ୍‌ରୁ ଭୁବନେଶ୍ବର ଆସୁଥିବା ବେଳେ କେରଳର ଜଣେ ଯୁବକକୁ ଗିରଫ କରିଛି କଷ୍ଟମ୍ ବିଭାଗ । ଯୁବକଙ୍କ…

ରାସ୍ତା କାମରେ ବର୍ଷା ସାଜିଛି ବାଧକ, ହୋଇପାରୁନି କାଲିଙ୍ଗା ଘାଟି ରାସ୍ତା କାମ

ଜି.ଉଦୟଗିରି: ପ୍ରବଳ ବର୍ଷା ଯୋଗୁଁ କଳିଙ୍ଗା ଘାଟି ରାସ୍ତା ମରାମତି କାମ ବାଧାପ୍ରାପ୍ତ । ପାହାଡ଼ ଉପରୁ ପ୍ରବଳ ବର୍ଷା ପାଣି ଆସୁଥିବାରୁ ଭୂସ୍ଖଳନ ଆଶଙ୍କା ରହିଛି । କାର୍ଯ୍ୟରତ ଶ୍ରମିକ ଭୟଭୀତ ଅଛନ୍ତି । ସେପଟେ ରାସ୍ତା ମରାମତି କାମ ବାଧାପ୍ରାପ୍ତ ହୋଇଛି । ଗତ ୨୦ ଦିନ ହେଲାଣି କଳିଙ୍ଗା ଘାଟି ରାସ୍ତା ବନ୍ଦ ହୋଇ ରହିଛି । ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

SI କେଳେଙ୍କାରୀ, ଗିରଫ ହେଲେ ଆଉ ୨ ଅଭିଯୁକ୍ତ

ଭୁବନେଶ୍ଵର: ଓଡିଶା ପୋଲିସ SI ଚାକିରି କେଳେଙ୍କାରୀ । ଗିରଫ ହେଲେ ଆଉ ୨ ଅଭିଯୁକ୍ତ । କିଛି ସମୟ ମଧ୍ୟରେ ୨ ଗିରଫ ଦଲାଲଙ୍କୁ କୋର୍ଟ ଚାଲାଣ କରାଯିବ । ସେଥିପାଇଁ ଡିଜିଟାଲ ତଥ୍ୟ ଯୋଗାଡ଼ରେ ଲାଗିପଡ଼ିଛି କ୍ରାଇମବ୍ରାଞ୍ଚ । ତେବେ SI କେଳେଙ୍କାରୀ ମାମଲାରେ ବଢିଲା ଗିରଫଦାରୀ ସଂଖ୍ୟା । ପୂର୍ବରୁ ୧୧୪ ପରୀକ୍ଷାର୍ଥୀ ଓ ୩ ଦଲାଲ ଗିରଫ ହୋଇଥିବା ବେଳେ ଏବେ ଆଉ ୨…

SI ପରୀକ୍ଷା କେଳେଙ୍କାରୀ: ରତ୍ନପ୍ରଭାଙ୍କୁ ତଦନ୍ତ ଦାୟିତ୍ବ

ଭୁବନେଶ୍ବର: SI ପରୀକ୍ଷା କେଳେଙ୍କାରୀ । ରତ୍ନପ୍ରଭାଙ୍କୁ ତଦନ୍ତ ଦାୟିତ୍ବ  । କ୍ରାଇମବ୍ରାଞ୍ଚ DSP ରତ୍ନପ୍ରଭା ଶତପଥୀଙ୍କୁ ମିଳିଲା ତଦନ୍ତ ଦାୟିତ୍ବ । ଗୋଳନ୍ଥରା ଥାନାରେ ରୁଜୁ ହୋଇଥିବା ସମସ୍ତ ମାମଲାର ତଦନ୍ତ କରିବେ ରତ୍ନପ୍ରଭା । ସେହିପରି ସୁପରଭାଇଜିଂ ଅଫିସର ଭାବେ କ୍ରାଇମବ୍ରାଞ୍ଚ SP ଅନୀଲ ବେଉରିଆଙ୍କୁ ମଧ୍ୟ ମିଳିଲା ବଡ ଦାୟିତ୍ବ । ସେପଟେ SI ପରୀକ୍ଷା କେଳେଙ୍କାରୀ ମାମଲାରେ ଜେରାର ସମ୍ମୁଖୀନ ହୋଇଛନ୍ତି ସିଲିକନ ମାଲିକ…

ଦୁର୍ଗା ପୂଜା ଭସାଣ ବେଳେ ଗୋଷ୍ଠୀ ସଂଘର୍ଷ, ଫାଟିଲା ଡ଼ିସିପିଙ୍କୁ ମୁଣ୍ଡ

କଟକ: ଦୁର୍ଗା ପୂଜା ଭସାଣ ବେଳେ ଗୋଷ୍ଠୀ ସଂଘର୍ଷ l କଟକ ଦରଘା ବଜାର ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷ କାରଣରୁ ୬ ଗୁରୁତର ହୋଇଥିବା ବେଳେ ଡିସିପି ଆହତ ହୋଇଛନ୍ତି l କାଚ ଓ ପଥର ମାଡରେ କଟକ ଡିସିପି ରିଷିକେଶ ଖିଲାରୀ ଆହତ ହୋଇଛନ୍ତି l ଝାଞ୍ଜିରମଙ୍ଗଳା ପୂଜା କମିଟିର ଭସାଣ ବେଳେ ଗୋଷ୍ଠୀ ସଂଘର୍ଷ ହୋଇଥିବା ନେଇ ସୂଚନା ମିଳିଛି l ଗୀତ ବଜାଇବାକୁ ବିରୋଧ କରିବାରୁ…

ଆରବ ସାଗରରେ ସୃଷ୍ଟି ହେଲା ବାତ୍ୟା ‘ଶକ୍ତି’, ଏଠାରେ କରିବ ଲ୍ୟାଣ୍ଡଫଲ

ଭୁବନେଶ୍ଵର: ସମୁଦ୍ର ମଝିରେ ଦାନା ବାନ୍ଧୁଛି ବାତ୍ୟା । ଆରବ ସାଗରରେ ବାତ୍ୟା ଆଶଙ୍କା । ଉତ୍ତର-ପୂର୍ବ ଆରବ ସାଗରରେ ଗଭୀର ଅବପାତ ସକ୍ରିୟ ଥିବା ବେଳେ, ଏହା ଆଗାମୀ ୧୨ ଘଣ୍ଟାରେ ଘୂର୍ଣ୍ଣିଝଡ଼ର ରୂପ ନେଇପାରେ । ଏହା ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗରେ ଗତି କରିବ। ଫଳରେ ଚଳିତ ବାତ୍ୟା ଋତୁର ପ୍ରଥମ ବାତ୍ୟା ଆଶଙ୍କା ଦେଖାଦେଇଛି । ତେବେ ଆରବ ସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ଶକ୍ତି’…