୧୬ ତାରିଖରେ ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ଵର: ଆସନ୍ତା ୧୬ ତାରିଖରେ ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୬ରେ ବିଜେପି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ ବେଳେ ଉପସ୍ଥିତ ରହିବେ । ନାମାଙ୍କନ ବେଳେ ଉପସ୍ଥିତ ସହ ବିଶାଳ ସମାବେଶ କରିବେ ମୁଖ୍ୟମନ୍ତ୍ରୀ । ଏନେଇ ବିଜେପି ରାଜ୍ୟସଭା ସାଂସଦ ସୁଜିତ କୁମାର ସୂଚନା ଦେଇଛନ୍ତି । ସମାବେଶରେ ଦୁଇ ହଜାରରୁ ଅଧିକ ବିଜେଡି ଓ କଂଗ୍ରେସ କର୍ମୀ ବିଜେପିରେ ସାମିଲ୍ ହେବେ । ତେବେ…
