ଆଜି ନୂଆଁଖାଇ, ‘ଡାଲଖାଇ’ ତାଳେ ତାଳେ ଝୁମୁଛି ପଶ୍ଚିମ ଓଡ଼ିଶା

ସମ୍ବଲପୁର: ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ଚଳଚଞ୍ଚଳ ସମଗ୍ର ପଶ୍ଚିମ ଓଡ଼ିଶା । କଳାହାଣ୍ତି ଠୁ ଆରମ୍ଭ କରି କୋରାପୁଟ ଯାକେ ସବୁଠି ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରାଯାଉଛି ନୂଆଁଖାଇ । ମାନ ଅଭିମାନକୁ ଭୁଲି ସ୍ନେହ ଶ୍ରଦ୍ଧାରେ ଆଜି ସମସ୍ତେ ଏକତ୍ରିତ ହୋଇ ନୂଆ ଖାଇବା ସହ ଏହି ପର୍ବକୁ ପାଳନ କରୁଛନ୍ତି । ମାଆ ସମଲେଶ୍ବରୀଙ୍କଠାରେ ନବାନ୍ନ ଭୋଗ ଲାଗି ହେବା ପରେ…

ବିରାଜିଛନ୍ତି ଅଗ୍ରପୂଜ୍ୟ, ଗୋବର ଗଣେଷ ଭାବେ ପୂଜା ପାଉଛନ୍ତି ବିଘ୍ନବିନାଶକ

ଭୁବନେଶ୍ଵର: ରାଜ୍ୟର ବିଭିନ୍ନ ପୂଜାମଣ୍ଡପରେ ବିରାଜିଛନ୍ତି ପ୍ରଭୁ ଗଜାନନ । ଏଥିପାଇଁ ଗାଁଠୁ ସହର ଚଳଚଞ୍ଚଳ । ପ୍ରଭୁଙ୍କ ଆଗମନକୁ ନେଇ ସବୁଆଡେ ବ୍ୟାପକ ପ୍ରସ୍ତୁତି । ଏଥିପାଇଁ ବିଭିନ୍ନ ଶିକ୍ଷାନୁଷ୍ଠାନ ସହ ପୂଜାମଣ୍ଡପ ଗୁଡିକ ଆକର୍ଷଣୀୟ ଢଙ୍ଗରେ ହୋଇଛି ସଜା । ସକାଳୁ ସକାଳୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଯାଇଛି ପ୍ରଭୁ ଗଜାନନଙ୍କ ପୂଜା । ସ୍କୁଲ, କଲେଜ ସାଙ୍ଗକୁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂଜା କରାଯାଉଥିବା ବେଳେ…