ଋତୁସ୍ରାବ ବେଳେ ପେଟ ଯନ୍ତ୍ରଣାକୁ ନେଇ ଚିନ୍ତିତ କି, ଖାଆନ୍ତୁ ଏହି ଖାଦ୍ୟ…

ଭୁବନେଶ୍ଵର: ଋତୁସ୍ରାବ ସମୟରେ ମହିଳାଙ୍କ ପେଟ ଯନ୍ତ୍ରଣା ଅଧିକ ହୋଇଥାଏ । ଏହି ଯନ୍ତ୍ରଣା ବେଳେବେଳେ ଏତେ ଅଧିକ ବଢ଼ିଯାଏ ଯେ ଆପଣ ପ୍ରତିଦିନର କାମ ଠିକ୍‌ ଭାବେ କରିପାରନ୍ତି ନାହିଁ । ତେବେ ଏହି କଷ୍ଟକୁ ଦୂର କରିବା ପାଇଁ ମେଡିକାଲ ଷ୍ଟୋରରେ ଅନେକ ପ୍ରକାରର ଔଷଧ ଉପଲବ୍ଧ ଥାଏ । କିନ୍ତୁ ହେଲ୍ଥ ଏକ୍ସପର୍ଟମାନେ ଏହି ସମୟରେ ଔଷଧ ଖାଇବାକୁ ବାରଣ କରନ୍ତି । କିନ୍ତୁ ମହିଳାମାନେ…

ମିଲେଟ୍ ଜାତୀୟ ଖାଦ୍ୟରେ ରହିଛି ଅନେକ ଫାଇଦା, ଆପଣଙ୍କ ଖାଦ୍ୟରେ ଆଜି ହିଁ କରନ୍ତୁ ସାମିଲ୍

ଭୁବନେଶ୍ଵର: ଶିଶୁ, କିଶୋର ଏବଂ ବୟସ୍କଙ୍କ ମଧ୍ୟରେ ଆଜିକାଲି ମେଦବହୁଳତା ଏକ ସାଧାରଣ ରୋଗ ଯାହାକି ହୃଦଘାତର ଆଶଙ୍କାକୁ ବଢ଼ାଇଥାଏ । ତେଣୁ ସୁସ୍ଥ ଜୀବନଶୈଳୀ ପାଇଁ ପ୍ରତିଦିନ ଖାଦ୍ୟରେ ସାମିଲ କରନ୍ତୁ କିଛି ପରିମାଣର ମିଲେଟ । ଅନୁସନ୍ଧାନ ଅନୁଯାୟୀ, ମିଲେଟ ଖାଇବା ଦ୍ୱାରା ମୋଟ କୋଲେଷ୍ଟ୍ରଲ ୮% ହ୍ରାସ ପାଇବା ସହିତ ନିମ୍ନ ଏବଂ ଅତି ନିମ୍ନ-ଘନତା ବିଶିଷ୍ଟ ଲିପୋପ୍ରୋଟେନ୍, କିମ୍ବା “ଖରାପ କୋଲେଷ୍ଟ୍ରଲ” ଏବଂ ବ୍ଲଡ ପ୍ରେସର…

ବିଶ୍ଵ ନଡ଼ିଆ ଦିବସ, ଜାଣନ୍ତୁ ନଡ଼ିଆର ଉପକାରୀ ଫାଇଦା ବିଷୟରେ…

ଭୁବନେଶ୍ଵର: ନଡ଼ିଆ..ଅଳ୍ପ ବହୁତେ ସମସ୍ତେ ସେବନ କରିଥିବେ। କିଛି ଜଣଙ୍କୁ ପଇଡ ପାଣି ପିଇବାକୁ ଭଲ ଲାଗୁଥିବା ବେଳେ ଆଉ କିଛି ଜଣଙ୍କୁ ନଡିଆ ଖାଇବା ପସନ୍ଦ ରହିଥାଏ। ଭାରତ ସମେତ ପ୍ରଶାନ୍ତ ମହାସାଗରର ବିଭିନ୍ନ ଦେଶରେ ପ୍ରତିବର୍ଷ ସେପ୍ଟେମ୍ବର ୨ ତାରିଖକୁ ବିଶ୍ୱ ନଡ଼ିଆ ବା ନାରିକେଳ ଦିବସ ଭାବେ ପାଳନ କରାଯାଏ। ପ୍ରଥମେ ୨୦୦୯ମସିହାରେ ବିଶ୍ୱ ନଡ଼ିଆ ଦିବସ ଆରମ୍ଭ କରାଯାଇଥିଲା। ନଡ଼ିଆର ଉପକାରିତା ଏବଂ ଗୁରୁତ୍ୱ…

ପିଆଜ ହେଉଛି ଔଷଧୀୟ ଗୁଣର ଖଣି, ଜାଣନ୍ତୁ ଏହାର ସ୍ଵାସ୍ଥ୍ୟଗତ ଫାଇଦା

ଭୁବନେଶ୍ଵର: ପିଆଜ ତ ପ୍ରାୟ ସମସ୍ତଙ୍କ ପସନ୍ଦ । ପିଆଜକୁ କିଏ କେତେ ଢଙ୍ଗରେ ଯେମିତିକି ଭଜା , ତରକାରୀ , ପକୋଡା କରି ଖାଆନ୍ତି । ଯାହାର ସ୍ବାଦ ପାଟିରେ ବାଜିଲେ ବାରମ୍ବାର ଖାଇବାକୁ ଇଚ୍ଛା ହୁଏ । ସାଧାରଣ ସମସ୍ତଙ୍କ ଘରେ ସହଜରେ ଉପଲବ୍ଧ ହୋଇଥାଏ ପିଆଜ। ପିଆଜ ଏପରି ଏକ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ଯାହା ପ୍ରତ୍ୟେକ ଘରେ ଘରେ ଉପଲବ୍ଧ। ଏହାକୁ ସାଲାଡ,ବିଭିନ୍ନ ବ୍ୟଞ୍ଜନ…